Browsing Category

ଦେଶ

କେରଳରେ ୨ ମୁଣ୍ଡ ନେଲାଣି ନିପା ଭାଇରସ୍…

କେରଳ : ଡରାଉଛି ନିପା ଭାଇରସ୍। କେରଳକୁ ଗଲେ ସ୍ୱାସ୍ଥ୍ୟ ବିଶେଷଜ୍ଞ ଟିମ୍। କୋଜିକୋଡରେ ନିପା ଭାଇରସରେ ଆକ୍ରାନ୍ତ ହୋଇ ଦୁଇ ଜଣଙ୍କ ମୃତ୍ୟୁ ହେବା ପରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସେଠାକୁ ଏକ ସ୍ୱାସ୍ଥ୍ୟ ବିଶେଷଜ୍ଞ ଟିମ୍ ପଠାଇଛନ୍ତି।  ଅଗଷ୍ଟ ୩୦ରେ ଜଣେ ବ୍ୟକ୍ତିଙ୍କର…

ମନ୍ଦିର ସିଢିରେ ଉଦୟନିଧି ଷ୍ଟାଲିନଙ୍କ ଫଟୋ, ପାଦରେ କୁଦି ମନ୍ଦିରକୁ ପ୍ରବେଶ କରୁଛନ୍ତି ଭକ୍ତ

ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନ ସନାତନ ଏବଂ ହିନ୍ଦୁ ଧର୍ମ ଉପରେ ଟିପ୍ପଣୀ ଦେବା ପାଇଁ ସମଗ୍ର ଭାରତରେ ହଙ୍ଗାମା ହୋଇଛି । ଏଭଳି ମନ୍ତବ୍ୟଙ୍କୁ ସମଗ୍ର ଭାରତରେ ବିରୋଧ କରାଯାଉଛି । ଦେଶରେ ଏହାକୁ ନେଇ ବିରୋଧ ପ୍ରଦର୍ଶନ ହେଉଛି । ମଧ୍ୟପ୍ରଦେଶ ଇନ୍ଦୋରରେ…

ଜି୨୦ ସମ୍ମିଳନୀ ସମୟରେ ହୋଟେଲ ତାଜ ପ୍ୟାଲେସରୁ ମିଳିଥିଲା ଚୀନ ପ୍ରତିନିଧିଙ୍କ ରହସ୍ୟମୟ ବ୍ୟାଗ…

ଦିଲ୍ଲୀରେ ଅନୁଷ୍ଠିତ ହୋଇଥିବା ଜି- ୨୦ ଶିଖର ସମ୍ମିଳନୀ ଶେଷ ହୋଇଛି । ଏହି ସମ୍ମିଳନୀ ଶେଷ ହେବା ପରେ ଜି-୨୦ କମିଟି ପକ୍ଷରୁ ଏକ ବଡ ଘଟଣା ସାମ୍ନାକୁ ଆସିଛି । ୨ ଦିନ ଧରି ଚାଲିଥିବା ଶିଖର ସମ୍ମିଳନୀରେ ଚୀନର ଅତିଥି ଦିଲ୍ଲୀର ହୋଟେଲ ତାଜ୍ ପ୍ୟାଲେସରେ ରହିଥିଲେ। ଆଉ ସେମାନଙ୍କ ପାଖରେ ଏକ…

ଆଜମ ଖାନଙ୍କ ୬ଟି ସ୍ଥାନରେ ଚଢଉ କରିଛି ଆୟକର ବିଭାଗ…

ଉତ୍ତରପ୍ରଦେଶ ସମାଜବାଦୀ ପାର୍ଟି ନେତା ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ ଖାନଙ୍କ ପାଇଁ ପୁଣି ବଢିଲା ସମସ୍ୟା । ରାମପୁର ଠାରୁ ଲକ୍ଷ୍ନୌ ପର୍ଯ୍ୟନ୍ତ ଅନେକ ସ୍ଥାନରେ ଆୟକର ବିଭାଗ ଚଢଉ କରିଛି । ଲକ୍ଷ୍ନୌ, ରାମପୁର, ମେରଠ, ଗାଜିଆବାଦ, ସହାରନପୁର, ସୀତାପୁରରେ ଚଢଉ ଜାରି ରହିଛି ।…

ଜମ୍ମୁ କଶ୍ମୀର ରଜୌରୀରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ…

ଜମ୍ମୁ କଶ୍ମୀର ରଜୌରୀରେ ଏନକାଉଣ୍ଟର । ରାଜୌରୀ ଜିଲ୍ଲା ନରହ୍ଲା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ଜଣେ ଆତଙ୍କବାଦୀ ନିହତ । ସେହିପରି ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଯବାନ ସହିଦ ହୋଇଛନ୍ତି । ଏଥିସହ ୩ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା ବେଳେ ୬ ବର୍ଷର ସେନା କୁକୁର ‘କେଣ୍ଟ’ର ଜୀବନ…

ଲାଲୁ ଯାଦବଙ୍କ ବିରୋଧରେ ମାମଲା ଚଳାଇବାକୁ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସିବିଆଇକୁ ଅନୁମତି

ନୂଆଦିଲ୍ଲୀ : ଚାକିରି ପାଇଁ ଜମି ଦୁର୍ନୀତି (ଲ୍ୟାଣ୍ଡ୍‌ ଫର୍‌ ଜବ୍‌ ସ୍କାମ୍‌) ମାମଲାରେ ଲାଲୁ ଯାଦବଙ୍କ ବିରୋଧରେ କେସ୍‌ ଚଳାଇବାକୁ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସିବିଆଇକୁ ଅନୁମତି ମିଳିଛି। ସିବିଆଇ ରାଉସ୍ ଆଭେନ୍ୟୁ କୋର୍ଟଙ୍କୁ ଏହି ସୂଚନା ଦେଇଛି। ତେବେ ଏହି ମାମଲାରେ ଅଭିଯୁକ୍ତ ତିନି…

ମଣିପୁରରେ ଥମୁନି ହିଂସା! କୁକି ସମ୍ପ୍ରଦାୟର ୩ ଜଣଙ୍କୁ ଗୁଳି କରି ହତ୍ୟା…

ମଣିପୁରରେ ହିଂସା ଥମିବାର ନାଁ ଧରୁନାହିଁ। କାଙ୍ଗପୋପକି ଜିଲ୍ଲାରେ ମଙ୍ଗଳବାର ସକାଳେ ନିଷିଦ୍ଧ ଉଗ୍ରବାଦୀ ଗୋଷ୍ଠୀ କୁକି ଜନଜାତିର ୩ ଲୋକଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ସୂଚନା ମୁତାବକ, ଆକ୍ରମଣକାରୀମାନେ ଏକ ଗାଡ଼ିରେ ଆସିଥିଲେ। ସେମାନେ ଇମ୍ଫାଲ ପଶ୍ଚିମ ଏବଂ ଜିଲ୍ଲାର…

ଆଉ ଚାଲିବନି କି ଡିଜେଲ୍‌ ଗାଡ଼ି! ୧୦% GST ବୃଦ୍ଧି ପାଇଁ ପ୍ରସ୍ତାବ ଦେଲେ ନୀତିନ ଗଡକରୀ

ଦେଶରେ ଡିଜେଲ୍‌ ଗାଡ଼ି ଉପରେ ଲଗାମ୍‌ ଲାଗିବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହା କହିଛନ୍ତି। ବାୟୁ ପ୍ରଦୂଷଣକୁ କମ୍‌ କରିବା ଲକ୍ଷ୍ୟରେ ଦେଶରେ ଗଡ଼ୁଥିବା ଡିଜେଲ୍‌ ଗାଡ଼ିଗୁଡ଼ିକ ଉପରେ ପ୍ରତିବନ୍ଧକ ଲଗାଇବାକୁ ଗଡକରୀ ଦାବି କରିଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରସ୍ତାବ…

ନୂଆ ସଂସଦ ଭବନରେ ବଦଳିବ କର୍ମଚାରୀ ଏବଂ ମାର୍ଶଲଙ୍କ ୟୁନିଫର୍ମ

୧୯ ତାରିଖ ଗଣେଶ ପୂଜା ଅବସରରେ ନୂଆ ସଂସଦ ଭବନରେ ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବ । ନୂଆ ସଂସଦ ଭବନରେ ପ୍ରବେଶ ସହିତ କର୍ମଚାରୀ ଏବଂ ସୁରକ୍ଷା କର୍ମୀଙ୍କ ପୋଷାକ ମଧ୍ୟ ପରିବର୍ତ୍ତନ ହେବ । ଏହାଛଡା ଦୁଇ ସଦନର ମାର୍ଶଲଙ୍କ ୟୁନିଫର୍ମ ମଧ୍ୟ ବଦଳିଯିବ । ଗଣେଶ ଚତୁର୍ଥ ଅବସରରେ ବିଧିବିଧନ ସହିତ…

ଅପେକ୍ଷା କରନ୍ତୁ, ଆପେ ଆପେ ଭାରତରେ ମିଶିଯିବ ପାକ୍‌ ଅଧିକୃତ କଶ୍ମୀର: କେନ୍ଦ୍ରମନ୍ତ୍ରୀ…

ପାକିସ୍ତାନ ଅଧିକୃତ କଶ୍ମୀର, ଯାହାକୁ ନେଇ ଦୀର୍ଘଦିନ ଧରି ଭାରତ-ପାକିସ୍ତାନ ମଧ୍ୟରେ ବିବାଦ ଲାଗି ରହିଛି, ଏହି ଅଞ୍ଚଳକୁ ନେଇ ବଡ଼ ବୟାନ୍ ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ତଥା ପୂର୍ବତନ ଆର୍ମି ଚିଫ୍ ଜେନେରାଲ୍ ଭିକେ ସିଂହ। ଖୁବ୍ ଶୀଘ୍ର ଏହା ଆପେ ଆପେ ଭାରତରେ ମିଶିଯିବ ବୋଲି ସେ…