Browsing Category

ଦେଶ

ଦେଶରେ ଦୁର୍ନୀତି, ଜାତିବାଦ ଏବଂ ସାମ୍ପ୍ରଦାୟିକତାର ସ୍ଥାନ ରହିବନି: ପ୍ରଧାନମନ୍ତ୍ରୀ

ସ୍ୱାଧୀନତାର 100 ବର୍ଷ ବେଳକୁ ଭାରତ ବିକଶିତ ରାଷ୍ଟ୍ରରେ ପରିଣତ ହେବ। ଆଉ ସେତବଳକୁ ଦୁର୍ନୀତି, ଜାତିବାଦ ଏବଂ ସାମ୍ପ୍ରଦାୟିକତା ପାଇଁ କୌଣସି ସ୍ଥାନ ରହିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଆଜି ଏକ ନ୍ୟୁଜ୍ ଏଜେନ୍ସିକୁ ସାକ୍ଷାତକାର…

ଇସ୍ରୋ ସୂର୍ଯ୍ୟ ମିଶନ ଆଦିତ୍ୟ-ଏଲୱାନ, ପ୍ରଥମ ଅର୍ବିଟ୍ ରେଜିଂ ସଫଳ…

ସୂର୍ଯ୍ୟ ଅଭିମୁଖେ ଆଗେଇ ଚାଲିଛି ଆଦିତ୍ୟ-ଏଲୱାନ୍। ଗତକାଲି ଉତକ୍ଷେପଣେ ପରେ କକ୍ଷପଥରେ ଅବସ୍ଥାପିତ ହୋଇଥିଲା। ଆଜି ଦିନ ୧୧ଟା ୪୦ରେ ପ୍ରଥମ ଅର୍ବିଟ୍ ରେଜିଂ ହୋଇଥିବା ସୂଚନା ଦେଇଛି ଇସ୍ରୋ। ବର୍ତ୍ତମାନ ଦ୍ୱିତୀୟ ତଥା ନୂଆ ଅର୍ବିଟରେ ପ୍ରବେଶ କରି ପୃଥିବୀ ଚାରି…

ହିନ୍ଦୁ ଧର୍ମ ଉପରେ ମୁଖ୍ୟମନ୍ତ୍ରୀ ପୁଅଙ୍କ ବିବାଦୀୟ ବୟାନ

ସନାତନ ଧର୍ମ ଉପରେ ଉଦୟାନିଧି ଷ୍ଟାଲିନ ଦେଇଥିବା ବୟାନକୁ ନେଇ ତୀବ୍ର ହେଉଛି ରାଜନୀତି। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ପୁଅ ତଥା କ୍ରୀଡା ବିକାଶ ମନ୍ତ୍ରୀ ଉଦୟାନିଧି ଗତକାଲି ଏକ ସଭାରେ ହିନ୍ଦୁ ଧର୍ମ ଡେଙ୍ଗୁ-ମ୍ୟାଲେରିଆ ଭଳି ଏହାର ବିଲୋପ…

‘ପ୍ରଜ୍ଞାନ ୧୦୦ ନଟ୍‌ ଆଉଟ୍‌’: ଚନ୍ଦ୍ରଯାନ-୩ ରୋଭରର ଚନ୍ଦ୍ରରେ ନିଆରା ସଫଳତା

ନୂଆଦିଲ୍ଲୀ: ଆଦିତ୍ୟ-ଏଲ୍‌-୧ ମହାକାଶଯାନ ସୂର୍ଯ୍ୟର ଅଧ୍ୟୟନ ପାଇଁ ଯାତ୍ରା ଆରମ୍ଭ କରିଥିବା ବେଳେ ଚନ୍ଦ୍ରଯାନ-୩ ରୋଭର ପ୍ରଜ୍ଞାନ ଚନ୍ଦ୍ରରେ ଆଉ ଏକ ଐତିହାସିକ ମାଇଲ ଖୁଣ୍ଟ ହାସଲ କରିଛି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଘୋଷଣା କରିଛି ଯେ ରୋଭର ଚନ୍ଦ୍ର ପୃଷ୍ଠରେ ୧୦୦…

ରାଜସ୍ଥାନରେ ଆଦିବାସୀ ଗର୍ଭବତୀ ପତ୍ନୀଙ୍କୁ ଉଲଗ୍ନ କରି ବୁଲାଇଲେ ଶାଶୁଘର ଲୋକେ

ମଣିପୁର ଲଜ୍ୟା ଘଟଣା ମନରୁ ଲିଭି ନଥିବା ବେଳେ ରାଜସ୍ଥାନରେ ପୁଣି ଦେଖାଦେଇଛି ଏମିତି ଏକ ଲଜ୍ୟାଜନକ ଘଟଣା । ଜଣେ ଆଦିବାସୀ ଗର୍ଭବତୀ ମହିଳାଙ୍କୁ ଗାଁ ଦାଣ୍ଡରେ ଉଲଗ୍ନ କରି ବୁଲାଇଛନ୍ତି ଶାଶୁଘର ଲୋକେ । ରାଜସ୍ଥାନର ପ୍ରତାପଗଡ ଜିଲ୍ଲାରେ ଏଭଳି ଘଟଣା ଦେଖିବାକୁ ମିଳିଛି । ଏହି ଘଟଣାରେ…

ଗୋଟିଏ ଦେଶ, ଗୋଟିଏ ନିର୍ବାଚନ: ୮ ଜଣିଆ କମିଟିରେ ଅମିତ ଶାହ ଓ ଅଧୀର ଚୌଧୁରୀ

ୱାନ୍ ନେସନ, ୱାନ ଇଲେକ୍ସନ’ ବା ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ପ୍ରସ୍ତାବ ଉପରେ ବିଚାର କରିବାକୁ ୮ ଜଣିଆ କମିଟି ଗଠନ କରିଛନ୍ତି କେନ୍ଦ୍ର ସରକାର। ଏହାପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଏହି କମିଟିର ମୁଖ୍ୟ ଭାବେ ନିଯୁକ୍ତି ଦିଆଯାଇଥିଲା। ଏବେ କମିଟିର ସଦସ୍ୟ ଭାବେ…

ପତ୍ନୀଙ୍କୁ ଗୁଳି କରିବା ପରେ ହୃଦଘାତରେ ଆଖି ବୁଜିଲେ ସ୍ୱାମୀ

ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ମହାରାଷ୍ଟ୍ର ରାଜଧାନୀ ମୁମ୍ବାଇରେ । ଜଣେ ବ୍ୟକ୍ତି ଗୁଳି କରି ନିଜ ପତ୍ନୀଙ୍କୁ ହତ୍ୟା କରିବା ପରେ ଘଟଣାସ୍ଥଳରେ ସେ ବି ଟଳି ପଡ଼ିଥିବା ଜଣାଯାଇଛି। ବ୍ୟକ୍ତିଜଣଙ୍କର ହୃଦଘାତରେ ଜୀବନ ଯାଇଥିବା ଜଣାଯାଇଛି। ମାୟାନଗରୀ ମୁମ୍ବାଇରେ…

ଆଦିତ୍ୟ ମିଶନର ସଫଳ ଉତକ୍ଷେପଣ…

ଆଦିତ୍ୟ ମିଶନର ସଫଳ ଉତକ୍ଷେପଣ। ଏହି ସଫଳତା ସହ ସୂର୍ଯ୍ୟଙ୍କ ଉପରେ ଅନୁଧ୍ୟାନ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଇସ୍ରୋ। ଶ୍ରୀହରିକୋଟା ସତୀଶ ଧାବନ ଲଞ୍ଚ୍ ପ୍ଯାଡରୁ ସଫଳତା ପୂର୍ବକ ଉତକ୍ଷେପଣ ହୋଇଛି ଆଦିତ୍ୟ-ଏଲୱାନ୍। ରକେଟ ପିଏସଏଲଭି-ସି57 ମାଧ୍ୟମରେ ମହାକାଶକୁ ଯାଇଛି ଏହି…

ଜେଟ୍‌ ଏୟାରୱେଜ୍ ପ୍ରତିଷ୍ଠାତା ନରେଶ ଗୋୟଲ ଗିରଫ

ବନ୍ଧା ହେଲେ ଜେଟ୍‌ ଏୟାରୱେଜ୍ ପ୍ରତିଷ୍ଠାତା ନରେଶ ଗୋୟଲ । କାନାରା ବ୍ୟାଙ୍କରୁ ୫୩୮ କୋଟି ଟଙ୍କାର ଋଣ ଠକେଇ ମାମଲାରେ ବନ୍ଧା ହେଲେ ଏହି କୋଟିପତି ଶିଳ୍ପପତି। ମୁମ୍ବାଇ କାର୍ଯ୍ୟାଳୟରେ ଦୀର୍ଘ ସମୟ ପଚରାଉଚରା ପରେ ନରେଶ ଗୋୟଲଙ୍କୁ ପ୍ରିଭେନସନ୍ ଅଫ୍ ମନି ଲଣ୍ଡରିଂ ଆକ୍ଟ ଅନୁସାରେ…

ଭାରତ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି, ସେପ୍ଟେମ୍ୱର 8ରେ ପ୍ରଧାନମନ୍ତ୍ରୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା

ଆସନ୍ତା ସପ୍ତାହରେ ଭାରତ ଆସିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍। ଜି-20 ଶିଖର ସମ୍ମିଳନୀରେ ଭାଗ ନେବାକୁ ଭାରତ ଗସ୍ତରେ ଆସୁଥିବା ସୂଚନା। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମଧ୍ୟ ଦ୍ୱିପାକ୍ଷିକ ଆଲୋଚନା କରିବେ। ଏନେଇ ହ୍ୱାଇଟ୍ ହାଉସ୍ ଆଜି ସୂଚନା…