Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
କାରଖାନାରେ ବିଷାକ୍ତ ଗ୍ୟାସ ଲିକ୍, ବାପ-ପୁଅ ସମେତ ୩ ମୃତ
ନୂଆଦିଲ୍ଲୀ: ଲୁଧିଆନାରେ ମେକାନିକ୍ ଉପକରଣ ତିଆରି କରୁଥିବା ଏକ ଫ୍ୟାକ୍ଟ୍ରିରେ ହଠାତ୍ ବିଷାକ୍ତ ଗ୍ୟାସ ଲିକ୍ ହୋଇଥିଲା । ଯାହା ଫଳରେ ସଙ୍ଗେ ସଙ୍ଗେ ବ୍ୟାପକ ଆତଙ୍କ ଖେଳିଗଲା । ଶ୍ୱାସରୁଦ୍ଧ ହୋଇ ଜଣେ ବାପା ଏବଂ ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ବ୍ୟକ୍ତି ମଧ୍ୟ ପ୍ରାଣ!-->…
ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତି
ନୂଆଦିଲ୍ଲୀ : ସୁପ୍ରିମକୋର୍ଟରେ ପାଞ୍ଚ ଜଣ ନୂଆ ବିଚାରପତିଙ୍କୁ ନିଯୁକ୍ତି ଦିଆଯାଇଛି । ଏମାନେ ଖୁବଶୀଘ୍ର ନିଜର ପଦ ଗ୍ରହଣ କରିବେ । ଏହାସହିତ ସୁପ୍ରିମକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବଢି ୩୭ ହୋଇଛି । ଏବେ ବି ସୁପ୍ରିମକୋର୍ଟରେ ଜଣେ ବିଚାରପତିଙ୍କ ସ୍ଥାନ ଖାଲି ରହିଛି । ସିଜେଆଇ!-->…
JEE ଆଡଭାନ୍ସଡ ରେଜଲ୍ଟ : IIT ଦିଲ୍ଲୀ ଜୋନରୁ ଶୁଭମ କୁମାର ଟପ୍ପର
ନୂଆଦିଲ୍ଲୀ : ପ୍ରକାଶ ପାଇଲା ୨୦୨୬ JEE ଆଡଭାନ୍ସଡ ରେଜଲ୍ଟ । IIT ଦିଲ୍ଲୀ ଜୋନରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି । ୩୬୦ରୁ ୩୩୦ ନମ୍ବର ରଖି ଶୁଭମ ଟପ୍ପର ହୋଇଛନ୍ତି । ଅଲ୍ ଇଣ୍ଡିଆ ରାଙ୍କ ୨ରେ ଆଇଆଇଟି ଦିଲ୍ଲୀ ଜୋନରେ କବୀର ଛିଲ୍ଲର ରହିଥିବା ବେଳେ ରାଙ୍କ ୩ରେ ଜତୈନ ଚାହର ରହିଛନ୍ତି!-->…
ମିଆଁମାରରେ ଭୟଙ୍କର ବିସ୍ଫୋରଣ, ୫୫ ମୃତ, ୧୦୦ ଆହତ
ବ୍ୟାଙ୍କକ୍ : ଉତ୍ତର-ପୂର୍ବ ମ୍ୟାଁମାରର ଏକ କୋଠାରେ ଭୟଙ୍କର ବିସ୍ଫୋରଣ ଘଟି ୫୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦୦ଜଣ ଆହତ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ ଶାନ ପ୍ରଦେଶ ଅନ୍ତର୍ଗତ ନାମହକାମ ସହରର କାଉଙ୍ଗଟୁପ୍ ଗାଁରେ ରବିବାର ଏହି ବିସ୍ଫୋରଣ ହୋଇଛି। ଖଣି ଖନନ କାମ ପାଇଁ ବ୍ୟବହାର!-->…
ଦୁର୍ଘଟଣାସ୍ଥଳର ପରିଦର୍ଶନ କରିବା ସହ ଉଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ:ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତା ସୈଦୁଲାଜବ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହ ଚାଲିଥିବା ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। ଗତକାଲି ରାତିରୁ ଉଦ୍ଧାରକାରୀ ଦଳ ନିରନ୍ତର ଭାବେ କାର୍ଯ୍ୟରେ ନିୟୋଜିତ ଅଛନ୍ତି।!-->…
ଟିଏମସି ସାଂସଦ କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ,ବିଜେପି କହିଲା ଡ୍ରାମା
କଲକାତା:ପଶ୍ଚିମବଙ୍ଗରେ ଟିଏମସି ସାଂସଦଙ୍କୁ ଆକ୍ରମଣ ଘଟଣାରେ ଜୋରଦାର ହୋଇଛି ରାଜନୀତି।ପଶ୍ଚିମବଙ୍ଗରେ ପୁଣି ଜଣେ ଟିଏମସି ସାଂସଦଙ୍କ ଉପରେ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା ହୁଗୁଲି ସ୍ଥିତ ଚଣ୍ଡିତଲା ପୋଲିସ ଷ୍ଟେସନ ସାମ୍ନାରେ ଟିଏମସି ସାଂସଦ କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ!-->…
ଏପ୍ରିଲ୍ରେ ୧.୩୮ କୋଟି ଯାତ୍ରୀ ବିମାନରେ ଯାତ୍ରା
ନୂଆଦିଲ୍ଲୀ: ଚଳିତ ବର୍ଷ ଏପ୍ରିଲ ମାସରେ କମ୍ ସଂଖ୍ୟକ ଲୋକ ବିମାନରେ ଯାତ୍ରା କରିଛନ୍ତି। ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ତଥ୍ୟ ଅନୁସାରେ ଏପ୍ରିଲ୍ରେ ୧.୩୮ କୋଟି ଯାତ୍ରୀ ବିମାନରେ ଯାତ୍ରା କରିଥିଲେ। ଏହି ସଂଖ୍ୟା ଗତବର୍ଷର ୧.୪୩ କୋଟି ତୁଳନାରେ ୩.୪୭!-->…
ଟିଏମ୍ସିରେ ନିରବ ବିଦ୍ରୋହ; ବୈଠକକୁ ଆସିଲେନି ୬୦ ବିଧାୟକ
କୋଲକାତା: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି)ର ନିର୍ବାଚନୀ ବିପର୍ଯ୍ୟୟ ପରେ ଦଳର ଆଭ୍ୟନ୍ତରୀଣ ସ୍ଥିତି ଜଟିଳ ରୂପ ନେଇଛି। ଦଳରେ ଲାଗି ରହିଥିବା ବଡ଼ ଧରଣର ସାଂଗଠନିକ ସଙ୍କଟ ଏବେ ସାମନାକୁ ଆସିଛି। ଦଳର ଦୁଇ ଶୀର୍ଷ ନେତା ଅଭିଷେକ ବାନାର୍ଜୀ ଏବଂ କଲ୍ୟାଣ ବାନାର୍ଜୀଙ୍କ ଉପରେ!-->…
ବ୍ୟବସାୟିକ ଯୌନ ଶୋଷଣର ଶିକାର ବ୍ୟକ୍ତି ନାବାଳିକା ହେଲେ ପୋକ୍ସୋ ଆଇନ ଲାଗୁ ହେବ: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ: ଭାରତୀୟ ନ୍ୟାୟ ସଂହିତା (ବିଏନ୍ଏସ୍) ଏବଂ ଅନୈତିକ ଟ୍ରାଫିକ୍ (ନିବାରଣ) ଆଇନ (ଆଇଟିପିଏ) ବ୍ୟତୀତ ନାବାଳିକାଙ୍କ ବ୍ୟବସାୟିକ ଯୌନ ଶୋଷଣ (ସିଏସ୍ଇ) ସହ ଜଡିତ ଚାଲାଣକାରୀଙ୍କ ବିରୋଧରେ କଠୋର ପୋକ୍ସୋ ଆକ୍ଟ ଅନୁଯାୟୀ ମାମଲା ରୁଜୁ କରାଯାଇପାରିବ ବୋଲି ସୁପ୍ରିମ୍କୋର୍ଟ ରାୟ!-->…
ସୁରକ୍ଷାରେ ତ୍ରୁଟି ଥିବା ମାନିଲା ସିବିଏସ୍ଇ
ନୂଆଦିଲ୍ଲୀ: ଅନ୍ସ୍କ୍ରିନ ମାର୍କିଂ (ଓଏସ୍ଏମ୍)କୁ ନେଇ ବିବାଦ ଚାଲିଥିବାବେଳେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଶେଷରେ ନିରବତା ଭାଙ୍ଗିଛି। ଏକ୍ରେ ଏକ ବୟାନରେ ବୋର୍ଡ କହିଛି ଯେ, ଦୁଇଥର ହ୍ୟାକ୍ ହେବା ପରେ ସେମାନେ ଏହାର ସେବା ପ୍ରଦାନକାରୀଙ୍କ ଓଏସ୍ଏମ୍ ପୋର୍ଟାଲରେ!-->…