Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଲୋକସଭା ଆସନରୁ ନିର୍ବାଚନ ଲଢି ପାରନ୍ତି ଅଭିଷେକ ବଚ୍ଚନ
ନୂଆଦିଲ୍ଲୀ: ଆଗାମୀ ୨୦୨୪ ଲୋକସଭା ନିର୍ବାଚନରେ ନିର୍ବାଚନ ଲଢି ପାରନ୍ତି ବଲିଉଡ ଅଭିନେତା ଅଭିଷେକ ବଚ୍ଚନ । ସମାଜବାଦୀ ପାର୍ଟି ପକ୍ଷରୁ ସେ ଏହି ନର୍ବାଚନ ଲଢିବେ ବୋଲି ଚର୍ଚ୍ଚା ଜୋର ଧରିଛି । ଅଭିଷେକ ଆହ୍ଲାବାଦ ସଂସଦୀୟ କ୍ଷେତ୍ରରୁ ନିର୍ବାଚନ ଲଢି ପାରନ୍ତି ବୋଲି!-->…
ଆସାମ ମୁଖ୍ୟମନ୍ତ୍ରୀଙ୍କ ଉପରେ ଫିଡିକିଲେ ଓୱେସି
ନୂଆଦିଲ୍ଲୀ: ଖାଲି ରାଜଧାନୀ ଭୁବନେଶ୍ୱର ବା ଓଡ଼ିଶା ନୁହେଁ । ସାରା ଦେଶରେ ପରିବା ଦର ହୁ ହୁ ହୋଇ ବଢି ଚାଲିଛି । ତେବେ ପରିବା ଦର ବୃଦ୍ଧିକୁ ନେଇ ରାଜନୈତିକ ବୟାନବାଜି ବି ଜୋର ଧରିଛି । ପରିବା ଦର ବୃଦ୍ଧିକୁ ନେଇ ମୁହାଁମୁହିଁ ହୋଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ଏବଂ AIMIM ମୁଖ୍ୟ ଅସଉଦ୍ଦିନ!-->…
ଫ୍ରାନ୍ସ ରାଷ୍ଟ୍ରପତି ଓ ତାଙ୍କ ପତ୍ନୀଙ୍କୁ ଭବ୍ୟ ଉପହାର ଦେଲେ ପ୍ରଧାନମନ୍ତ୍ରୀ
ପ୍ୟାରିସ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଜନୈତିକ ଯାତ୍ରାରେ ସାଂସ୍କୃତିକ ସ୍ପର୍ଶ । ଆମେରିକା ହେଉ ବା ଫ୍ରାନ୍ସ ସବୁଠି ଭାରତୀୟ ସଂସ୍କୃତିର ଛାପ ଛାଡି ଆସିଛନ୍ତି । ଏବେ ଫ୍ରାନ୍ସ ରାଷ୍ଟ୍ରପତି ଇମେନୁଏଲ ମେକ୍ରାନ,ପତ୍ନୀ ବ୍ରିିଗିଟ ମେକ୍ରାନ, ପ୍ରଧାନମନ୍ତ୍ରୀ ଏଲିଜାବେଥ ବୋର୍ନ,!-->…
ସୁଧୁରିନି ଦିଲ୍ଲୀର ବନ୍ୟାସ୍ଥିତି; ବନ୍ୟାଜଳରେ ଭାସିଯାଇ ୩ ନାବାଳକ ମୃତ
ନୂଆଦିଲ୍ଲୀ: ଯମୁନାର ଯନ୍ତ୍ରଣାରେ ଜାତୀୟ ରାଜଧାନୀ ଦିଲ୍ଲୀ ଉବୁଟୁବୁ । ବନ୍ୟା ପରିସ୍ଥିତି ଦିନକୁ ଦିନ ଜଟିଳ ହେଉଛି ରାଜଧାନୀ ଦିଲ୍ଲୀରେ । ଯମୁନା ଜଳସ୍ତର ହ୍ରାସ ପାଇଥିଲେ ହେଁ ଦିଲ୍ଲୀ ମହାନଗରୀର ସ୍ଥିତି ବଦଳିନି । ଆଜି ସକାଳ ୮ଟା ସୁଦ୍ଧା ଯମୁନାରେ ବନ୍ୟା ଜଳ ୨୦୮.୪୮ ମିଟରରେ ବହୁଥିଲା ।!-->…
ସିବିଏସଇ ୧୦ମ, ୧୨ଶ ବୋର୍ଡ ପରୀକ୍ଷା ତାରିଖ ଘୋଷଣା
ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କରିଛି । ସିବିଏସଇର ସୂଚନା ଅନୁସାରେ ହାଇସ୍କୁଲ (ଦଶମ) ଏବଂ ଇଣ୍ଟରମିଡିଏଟ୍ (ଦ୍ୱାଦଶ ଶ୍ରେଣୀ) ବୋର୍ଡ ପରୀକ୍ଷା ଫେବୃଆରୀ ୧୫ରୁ ଏପ୍ରିଲ!-->…
ଫ୍ରାନ୍ସ୍ରୁ ଅମିତ ଶାହଙ୍କୁ ଫୋନ୍ କରି ଦିଲ୍ଲୀ ବନ୍ୟା ପରିସ୍ଥିତି କଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଗୁରୁବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫ୍ରାନ୍ସ୍ରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଫୋନ୍ କରି ଦିଲ୍ଲୀର ବିଭିନ୍ନ ପ୍ରାନ୍ତରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତ ବିଷୟରେ ବୁଝାବୁଝି କରିଥିବା କଥା ଗୃହ ମନ୍ତ୍ରାଳୟ ‘ଟୁଇଟ୍’ରୁ!-->…
ପ୍ୟାରିସରେ ଫ୍ରାନ୍ସ ଓ ଭାରତର ଅତୁଟ ସଂପର୍କ ବିଷୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି
ପ୍ୟାରିସ୍: ଗସ୍ତର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫ୍ରାନ୍ସ୍ ସର୍ବୋଚ୍ଚ ବେସାମରିକ ତଥା ସାମରିକ ସମ୍ମାନ ‘ଗ୍ରାଣ୍ଡ୍ କ୍ରସ୍ ଅଫ୍ ଦି ଲିଜନ୍ ଅଫ୍ ଅନର୍’ରେ ବିଭୂଷିତ କରାଯାଇଛି।ଗୁରୁବାର ରାତିରେ ‘ଏଲିଜି ପ୍ରାସାଦ’ରେ ଘରୋଇ ଭାବେ ଆୟୋଜନ କରିଥିବା ନୈଶ୍ୟ!-->…
ଭବିଷ୍ୟତରେ ସିନ୍ଦେଙ୍କୁ ହଟାଇ ମୁଖ୍ୟମନ୍ତ୍ରୀ ହେବେ ଅଜିତ୍ : ସଂଜୟ ରାଉତ
ମୁମ୍ବାଇ : ମହାରାଷ୍ଟ୍ର କ୍ୟାବିନେଟରେ ନୂଆ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ ପରେ ବିରୋଧୀ ଦଳ ନେତାଙ୍କ ବୟାନ ଆସିବା ଆରମ୍ଭ ହୋଇଛି । ଶିବସେନା ସାଂସଦ ସଞ୍ଜୟ ରାଉତ ଏକ ବଡ ଦାବି କରିଛନ୍ତି । ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ବଦଳାଯିବ ଏବଂ ଉପମୁଖ୍ୟମନ୍ତ୍ରୀ ଅଜିତ!-->…
ପୂର୍ବତନ ବିଧାୟକ ଆଜମ ଖାନଙ୍କୁ ଝଟକା; ହଟିଲା Y କାଟାଗୋରି ସୁରକ୍ଷା
ନୂଆଦିଲ୍ଲୀ : ପୂର୍ବତନ ବିଧାୟକ ଆଜମ ଖାନଙ୍କ Y କାଟାଗୋରି ସୁରକ୍ଷା ହଟାଇଦେଲେ ଉତ୍ତରପ୍ରଦେଶ ସରକାର। ଏଥିସହ ଆଜମ ଖାନଙ୍କ ସୁରକ୍ଷାରେ ନିୟୋଜିତ ଥିବା ସୁରକ୍ଷା କର୍ମୀଙ୍କୁ ପୁଲିସ୍ ମୁଖ୍ୟାଳୟକୁ ଫେରାଇ ନିଆଯାଇଛି।ରାମପୁରର ହିଂସା ତଥା ଘୃଣା ଭାବନାକୁ ଉସୁକାଇବା ପରି ଭାଷଣ ଦେବା ଅଭିଯୋଗରେ!-->…
ଜାମିନ ପାଇଁ ସୁପ୍ରିମକୋର୍ଟ ଗଲେ ମନିଷ ସିସୋଦିଆ; ସିବିଆଇ, ଇଡିଙ୍କୁ ନୋଟିସ୍
ନୂଆଦିଲ୍ଲୀ : ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ମନିଷ ସିସୋଦିଆ ଜାମିନ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ମାମଲାର ଶୁଣାଣି କରି ଇଡି ଓ ସିବିଆଇଙ୍କୁ ନିଜ ପକ୍ଷ ରଖିବାକୁ ନୋଟିସ ଜାରି କରିଛନ୍ତି ସୁପ୍ରିମକୋର୍ଟ ।ଜଷ୍ଟିସ ସଞ୍ଜୀବ ଖନ୍ନା,!-->…