Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ମଧ୍ୟପ୍ରାଚ୍ୟ ପାଇଁ ୧୭ ବିମାନ ଚଳାଚଳ କରିବ ଇଣ୍ଡିଗୋ
ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟ ରାଷ୍ଟ୍ରରେ ଯୁଦ୍ଧ ଚାଲିଥିବା ବେଳେ ଅଧିକାଂଶ ବିମାନ ବାତିଲ ହେଉଛି । ଏହାରି ଭିତରେ ଇଣ୍ଡିଗୋ ଏୟାରଲାଇନ୍ସ ଆଜିଠାରୁ ମଧ୍ୟପ୍ରାଚ୍ୟ ରାଷ୍ଟ୍ରର ୮ଟି ଅଲଗା ଅଲଗା ସହରକୁ ୧୭ ଉଡ଼ାଣ ସଂଚାଳନ କରିବ । ଏୟାରଲାଇନ ମୋଟ୍ ୩୨ ସେକ୍ଟରରେ ନିଜ ସେବା ପ୍ରଦାନ କରିବ ।!-->…
ସୋସିଆଲ ମିଡିଆ ବ୍ୟବହାର କରିପାରିବେନି ୧୬ ବର୍ଷରୁ କମ୍ ବୟସର ପିଲା
କର୍ଣ୍ଣାଟକ : କର୍ଣ୍ଣାଟକରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍। ପିଲାଙ୍କ ପାଇଁ ଫେସବୁକ୍, ଇନଷ୍ଟାଗ୍ରାମ ବନ୍ଦ । ଭାରତର ପ୍ରଥମ ରାଜ୍ୟଭାବେ କର୍ଣ୍ଣାଟକ ଏହି ନିୟମ ଲାଗୁ କରିଛି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ରାଜ୍ୟ ବଜେଟରେ ଏହି ବଡ଼ ଘୋଷଣା!-->…
ୟୁଏଇରେ ଡ୍ରୋନ ଆଟାକ: ଅତି ଜରୁରୀ ନହେଲେ ବାହାରକୁ ନଯିବାକୁ ପରାମର୍ଶ
ନୂଆଦିଲ୍ଲୀ : ୟୁଏଇରେ ଡ୍ରୋନ ଆଟାକ । ଦୁବାଇରେ ଏମରଜେନ୍ସି ଆଲର୍ଟ । ୟୁଏଇରେ ଡ୍ରୋନ ଷ୍ଟ୍ରାଇକ ପରେ ଦୁବାଇ ବାସିନ୍ଦାଙ୍କ ମୋବାଇଲକୁ ଏକ ଜରୁରୀକାଳୀନ ସତର୍କତା ବାର୍ତ୍ତା ପଠାଯାଇଛି । ଡ୍ରୋନ ଆକ୍ରମଣର ଆଶଙ୍କା ଥିବାରୁ ସମସ୍ତଙ୍କୁ ଘର ଭିତରେ ରହିବାକୁ ପରାମର୍ଶ ଦିଆଯାଇଛି । ନିଜକୁ!-->…
UPSC ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ, ଅନୁଜ ଅଗ୍ନିହୋତ୍ରୀ ପ୍ରଥମ
ନୂଆଦିଲ୍ଲୀ : UPSC ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ । ଚଳିତଥର ଅନୁଜ ଅଗ୍ନିହୋତ୍ରୀ ଟପ୍ପର ହୋଇଛନ୍ତି । ଦ୍ବିତୀୟରେ ରାଜେଶ୍ବରୀ ସୁଭେ ଏମ, ୩ୟରେ ଅକାଂଶ ଧୂଲ, ଚତୁର୍ଥରେ ରାଘବ ଝୁନଝୁନଓ୍ବାଲା, ପଞ୍ଚମରେ ଇଶାନ ଭଟ୍ଟନାଗର, ଷଷ୍ଠରେ ଜିନିଆ ଅରୋରା, ସପ୍ତମରେ ରାଜାହ ମହାଇଦ୍ଦିନ,!-->…
ବାୟୁସେନାର ସୁଖୋଇ-୩୦ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ ମୃତ
ନୂଆଦିଲ୍ଲୀ: ବାୟୁସେନାର ସୁଖୋଇ-୩୦ ବିମାନ କ୍ରାସ୍ । ଆସାମରେ ବାୟୁସେନାର ସୁଖୋଇ ଯୁଦ୍ଧବିମାନ ଦୁର୍ଘଟଣାଗ୍ରସ୍ତ । ସୁଖୋଇ (Su-30MKI) ଯୁଦ୍ଧବିମାନ କାଲି ସନ୍ଧ୍ୟାରେ ଆସାମରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନଟି ଯୋରହାଟ ଏୟାରବେସରୁ ଏକ ପ୍ରଶିକ୍ଷଣ ଉଡ଼ାଣ ପାଇଁ ବାହାରିଥିଲା ।!-->…
ରୁଷିଆରୁ ତେଲ କିଣିବ ଭାରତ, ଅନୁମତି ଦେଲା ଆମେରିକା
ନୂଆଦିଲ୍ଲୀ: ରୁଷିଆରୁ ତେଲ କିଣିପାରିବ ଭାରତ । ଭାରତକୁ ରୁଷିଆରୁ ତେଲ କିଣିବା ପାଇଁ ଆମେରିକାର ଅନୁମତି । ତେବେ କେବଳ ୩୦ ଦିନର ଅସ୍ଥାୟୀ ଅନୁମତି ମିଳିଛି । ଆମେରିକାର ଅର୍ଥମନ୍ତ୍ରୀ ସ୍କଟ୍ ବେସେଣ୍ଟ ଏକ ଟ୍ୱିଟ୍ କରି କହିଛନ୍ତି, ବିଶ୍ୱ ବଜାରରେ ତେଲର ଯୋଗାଣ!-->…
ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE
ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଗୁରୁବାର ଦିନ ମଧ୍ୟପ୍ରାଚ୍ୟ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ନିର୍ଦ୍ଧାରିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କରିଛି। ଖୁବଶୀଘ୍ର CBSE ଏହି ପ୍ରାର୍ଥୀମାନଙ୍କ ପାଇଁ ଫଳାଫଳ ଘୋଷଣା କରିବାର ପଦ୍ଧତି!-->…
ଇସ୍ତଫା ଦେଲେ ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ହଠାତ୍ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ତାଙ୍କର ଏହି ପଦକ୍ଷେପକୁ ଏକ ପ୍ରମୁଖ ରାଜନୈତିକ ଘଟଣା ବୋଲି ବିବେଚନା କରାଯାଉଛି। ସିଭି ଆନନ୍ଦ ବୋଷ ୧୭ ନଭେମ୍ବର ୨୦୨୨ରେ ବଙ୍ଗଳାର ରାଜ୍ୟପାଳ ଭାବରେ ଦାୟିତ୍ୱ!-->…
ଖାମେନେଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଭାରତ ସରକାର, ଇରାନୀ ଦୂତାବାସ ପହଞ୍ଚିଲେ ବିଦେଶ ସଚିବ
ନୂଆଦିଲ୍ଲୀ : ଇରାନର ଦିବଙ୍ଗତ ସର୍ବୋଚ୍ଚ ନେତା ଆୟତୁଲ୍ଲା ଅଲୀ ଖାମେନେଇଙ୍କୁ ଭାରତ ସରକାର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ବୈଦେଶିକ ସଚିବ ବିକ୍ରମ ମିସ୍ରି ନୂଆଦିଲ୍ଲୀ ସ୍ଥିତ ଇରାନୀ ଦୂତାବାସରେ ପହଞ୍ଚି ଶୋକ ପୁସ୍ତିକା ଉପରେ ଦସ୍ତଖତ କରିଛନ୍ତି । ଇରାନର ପୂର୍ବତନ!-->…
ଆମେରିକୀୟ ତେଲ ଟ୍ୟାଙ୍କର ଜାହାଜକୁ ଉଡ଼ାଇଲା ଇରାନ
ନୂଆଦିଲ୍ଲୀ : ଭାରତ ମହାସାଗରରେ ଇରାନ ଯୁଦ୍ଧ ଜାହାଜକୁ ଆମେରିକା ଆକ୍ରମଣ କରି ବୁଡ଼ାଇ ଦେବାର କିଛି ଘଣ୍ଟା ପରେ ପ୍ରତିଶୋଧ ନେଇଛି ଇରାନ । ଯେଶାକୁ ତେଶା ନୀତିରେ ଆମେରିକାର ଜାହାଜକୁ ଆଟାକ କରିଛି ଇରାନ ଇସ୍ଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପ୍ସ (IRGC) । ଉତ୍ତର ପର୍ଶିଆନ ଗଲ୍ଫରେ!-->…