Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଅକ୍ଷୟ କୁମାର ଜନ୍ମଦିନରେ ମହାକାଳଙ୍କ ଦର୍ଶନ କରି ଭସ୍ମ ଆଳତୀରେ ହେଲେ ସାମିଲ…
ମୁମ୍ବାଇ : ବଲିଉଡରେ ଖିଲାଡି କହିଲେ ତାଙ୍କୁ ସମସ୍ତେ ଜାଣନ୍ତି । ହଁ ଆଜ୍ଞା ଆମେ କହୁଛୁ ଅକ୍ଷୟ କୁମାରଙ୍କ କଥା । ଆଜି ସେ ତାଙ୍କ ୫୬ତମ ଜନ୍ମଦିନ ପାଳନ କରୁଛନ୍ତି । ଏ ନେଇ ଆଜି ସକାଳୁ ସେ ମହାକାଳ ମନ୍ଦିରରେ ପହଞ୍ଚି ପ୍ରଭୂଙ୍କୁ ଦର୍ଶନ କରିଛନ୍ତି ।…
ରାଷ୍ଟ୍ରପତିଙ୍କ ରାତ୍ରିଭୋଜନକୁ ବିରୋଧୀ ନେତାଙ୍କୁ ଡକାନଯିବା ନେଇ ଅସନ୍ତୋଷ ପ୍ରକାଶ କଲା କଂଗ୍ରେସ
ନୂଆଦିଲ୍ଲୀ: ଆଜି ରାତିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତ ମଣ୍ଡପମରେ ଜି-20 ଅତିଥିଙ୍କୁ ରାତ୍ରିଭୋଜନ ଦେବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ହେଲେ ଏହି ନୈଶ୍ୟଭୋଜିକୁ ଆମନ୍ତ୍ରିତ ହୋଇନାହାନ୍ତି ରାଜ୍ୟସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ…
ମୋଦୀ-ବାଇଡେନ୍ ବୈଠକ ପରେ ଦୁଇ ଦେଶ ଜାରି କଲେ ମିଳିତ ବିବୃତ୍ତି…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଜୋଶେଫ ଆର. ବାଇଡେନଙ୍କ ମଧ୍ୟରେ ମଙ୍ଗଳବାର ନୂଆଦିଲ୍ଲୀରେ ଦ୍ୱିପାକ୍ଷିକ ସମ୍ପର୍କ ଓ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ଏହାପରେ ଦୁଇ ଦେଶ ମିଳିତ ବିବୃତ୍ତି ଜାରି କରିଛନ୍ତି।
ଜୁନ୍ 2023ରେ…
ମୋଦିଙ୍କ ଘୋଷଣା, ଆଫ୍ରିକୀୟ ୟୁନିଅନ ହେଲା ଜି-୨୦ର ସଦସ୍ୟ
ଜି-୨୦ ଶିଖର ସମ୍ମିଳନି ଆଜିଠାରୁ ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ନେତାଙ୍କୁ ସ୍ୱାଗତ କରିଛନ୍ତି । ମୋଦି ପ୍ରଥମେ ମରକ୍କୋ ଭୂମିକମ୍ପ ବିଷୟରେ କହି ଦୁଃଖ ପ୍ରକାଶ କରିଛନ୍ତି । ଏହାପରେ ଆଫ୍ରିକୀୟ ୟୁନିଅନକୁ ଅଫିସିଆଲ ଭାବେ ଜି୨୦…
ରୁପା ପ୍ଲେଟରେ ଖାଇବେ ଭିଭିଆଇପି ଅତିଥି; ଡାଲ୍ ବାଟି ଚୁରମା ସାଙ୍ଗକୁ ପରସାଯିବ ପନିୟାରମ୍…
ନୂଆଦିଲ୍ଲୀ : ଭାରତରେ ଆତିଥ୍ୟତା ପ୍ରଦାନର ଏକ ପ୍ରମୁଖ ଅଙ୍ଗ ହେଉଛି ଖାଦ୍ୟ। ଆଉ ଏବେ ଜି- ୨୦ ସମ୍ମିଳନୀ ପାଇଁ ଯେତେବେଳେ ବିଶ୍ୱସ୍ତରୀୟ ଅତିଥି ଭାରତରେ ପହଞ୍ଚିଛନ୍ତି, ସେମାନଙ୍କ ପାଇଁ ସ୍ୱତନ୍ତ୍ର ଖାଦ୍ୟପେୟର ବ୍ୟବସ୍ଥା ହେବା ସୁନିଶ୍ଚିତ । ବିଦେଶୀ ଅତିଥିଙ୍କୁ ରୁପା ଥାଳିରେ ପରସାଯିବ…
କଡ଼ା ସୁରକ୍ଷା ବଳୟରେ ଦିଲ୍ଲୀ; ପ୍ରଗତି ମଇଦାନଠୁ ପ୍ରଧାନମନ୍ତ୍ରୀ ନିବାସ ନୋ ଫ୍ଲାଇଙ୍ଗ ଜୋନ୍…
ଆଜିଠୁ ଆରମ୍ଭ ହେଉଛି ଜି-୨୦ ସମ୍ମିଳନୀ । ଏଥିନିମନ୍ତେ ବିଶ୍ୱସ୍ତରୀୟ ନେତାଙ୍କ ଭିଡ଼ ଜମିଛି ରାଜଧାନୀ ଦିଲ୍ଲୀରେ। ସେଥିପାଇଁ ରାଜଧାନୀ ଦିଲ୍ଲୀ ଏବେ କଡ଼ା ସୁରକ୍ଷା ବଳୟ ଭିତରେ ରହିଛି। ଦିଲ୍ଲୀରେ ପ୍ରଗତି ମଇଦାନଠୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନିବାସ ଅଞ୍ଚଳକୁ…
ବାଇଡେନଙ୍କ ଟ୍ୱିଟ – ହ୍ୟାଲୋ ଦିଲ୍ଲୀ, ଭାରତ ଆସି ଭଲ ଲାଗୁଛି…
ଭାରତରେ ପହଞ୍ଚିବା ପରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ‘ହ୍ୟାଲୋ ଦିଲ୍ଲୀ’ ବୋଲି ପୋଷ୍ଟ କରିଛନ୍ତି। ଏଥିସହ ଜି-୨୦ ସମ୍ମିଳନୀ ଲାଗି ଭାରତ ଆସି ଖୁବ୍ ଭଲ ଲାଗୁଥିବା ଉଲ୍ଲେଖ କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ…
ଜି-୨୦ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଦିଲ୍ଲୀର ପାଲମ୍ ବିମାନବନ୍ଦରରେ ପହଞ୍ଚିଛନ୍ତି। କିଛି ସମୟ ପରେ ପିଏମ୍ ଆବାସରେ ରାଷ୍ଟ୍ରପତି ବାଇଡେନ୍...
Source
ବିଜେପି-ଜେଡିଏସ୍ ମଧ୍ୟରେ ବୁଝାମଣା, ୪ ଆସନ ଦେବାକୁ ଅମିତ ଶାହଙ୍କ ସହମତି…
ବେଙ୍ଗାଲୁରୁ: କର୍ଣ୍ଣାଟକରେ ବିଜେପି ଏବଂ ଜେଡିଏସ ମଧ୍ୟରେ ଏକ ବୁଝାମଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଆସନ୍ତା ଲୋକସଭା ନିର୍ବାଚନ ପାଇଁ ଜେଡିଏସକୁ ୪ଟି ଆସନ ଦେବାକୁ ବିଜେପି ରାଜି ହୋଇଥିବା ଦଳର ନେତା ତଥା କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍…
ଲୋକେ ମାଂସ ଖାଉଛନ୍ତି ବୋଲି ହିମାଚଳରେ ଆସୁଛି ପ୍ରଳୟ, ଆଇଆଇଟି ନିର୍ଦ୍ଦେଶକଙ୍କ ବିବାଦୀୟ ବୟାନ…
ନୂଆଦିଲ୍ଲୀ : ଲୋକେ ମାଂସ ଖାଉଛନ୍ତି ସେଥିପାଇଁ ହିମାଚଳରେ ବାରମ୍ବାର ଆସୁଛି ପ୍ରଳୟ । ଆଇଆଇଟି ମଣ୍ଡୀର ନିର୍ଦ୍ଦେଶକ ଲକ୍ଷ୍ମୀଧର ବେହେରାଙ୍କ ଏକ ବୟାନକୁ ନେଇ ଏବେ ଚର୍ଚ୍ଚା। ପ୍ରକୃତରେ ତାଙ୍କର ଏକ ଭିଡିଓ ଖୁବ୍ ଭାଇରାଲ ହେଉଛି। ଯେଉଁ ଭିଡିଓରେ ସେ କହିଛନ୍ତି…