Browsing Category

ଦେଶ

୨୦୨୪ ପାଇଁ କୋଣାର୍କରେ ବିଜେପିର ମାନସମନ୍ଥନ…

ଭୁବନେଶ୍ୱର : ୨୦୨୪ ସାଧାରଣ ନିର୍ବାଚନରେ ବିଜେପିର ପଞ୍ଚାୟତସ୍ତରୀୟ ନେତାଙ୍କର କ’ଣ ଭୂମିକା ରହିବ? ସେଥିପାଇଁ କୋଣାର୍କରେ ହେଲା ମନସ ମନ୍ଥନ। ଦୁଇ ଦିନିଆ କର୍ମଶାଳାରେ ଗୁରୁମନ୍ତ୍ରୀ ଦେଲେ ୪ କେନ୍ଦ୍ରମନ୍ତ୍ରୀ ଓ ବିଜେପି ରାଜ୍ୟ ସଭାପତି। କୋଣାର୍କ ଯାତ୍ରୀ ନିବାସଠାରେ ହୋଇଛି ଦୁଇ…

ତାମିଲନାଡୁ ମନ୍ତ୍ରୀଙ୍କ ଭାଇକୁ ବାନ୍ଧିଲା ଇଡି, ପୂର୍ବରୁ ଗିରଫ ହୋଇଥିଲେ ମନ୍ତ୍ରୀ

ଚେନ୍ନାଇ : ତାମିଲନାଡୁ ମନ୍ତ୍ରୀଙ୍କ ଭାଇଙ୍କୁ ବାନ୍ଧିଲା ଇଡି। ଅର୍ଥ ହେରଫେର୍ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ତାମିଲନାଡୁ ମନ୍ତ୍ରୀ ସେନ୍ଥିଲ ବାଲାଜିଙ୍କ ଭାଇ ଅଶୋକଙ୍କୁ ଗିରଫ କରିଛି। ବହୁ ବାର ସମନ୍ ସତ୍ତ୍ୱେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ନହେବା ପରେ ତାଙ୍କୁ ଗିରଫଦାରୀ…

ଜନ୍ମମାଟିରେ ଆସନ୍ତାକାଲି ସକାଳେ ପହଞ୍ଚିବ ସହିଦଙ୍କ ମରଶରୀର; ଗାଁ ମଶାଣିରେ ହେବ ଶେଷକୃତ୍ୟ

ବରଗଡ଼: ଜନ୍ମମାଟିରେ ପହଞ୍ଚିବ ବୀର ଯବାନଙ୍କ ମୃତଦେହ । ଗାଁ ମାଟିରେ ହେବ ଶେଷକୃତ୍ୟ । ଯେଉଁ ମାଟି ମା’ର କୋଳରେ ଖେଳିିଥିଲେ, ବଢିଥିଲେ ତାରି କୋଳରେ ସବୁଦିନ ପାଇଁ ନିଶ୍ଚିହ୍ନ ହୋଇଯିବେ । ସୋମବାର ବରଗଡ  ଜିଲ୍ଲା ଭେଡେନ ବ୍ଳକ ଅନ୍ତର୍ଗତ ବାଘପାଲି ଗ୍ରାମରେ ପହଞ୍ଚିବ ସହିଦ ଯବାନ…

ହିଂସା ପରେ ବି ପୁଣି ନୁହରେ ବ୍ରିଜମଣ୍ଡଳ ଯାତ୍ରା କରିବାକୁ ଘୋଷଣା କଲା ହିନ୍ଦୁ ମହାପଞ୍ଚାୟତ

ନୂଆଦିଲ୍ଲୀ: ପୁଣି ଥରେ ହରିୟାଣାର ନୁହରେ ହେବ ବ୍ରିଜମଣ୍ଡଳ ଯାତ୍ରା। ପଲୱଲରେ ଅନୁଷ୍ଠିତ ହିନ୍ଦୁ ମହାପଞ୍ଚାୟତରେ ଏହି ନିଷ୍ପତ୍ତି ନିଆଯାଇଛି। ମହାପଞ୍ଚାୟତରେ କୁହାଯାଇଛି ଯେ ବ୍ରିଜମଣ୍ଡଳ ଯାତ୍ରା ଚଳିତ ମାସ…

କିସରେ ବିଶ୍ୱ ନୃତତ୍ତ୍ୱ କଂଗ୍ରେସ ଉଦ୍‍ଯାପିତ: ଜନଜାତିମାନେ ନିଜ ଉପରେ ଗବେଷଣା କରନ୍ତୁ: ଅର୍ଜୁନ ମୁଣ୍ଡା

ଭୁବନେଶ୍ୱର : କିସ୍‍ ବିଶ୍ୱବିଦ୍ୟାଳୟରେ ୯ତାରିଖରୁ ଚାଲିଥିବା ବିଶ୍ୱ ନୃତତ୍ତ୍ୱ କଂଗ୍ରେସ ଆଜି ଉଦ୍‍ଯାପିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଯୋଗଦେଇ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେବା କ୍ଷେତ୍ରରେ ସମ୍ରାଟ…

୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା, ୧୫ ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି…

ଭୁବନେଶ୍ୱର: ରାଜ୍ୟରେ ଏବେ ନିଷ୍କ୍ରିୟ ରହିଛି ମୌସୁମୀ । ତେବେ ଉତ୍ତର ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ସମୁଦ୍ରରୁ ୫.୮ କିଲୋମିଟର ଉପରେ ରହିଛି ଏହାର ଅବସ୍ଥିତ । ପ୍ରଭାବରେ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଆଗାମୀ…

ଚଳିତ ସପ୍ତାହରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ

ଭୁବନେଶ୍ୱର : କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତା ସପ୍ତାହରେ ଓଡ଼ିଶା ଗସ୍ତରେ ଆସିବେ । ଅଗଷ୍ଟ ୧୭ ତାରିଖ କେନ୍ଦ୍ରମନ୍ତ୍ରୀ ନିର୍ମଳା ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ଭୁବନେଶ୍ୱରରେ ଆୟୋଜିତ ନାସନାଲ ଚାଟାର୍ଡ ଆକାଉଣ୍ଟସ କନଫରେନ୍ସକୁ…

ଏଣିକି ଟ୍ରାଫିକ ପୁଲିସଙ୍କୁ ମିଳିବ ଏସି ହେଲମେଟ – I Odisha

ଅହମଦାବାଦ: ଆପଣ ଅନେକ ସମୟରେ ଦେଖିଥିବେ ଯେ ପ୍ରବଳ ଖରା ସତ୍ତ୍ୱେ ଟୋପିଟିଏ ପିନ୍ଧି ଟ୍ରାଫିକ ଛକମାନଙ୍କରେ ଟ୍ରାଫିକ ପୁଲିସମାନେ ଡ୍ୟୁଟି କରିଥାନ୍ତି | ପ୍ରବଳ ଗରମ ସତ୍ତ୍ୱେ ଟ୍ରାଫିକ ପୁଲିସମାନେ ବହୁ କଷ୍ଟରେ…

ସ୍ୱାଧୀନତା ଦିବସ ଉତ୍ସବ ପାଇଁ ପ୍ରଦର୍ଶନୀ ପଡ଼ିଆରେ ହୋଇଛି ଫୁଲ୍ ଡ୍ରେସ୍ ରିହର୍ସଲ

ଭୁବନେଶ୍ଵର : ଆଉ ଗୋଟିଏ ଦିନ ପରେ ଦେଶ ପାଳିବ ସ୍ୱାଧୀନତା ଦିବସ । ଭୁବନେଶ୍ୱରର ପ୍ରଦର୍ଶନୀ ପଡିଆରେ ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହେବ । ଏଥିପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ପୋଲିସ ଡିଜି ସୁନିଲ୍ ବଂଶଲଙ୍କ ତତ୍ତ୍ଵାବଧାନରେ ଚାଲିଛି…

ଓଡ଼ିଶାର ଭୁଞ୍ଜିଆ ଆଦିବାସୀ ଦମ୍ପତିଙ୍କୁ ଦିଲ୍ଲୀ ନିମନ୍ତ୍ରଣ କଲେ ପ୍ରଧାନମନ୍ତ୍ରୀ…

ନୂଆପଡା: ପ୍ରତିବର୍ଷ ଓଡିଶାରୁ ନିର୍ଦ୍ଦିଷ୍ଟ ଆଦିମ ଜନଜାତି ସଂପ୍ରଦାୟର ବ୍ୟକ୍ତି ବିଶେଷଙ୍କୁ ରାଜ ଅତିଥି ଭାବେ ନିମନ୍ତ୍ରଣ କାରାଯାଇଥାଏ । ତେବେ ଚଳିତ ବର୍ଷ ସ୍ଵାଧିନତା ଦିବସ ପାଳନ ଅବସରରେ ଦିଲ୍ଲୀ ରାଜପଥରେ ଆୟୋଜିତ ହେବାକୁ ଥିବା ସ୍ଵାଧିନତା ଦିବସରେ ଓଡିଶାରୁ ଆଦିମ ଜନଜାତି…