Browsing Category

ଦେଶ

ଡମ୍ଫର ସହିତ ପିଟି ହେଲା ପିକଅପ୍‌ ଭ୍ୟାନ୍‌, ଦମ୍ପତିଙ୍କ ସମେତ ୪ ମୃତ…

ଉତ୍ତରପ୍ରଦେଶର କାନପୁର ଜିଲ୍ଲାରେ ଭୟଙ୍କର ଦୁର୍ଘଟଣା ଘଟି ୪ ଜଣଙ୍କର ପ୍ରାଣ ଚାଲିଯାଇଛି । ପିକଅପ୍‌ ଭ୍ୟାନ ଏବଂ ଡମ୍ଫର ମଧ୍ୟରେ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଦମ୍ପତିଙ୍କ ସମେତ ୪ ଜଣଙ୍କର ପ୍ରାଣ ଚାଲିଯାଇଛି । ଅନ୍ୟମାନେ ଆହତ ହୋଇଛନ୍ତି ।…

ଦେଶ ପାଇଁ ସହିଦ ହେଲା ସେନାର କୁକୁର- ଆତଙ୍କବାଦୀଙ୍କ ସହ ଲଢିବା ବେଳେ ଗୁଳିମାଡରେ ଟଳିପଡିଲା…

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ରାଜୌରି ଜିଲା ନର୍ଲା ଅଞ୍ଚଳରେ ଆତଙ୍କବାଦୀଙ୍କ ସହିତ ସଂଘର୍ଷରେ ସେନାର ଏକ କୁକୁର ସହିଦ ହୋଇଛି। ସହିଦ କୁକୁରର ନାମ ହେଉଛି କେଣ୍ଟ। ଏହାର ବୟସ ୬ବର୍ଷ ଓ ଲାବ୍ରାଡର ପ୍ରଜାତିର। କେଣ୍ଟ ୨୧ ସେନା ୟୁନିଟ୍‌ରେ କାର୍ଯ୍ୟରତ ଥିଲା। ମଙ୍ଗଳବାର ଗୁଳିବିନିମୟ…

ଆମେରିକାରେ ପୁଲିସ କାର୍ ଧକ୍କାରେ ଛାତ୍ରୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ଦାବି କଲା ଭାରତ…

ଆମେରିକାରେ ଛାତ୍ରୀ ମୃତ୍ୟୁ ଘଟଣାର ତଦନ୍ତ ଦାବି କଲା ଭାରତ। ସଡକ ଦୁର୍ଘଟଣାରେ ଛାତ୍ରୀଙ୍କ ମୃତ୍ୟୁ ନେଇ ଏବେ ଏକ ଭିଡିଓ ପ୍ରକାଶ ପାଇବା ପରେ ଏହି ଦାବି କରାଯାଇଛି। ଧକ୍କା ଦେଇଥିବା କାରରେ ଥିବା ପୁଲିସ କାହିଁକି ଦୁର୍ଘଟଣା ପରେ ହସି ହସି ଥଟ୍ଟା କରୁଥିଲେ, ତାକୁ ନେଇ…

ଅକ୍ଚୋବର ସୁଦ୍ଧା ଶେଷ ହେବ ଇଣ୍ଡିଆ ମେଣ୍ଟର ଆସନ ବୁଝାମଣା…

ନୂଆଦିଲ୍ଲୀ: ଆସନ୍ତା ରାଜ୍ୟ ବିଧାନସଭା ନିର୍ବାଚନ ଏବଂ ୨୦୨୪ ଲୋକସଭା ନିର୍ବାଚନ ପାଇଁ ଆସନ ବୁଝାମଣା ଉପରେ କୈଣସି ଚୂଡାନ୍ତ ନିଷ୍ପତ୍ତି ନିଆଯାଇନି। ବୁଧବାର ବିରୋଧୀ ଇଣ୍ଡିଆ ମେଣ୍ଟର ବୈଠକ ଏନସିପି ପ୍ରତିଷ୍ଠାତା ଶରଦ ପାଓ୍ବାରଙ୍କ ଦିଲ୍ଲୀ ବାସଭବନରେ ବସିଥିଲା। ହେଲେ…

କଶ୍ମୀର: ଆତଙ୍କବାଦୀଙ୍କ ଗୁଳିରେ ୨ ସେନାଧିକାରୀ, ଜଣେ ଡିଏସପି ସହିଦ…

ଶ୍ରୀନଗର : ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ସେନାର ଜଣେ କର୍ଣ୍ଣେଲ, ମେଜର ଓ ଡିଏସପି ସହିଦ ହୋଇଛନ୍ତି । ସହିଦ ସେନାଧିକାରୀ  ୧୯-ରାଷ୍ଟ୍ରୀୟ ରାଇଫଲ୍ସର କର୍ଣ୍ଣେଲ ମନପ୍ରୀତ ସିଂ, ମେଜର ଆଶୀଷ ଧନଚକ ବୋଲି ସେନା ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଜମ୍ମୁ ଓ…

ଜି୨୦ ଶିଖର ସମ୍ମିଳନୀରେ ଉତ୍ତମ ଡ୍ୟୁଟି କରିଥିବା ପୋଲିସ କର୍ମୀଙ୍କ ସହିତ ଡିନର କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ :ରାଜଧାନୀ ଦିଲ୍ଲୀରେ ଚାଲିଥିବା ଜି୨୦ ଶିଖର ସମ୍ମିଳନୀ ଶେଷ ହୋଇଛି । ଜି୨୦ ଶିଖର ସମ୍ମିଳନୀରେ ଦିଲ୍ଲୀରେ ଆଇନ ବ୍ୟବସ୍ଥା ଏବଂ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଦିଲ୍ଲୀ ପୋଲିସ କର୍ମୀ ଦିନରାତି ଅକ୍ଲାନ୍ତ ପରିଶ୍ରମ କରିଥିଲେ । ଏବେ ଏହି ପୋଲିସ କର୍ମୀଙ୍କ ସହିତ ପ୍ରଧାନମନ୍ତ୍ରୀ…

ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ସ୍ଥଳରୁ ଖନନ ବେଳେ ମିଳିଲା ପ୍ରାଚୀନ ମୂର୍ତ୍ତି ଓ ସ୍ତମ୍ଭ…

ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ପ୍ରାୟତଃ ଶେଷ ହେବାକୁ ବସିଛି । ମନ୍ଦିର ନିର୍ମାଣ ସ୍ଥଳରେ ଖନନ ବେଳେ ସେଠାରୁ ପ୍ରାଚୀନ ମନ୍ଦିରର କିଛି ଅବଶେଷ ମିଳିଛି, ଯେଉଁଥିରେ କେତେକ ପ୍ରାଚୀନ ମୂର୍ତ୍ତି ଏବଂ ସ୍ତମ୍ଭ ଦେଖିବାକୁ ମିଳିଛି । ମନ୍ଦିର ଟ୍ରଷ୍ଟର ମହାସଚିବ…

ପ୍ରେମିକର ଗଳା କାଟି ହତ୍ୟା କଲା ପ୍ରେମିକା

ପ୍ରେମିକକୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିଥିଲା ପ୍ରେମିକା । ପ୍ରେମିକର ଅନ୍ୟ ଆଡେ ବିବାହ ଠିକ୍‌ ହେବାରୁ ପ୍ରେମିକା ରଚିଥିଲା ହତ୍ୟାକାଣ୍ଡ । ପ୍ରେମିକକୁ ଗଳା କାଟି ହତ୍ୟା କରିବା ପରେ ଘର ଛାଡି ଚାଲିଯାଇଥିଲା ପ୍ରେମିକା । ଉତ୍ତରାଖଣ୍ଡ ମସୁରୀରେ ଘଟିଛି ଏଭଳି ଘଟଣା । ପୋଲିସ ଖବର…

ଏଆର୍‌ ରେହମାନ୍‌ଙ୍କ ସଙ୍ଗୀତ କାର୍ଯ୍ୟକ୍ରମ ବେଳେ ଟ୍ରାଫିକ୍‌ ଜାମ୍‌ରେ ଫସିଲା ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି…

ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍‌କେ ଷ୍ଟାଲିନ୍‌ଙ୍କ ଗାଡ଼ି ଟ୍ରାଫିକ୍‌ ଜାମ୍‌ରେ ଫସିବା ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ସୂଚନା ରହିଛି ଯେ ଏଠାରେ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଏଆର୍‌ ରେହମାନଙ୍କ ସଙ୍ଗୀତ କାର୍ଯ୍ୟକ୍ରମ ‘ମରକ୍କୁମା ନେନଜାମ୍‌’ ଚାଲିଥିଲା। ଏହି ସମୟରେ ଇଷ୍ଟ୍‍…

କୋଟା ହଷ୍ଟେଲ୍‌ରୁ ମିଳିଲା NEET କୋଚିଂ ଛାତ୍ରୀଙ୍କ ମୃତଦେହ

ରାଜସ୍ଥାନର କୋଟାରେ କୋଚିଂ ଷ୍ଟୁଡେଣ୍ଟ୍‌ଙ୍କ ଆତ୍ମହତ୍ୟା ମାମଲା ଥମିବାର ନାଁ ଧରୁନାହିଁ। ପୁଣି ଏବେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାରେ ନିଟ୍‌ କୋଚିଂ ନେଉଥିବା ଜଣେ ଛାତ୍ରୀଙ୍କ ମୃତଦେହ ସେ ରହୁଥିବା ଛାତ୍ରୀ ନିବାସରୁ ମିଳିଛି। ଛାତ୍ରୀ ଜଣକ ୫ ମାସ ତଳେ ନିଟ୍‌ ପ୍ରସ୍ତୁତି ପାଇଁ…