Browsing Category

ଦେଶ

ବଲିଭିଆରେ ନୂଆ ନୋଟ ନେଇ ଯାଉଥିବା ବିମାନ ଦୁର୍ଘଟଣାଗ୍ରସ୍ତ: ୧୫ ମୃତ, ୩୦ ଆହତ

ବଲିଭିଆ : ବଲିଭିଆରେ ବଡ଼ ପ୍ଲେନ କ୍ରାସ । ୧୫ ମୃତ, ୩୦ ଆହତ । ବଲିଭିଆ ବାୟୁସେନାର ବିମାନଟି ରାଜଧାନୀ ଲାପାଜ ନିକଟ ଏଲ ଅଲଟୋଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନରେ ନୂଆ ବ୍ୟାଙ୍କ ନୋଟ ନିଆଯାଉଥିଲା । ସାମରିକ ବିମାନଟି ସାନ୍ତା କ୍ରୁଜରୁ ଉଡ଼ାଣ ଭରିଥିଲା । ଲ୍ୟାଣ୍ଡିଂ

ପଶ୍ଚିମବଙ୍ଗ ଏସ୍‌ଆଇଆର୍‌ରେ ନ୍ୟାୟିକ ଅଧିକାରୀଙ୍କ ପାଇଁ ତାଲିମ ମଡ୍ୟୁଲ୍

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ରାଜ୍ୟ ସରକାର ଓ ନିର୍ବାଚନ ଆୟୋଗଙ୍କ ମଧ୍ୟରେ ବିବାଦ ଥମିବାର ନାଁ ନେଉ ନାହିଁ। ନ୍ୟାୟିକ ଅଧିକାରୀଙ୍କ ତାଲିମ ମଡ୍ୟୁଲ୍ ଉପରେ ଆପତ୍ତି ଗ୍ରହଣ କରିବାକୁ ପଶ୍ଚିମବଙ୍ଗ ସରକାରଙ୍କ ଆବେଦନକୁ ସୁପ୍ରିମକୋର୍ଟ

ଚାରି ଦିନିଆ ସିଂଗାପୁର ଓ ଜାପନ ଗସ୍ତ ସାରି ଫେରିଲେ ଯୋଗୀ ଆଦିତ୍ୟନାଥଙ୍କ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଚାରିଦିନିଆ ସିଂଗାପୁର ଓ ଜାପନ ଗସ୍ତ ସାରି ଆଜି ସକାଳ ୪ଟାରେ ରାଜଧାନୀ ଲକ୍ଷ୍ନୌ ବିମାନବନ୍ଦରରେ ପହଞ୍ଚିବା ପରେ ନିଜ ବାସଭବନକୁ ଫେରିଛନ୍ତି। ଏହି ଗସ୍ତ ରାଜ୍ୟର ବିକାଶ ପାଇଁ ଉଦ୍ଦିଷ୍ଟ ଥିଲା। ରାଜ୍ୟ ନିବେଶ ବୃଦ୍ଧି, ଉନ୍ନତ

ଫୋନରେ ସିମ୍ ନଥିଲେ ଚାଲିବନି ହ୍ବାଟ୍ସଆପ୍

ନୂଆଦିଲ୍ଲୀ : ଏଣିକି ଫୋନରେ ସିମ୍ ନଥିଲେ ଚାଲିବନି ହ୍ବାଟ୍ସଆପ୍ । କମ୍ପ୍ୟୁଟରରେ ୬ ଘଣ୍ଟାରେ ଥରେ ହୋଇଯିବ ଲଗଆଉଟ୍ । ଆସନ୍ତା ମାର୍ଚ୍ଚ ପହିଲାରୁ ଲାଗୁ ହେବ ନୂଆ ନିୟମ‘ସିମ୍ ବାଇଣ୍ଡିଂ’ ନିୟମ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି । ସିମ୍ କାର୍ଡ ନଥିଲେ ହ୍ୱାଟସଆପ୍, ଟେଲିଗ୍ରାମ୍

ମଦ ଦୁର୍ନୀତି ମାମଲା: ଦୋଷମୁକ୍ତ ହେଲେ କେଜରିୱାଲ ଓ ସିସୋଦିଆ  

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଦୋଷ ମୁକ୍ତ ହେଲେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରିବନ୍ଦ କେଜରିୱାର ଓ ପୂର୍ବତନ ଉପମୁଖ୍ୟ ମନ୍ତ୍ରୀ ମନୀଷ ସିସୋଦିଆ । ଦୋଷ ମୁକ୍ତ କଲେ ଦିଲ୍ଲୀ ରାଉଜ ଏଭିନ୍ୟୁ କୋର୍ଟ । ସିବିଆଇ ପ୍ରମାଣ ଦେଇ ଦେଇ ପାରିଲା ନାହିଁ । ପ୍ରମାଣ ନ

ଆଫଗାନିସ୍ତାନ ସେନା ଗୁଳିରେ ଖସିଲା ପାକିସ୍ତାନୀ F-16 ଯୁଦ୍ଧ ବିମାନ

ନୂଆଦିଲ୍ଲୀ: ପାକିସ୍ତାନକୁ ଶକ୍ତ ଧକ୍କା । ଆଫଗାନିସ୍ତାନ ସେନା ଗୁଳିରେ ଖସିଲା ପାକିସ୍ତାନୀ F-16 ଯୁଦ୍ଧ ବିମାନ । ଆଫଗାନିସ୍ତାନର ଏୟାରସ୍ପେଶ ଉଲ୍ଲଂଘନ କରି ଏଣ୍ଟ୍ରି କରିଥିବା ପାକିସ୍ତାନ ବାୟୁସେନାର ଏକ F-16 ଯୁଦ୍ଧ ବିମାନକୁ ଆଫଗାନିସ୍ତାନ ସେନା ଗୁଳି କରି ଖସାଇ ଦେଇଛି । ପାକିସ୍ତାନ

‘ପ୍ରଚଣ୍ଡ’ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜସ୍ଥାନର ଜୈସଲମେରଠାରେ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ହାଲୁକା ଯୁଦ୍ଧ ହେଲିକପ୍ଟର ‘ପ୍ରଚଣ୍ଡ’ରେ ଏକ ସଫଳ ଉଡ଼ାଣ କରିଛନ୍ତି। ଏହି ଐତିହାସିକ ଉଡ଼ାଣ ସହ ସେ ଦେଶର ପ୍ରଥମ ରାଷ୍ଟ୍ରପତି ଭାବେ ‘ପ୍ରଚଣ୍ଡ’ ହେଲିକପ୍ଟରରେ ଉଡ଼ିବାର

ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୫୫ ମୃତ

ନୂଆଦିଲ୍ଲୀ: ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍ । କାବୁଲ ଓ କାନ୍ଦାହାରରେ ବୋମାମାଡ଼ । ଭୟଙ୍କର ରୂପ ନେଇଛି ଆଫଗାନିସ୍ତାନ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସୀମା ବିବାଦ । ଆଜି ସକାଳୁ ପାକିସ୍ତାନ ବାୟୁସେନା ଆଫଗାନିସ୍ତାନର ରାଜଧାନୀ କାବୁଲ ଏବଂ କାନ୍ଦାହାର

କୋଲକାତାରେ ଭୂକମ୍ପ ଝଟକା

କୋଲକାତା : ଆଜି ପଶ୍ଚିମବଙ୍ଗର କୋଲକାତାରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୫.୪ ଥିବା ସୂଚନା ମିଳିଛି । କୋଲାକାତା ସମେତ ଅନ୍ୟାନ୍ୟ ଆଖପାଖ ଅଞ୍ଚଳରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଏହି ଭୂକମ୍ପ ଦ୍ବିପହର ୧ଟା ୨୦ ମିନିଟ୍ ସମୟରେ ଅନୁଭୂତ ହୋଇଥିବା ଜଣାପଡିଛି ।

DGCAର ନୂଆ ନିୟମ, ଟିକେଟ୍ କ୍ୟାନସଲ୍ କଲେ ମିଳିବ ପୂରା ରିଫଣ୍ଡ

ନୂଆଦିଲ୍ଲୀ : ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ଟିକେଟ୍ କ୍ୟାନ୍ସଲ୍ କଲେ ମିଳିବ ପୂରା ଟଙ୍କା । DGCA ଜାରି କଲା ନୂଆ ନିୟମ । ୪୮ ଘଣ୍ଟା ମଧ୍ୟରେ ଫ୍ରି କ୍ୟାନ୍ସଲ୍ । ୭ ଦିନରେ ମିଳିବ ରିଫଣ୍ଡ୍ । ଟିକେଟ୍ ବାତିଲ୍ ପାଇଁ ଆଉ ଦେବାକୁ ପଡ଼ିବନି ଅଧିକ ଚାର୍ଜ । ଭାରତୀୟ ବିମାନ