Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ବିରୋଧୀଙ୍କ ବୈଠକ ପୂର୍ବରୁ କଂଗ୍ରେସର ବଡ଼ ନିଷ୍ପତ୍ତି, ଆପ୍କୁ କରିବ ସମର୍ଥନ
ନୂଆଦିଲ୍ଲୀ : ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା କଂଗ୍ରେସ। ଦିଲ୍ଲୀରେ ପ୍ରଶାସନିକ ଅଧିକାରୀଙ୍କ ପୋଷ୍ଟିଂ ଓ ବଦଳି ନେଇ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶ ବିରୋଧରେ ଆପ୍ ଯେଉଁ ଲଢ଼େଇ କରୁଛି, ତାକୁ ସମର୍ଥନ କରିବ କଂଗ୍ରେସ।ସୋମବାର (ଆସନ୍ତାକାଲି) ବିରୋଧୀ ଦଳଗୁଡ଼ିକ ବେଙ୍ଗାଲୁରୁରେ!-->…
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୫ କାଉଡ଼ିଆ ମୃତ, ୫ ଗୁରୁତର
ଲକ୍ଷ୍ନୌ : ଉତ୍ତର ପ୍ରଦେଶର ମେରଠ ଜିଲ୍ଲାର ରାଲି ଚୌହାନ ଗାଁରେ ଶନିବାର ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୫ ଜଣ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି। ଆଉ ୫ ଜଣ କାଉଡ଼ିଆ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି କାଉଡ଼ିଆମାନେ ଜଳଲାଗି ପାଇଁ!-->…
ୟୁପିଆଇ ମାଧ୍ୟମରେ ଦୁବାଇ ପଠାଇ ହେବ ଟଙ୍କା
ଆବୁଧାବି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୟୁଏଇ ଗସ୍ତ କାଳରେ ଭାରତର ରିଜର୍ଭ ବ୍ୟାଙ୍କ ଓ ୟୁଏଇର କେନ୍ଦ୍ରୀୟ ବ୍ୟାଙ୍କ ମଧ୍ୟରେ ଦୁଇଟି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି । ଗୋଟିଏ ବୁଝାମଣାପତ୍ର ଫଳରେ ଦୁଇ ଦେଶ ପରସ୍ପର ସହ ନିଜସ୍ବ ମୁଦ୍ରାରେ ବାଣିଜ୍ୟ କାରବାର କରିବେ । ଏହା ଫଳରେ!-->…
ନୌସେନାରେ ସାମିଲ ହେବେ ୨୬ ରାଫେଲ, ଗୁରୁତ୍ୱପୂର୍ଣ୍ଣ ଡିଲକୁ ମଞ୍ଜୁରୀ
ନୂଆଦିଲ୍ଲୀ: ଭାରତୀୟ ନୌସେନାକୁ ନୂଆ ଜ୍ଞାନକୌଶଳରେ ନିର୍ମିତ ଲଢୁଆ ବିମାନ ରାଫେଲ କିଣିବାକୁ ହୋଇଥିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଯାଇଛି । ଏହି ଆଧାରରେ ନୌସେନାକୁ ୨୬ଟି ରାଫେଲ ମିଳିବ । ଡସାଲ୍ଟ ଏଭିଏସନର ଅଧ୍ୟକ୍ଷ ଓ ସିଇଓ ଏରିକ୍ ଟ୍ରେପିୟର କହିଛନ୍ତି ଯେ, ତାଙ୍କ ସଂସ୍ଥା ରାଫେଲ ସହ!-->…
ଦିଲ୍ଲୀ ବନ୍ୟା ପ୍ରାକୃତିକ ନୁହେଁ, ବିଜେପି ପ୍ରାୟୋଜିତ ବିପର୍ଯ୍ୟୟ: ଆପ୍
ଯମୁନା ନଦୀର ଉଛୁଳା ଜଳରେ ଉବୁଟୁବୁ ଜାତୀୟ ରାଜଧାନୀ ଦିଲ୍ଲୀ । ସେଥିପାଇଁ କିଛିଦିନ ହେବ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଯମୁନା ନଦୀର ଜଳସ୍ତର ରେକର୍ଡ 208.66 ମିଟର ଛୁଇଁବା ପରେ ଜଳ ସ୍ତର ଧୀରେ ଧୀରେ ହ୍ରାସ ପାଉଛି। ହେଲେ ବନ୍ୟାକୁ ନେଇ ଆରମ୍ଭ ହୋଇଯାଇଛି ରାଜନୀତି!-->…
ଟମାଟୋ ସଂସାର ଉଜାଡ଼ି ଥିଲା ପୁଣି ସଜାଡ଼ି ଦେଲା !
ସ୍ୱାମୀ ନପଚାରି ତରକାରିରେ ଦୁଇଟି ଟମାଟୋ ପକାଇ ଦେବାରୁ ଘର ଛାଡ଼ି ଚାଲି ଯାଇଥିଲେ ସ୍ତ୍ରୀ। କିଛିଦିନ ତଳେ ଏହି ଖବରକୁ ନେଇ ବେଶ୍ ଚର୍ଚ୍ଚା ହୋଇଥିଲା। ଟମାଟୋ ପାଇଁ ଯେଉଁ ସଂସାର ଭାଙ୍ଗି ଯାଇଥିଲା ଆଜି ସେହି ଟମାଟୋ ପୁଣି ଥରେ ସଂସାର ଯୋଡ଼ି ଦେଇଛି। ଅଧା କିଲୋ ଟମାଟୋ ଦେଇ ପତ୍ନୀକୁ ମନାଇ!-->…
କୋଟିପତି କଲା ଟମାଟୋ, ଗୋଟିଏ ମାସରେ ଦେଢ଼ କୋଟି ଆୟ
ସାରା ଦେଶରେ ଟମାଟୋର ଚଢ଼ା ଦର ରହିଛି। କି ଗରିବ କି ଧନୀ, ଯେ କେହିବି ଟମାଟୋ ଦର ଶୁଣି ଛାନିଆ ହୋଇ ଯାଉଛନ୍ତି। କିନ୍ତୁ ଜଣେ ସାଧାରଣ ଚାଷୀଙ୍କୁ କୋଟିପତି ବନାଇଦେଇଛି ଏହି ଟମାଟୋ। ମହାରାଷ୍ଟ୍ରର ପୁନେ ଜିଲ୍ଲାର ତୁକାରାମ ଭାଗୋଜି ଗାଏକର୍ ଏବଂ ତାଙ୍କ ପରିବାର ଗୋଟିଏ ମାସରେ ଦେଢ଼ କୋଟି!-->…
ଶରଦ ପାୱାରଙ୍କ ଘରେ ଅଜିତ
ଜୁଲାଇ ୨ ତାରିଖରେ ଏନ୍ସିପି ପ୍ରତିଷ୍ଠାତା ଦାଦା ଶରଦ ପାୱାରଙ୍କ ବିରୋଧରେ ବିଦ୍ରୋହ ଘୋଷଣା କରି ଆଠ ଜଣ ଦଳୀୟ ବିଧାୟକଙ୍କ ସହ ମିଶି ମହାରାଷ୍ଟ୍ର ସରକାରରେ ସାମିଲ ହୋଇଥିଲେ ଅଜିତ ପାୱାର। ଆଉ ଏହି ଘଟଣାର ୧୨ ଦିନ ପରେ ଗତକାଲି ପ୍ରଥମ ଥର ପାଇଁ ଦାଦା ଶରଦ ପାୱାରଙ୍କ ଘରକୁ ଯାଇଥିଲେ ଅଜିତ। ସେ!-->…
ବେକେ ପାଣିରେ ମହିଳା ଖବରଦାତାଙ୍କ ଖବର ସଂଗ୍ରହ
ବନ୍ୟା, ବାତ୍ୟା, ମରୁଡି ଭଳି ଅନେକ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଲୋକଙ୍କୁ ଟିକନିଖ୍ ଖବର ଯୋଗାଇଥାନ୍ତି ଖବରଦାତା। ଏହି ଖବରଦାତାଙ୍କ ପାଇଁ ଘରେ ବସି ଲୋକମାନେ ସଠିକ୍ ସୂଚନା ପାଇପାରନ୍ତି। ସେଥିପାଇଁ ଅନେକ ସମୟରେ ସେମାଙ୍କୁ ପ୍ରଶଂସା କରାଯାଏ। ବର୍ତ୍ତମାନର ଦିଲ୍ଲୀ ବନ୍ୟା ସମୟରେ ଏପରି!-->…
ମୋଦି ସରନେମ୍ ମାମଲା: ହାଇକୋର୍ଟଙ୍କ ରାୟ ବିରୋଧରେ ସୁପ୍ରିମ କୋର୍ଟକୁ ଗଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ: ମୋଦି ସରନେମ ମାମଲାରେ ସୁପ୍ରିମକୋର୍ଟ ଗଲେ ରାହୁଲ ଗାନ୍ଧୀ । ହାଇକୋର୍ଟରୁ ଝଟକା ପାଇବା ପରେ ରାହୁଲ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ମୋଦି ସରନେମକୁ ନେଇ ତଳ କୋର୍ଟ ଦଣ୍ଡାଦେଶକୁ ହାଇକୋର୍ଟରେ ଚାଲେଞ୍ଜ କରିଛନ୍ତି ରାହୁଲ । ଦଣ୍ଡାଦେଶ ଏବଂ ଦୋଷୀ ସାବ୍ୟସ୍ତ କରାଯିବା!-->…