Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ହେଲିକପ୍ଟର ଜରୁରୀକାଳୀନ ଅବତରଣ କରିବାରୁ ମମତାଙ୍କ ପିଠି ଓ ଆଣ୍ଠୁରେ ଲାଗିଲା ଆଘାତ
କୋଲକାତା: ଆଜି କିଛି ସମୟ ପୂର୍ବରୁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନେଇ ଯାଉଥିବା ହେଲିକପ୍ଟରର ଜରୁରୀକାଳୀନ ଅବତରଣ କରାଯାଇଥିଲା। ଜଲପାଇଗୁଡିର କ୍ରିଣ୍ଟିଠାରେ ଆୟୋଜିତ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବାଗଡୋଗ୍ରା ଯାଉଥିଲେ।!-->…
ଅମରନାଥ ଯାତ୍ରା ପୂର୍ବରୁ କଶ୍ମୀରରେ ସେନାର ସ୍ବତନ୍ତ୍ର ଅଭିଯାନ, ୧୫ ଦିନରେ ମଲେଣି ୧୧ ବିଦେଶୀ ଆତଙ୍କବାଦୀ
ନୂଆଦିଲ୍ଲୀ : କଶ୍ମୀର ଘାଟିରେ ଏବେ ଅନୁପ୍ରବେଶ ବଢିଚାଲିଥିବାବେଳେ ସେମାନଙ୍କ ନିପାତ ପାଇଁ ସୁରକ୍ଷା ବାହିନୀ ଅଣ୍ଟା ଭିଡ଼ିଛି । ଏଥିପାଇଁ ସ୍ବତନ୍ତ୍ର ଅପରେସନ ଚଳାଯାଉଛି । ଏହାର ଫଳସ୍ବରୂପ ଗତ ୧୫ ଦିନ ମଧ୍ୟରେ ଜମ୍ମୁ-କଶ୍ମୀରର କୁପଓ୍ଵାରା ସେକ୍ଟରରେ ବିପୁଳ ପରିମାଣର ନିଶାଦ୍ରବ୍ୟ,!-->…
ମୋଦିଙ୍କୁ ପ୍ରଶ୍ନ ପଚାରି ସାମ୍ବାଦିକ ହଟହଟା, ନିନ୍ଦା କଲା ହ୍ୱାଇଟ ହାଉସ୍
ନୂଆଦିଲ୍ଲୀ : ମୋଦିଙ୍କୁ ପ୍ରଶ୍ନ ପଚାରି ହଇରାଣ ହେଉଛନ୍ତି ସାମ୍ବାଦିକ । ତାଙ୍କୁ ଅନଲାଇନ୍ରେ ଭାରତରୁ ମାନସିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ଆଣି ଏହାକୁ ନିନ୍ଦା କରିଛି ହ୍ୱାଇଟ୍ ହାଉସ୍। ଏପରିକି ସାମ୍ବାଦିକଙ୍କ ପ୍ରତି ଏପରି ନିର୍ଯାତନା ଦିଆଯିବା ଆଦୌ ଗ୍ରହଣୀୟ ନୁହେଁ ବୋଲି ମଧ୍ୟ!-->…
ଗୋ-ମାଂସ ନେଉଥିବା ସନ୍ଦେହରେ ମୁସଲିମ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା
ମୁମ୍ବାଇ : ପୁଣିଥରେ ମାତିଛନ୍ତି ତଥାକଥିତ ଗୋ-ସୁରକ୍ଷା ବାହିନୀର ଗୁଣ୍ଡା। ଜଣେ ମୁସଲିମଙ୍କୁ ଏହି ବାହିନୀର ସଦସ୍ୟମାନେ ବିଚ୍ ରାସ୍ତାରେ ଅତ୍ୟନ୍ତ ଭୟଙ୍କର ଢଙ୍ଗରେ ପିଟିପିଟି ହତ୍ୟା କରିଛନ୍ତି।ମୁସଲିମ ବ୍ୟକ୍ତି ଜଣଙ୍କ ଗୋ-ମାଂସ ଚୋରା ଚାଲାଣ କରୁଥିବା ସନ୍ଦେହ କରି ଗୋ-ସୁରକ୍ଷା ବାହିନୀର!-->…
କଂଗ୍ରେସ-ଆପ କଳି ତେଜିଲା: କେଜ୍ରିୱାଲଙ୍କୁ ଟାର୍ଗେଟ କଲେ ମାକେନ
ନୂଆଦିଲ୍ଲୀ : ୨୦୨୪ ସାଧାରଣ ନିର୍ବାଚନରେ ବିଜେପି ବିରୋଧରେ ଏକାଠି ହେବାକୁ ବିରୋଧୀ କରୁଥିବା ଯୋଜନାରେ ଭଟା ସୃଷ୍ଟି ହେବାରେ ଲାଗିଛି। ଦିଲ୍ଲୀ ଅଧ୍ୟାଦେଶ ପ୍ରସଙ୍ଗରେ ଆପ୍ ଓ କଂଗ୍ରେସ ମଧ୍ୟରେ ସୃଷ୍ଟି ହୋଇ ବିବାଦ ଦିନକୁ ଦିନ ତୀବ୍ର ହେଉଛି।ଦୁଇ ଦଳ ପରସ୍ପରକୁ ଆକ୍ଷେପ କରୁଥିବା ବେଳେ ଏବେ!-->…
ଦିଗପହଣ୍ଡି ବସ୍ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ବ୍ରହ୍ମପୁର : ଗଞ୍ଜାମ ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜର ଟୁଇଟରରେ ନିଜର ଶୋକବାର୍ତ୍ତରେ ଲେଖିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ।!-->…
ଆବଶ୍ୟକ ହେଲେ ସୀମା ସେପଟେ ସାମରିକ କାର୍ଯ୍ୟାନୁଷ୍ଠାନ ନେବାକୁ ପଛେଇବନି ଭାରତ : ରାଜନାଥ
ଜମ୍ମୁ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବାଧୀନ ଭାରତ ଆଉ ପୂର୍ବ ପରି ନାହିଁ । ନିଜର ସୀମାର ସୁରକ୍ଷା କରିବାକୁ ଭାରତ ସୀମା ସେପଟେ ନିର୍ଣ୍ଣାୟକ ସାମରିକ କାର୍ଯ୍ୟାନୁଷ୍ଠାନ ନେବାକୁ ପଛେଇବନି ବୋଲି କହିଛନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ।ଜମ୍ମୁ ବିଶ୍ବବିଦ୍ୟାଳୟରେ!-->…
ଦିଗପହଣ୍ଡି ବସ୍ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ…
ଦିଗପହଣ୍ଡି ବସ୍ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହାୟତା ରାଶି ଘୋଷଣା। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି ପକ୍ଷରୁ ସହାୟତା ଘୋଷଣା କରାଯାଇଛି।!-->…
‘ମୋର ୧୪ଜଣ ପିଲାଙ୍କ ମଧ୍ୟରୁ ମୋଦୀଙ୍କୁ ମୁଁ ଅଧିକ ସ୍ନେହ କରେ, ତାକୁ ମୋର ୨୫ବିଘା ଜମି ଦେଇ ଦେବି’; ବୃଦ୍ଧା ମା’
ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ରାଜଗଡ଼ରୁ ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ୧୦୦ ବର୍ଷରୁ ଅଧିକ ବୟସର ଜଣେ ବୃଦ୍ଧା ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଶଂସା କରୁଥିବା ଶୁଣିବାକୁ ମିଳୁଛି। ଏଥିସହିତ ସେ ମୋଦୀଙ୍କୁ ତାଙ୍କ ଜମି ଦାନ କରିଦେବେ ବୋଲି ବି କହିଛନ୍ତି। ଏହି ବୃଦ୍ଧା ମହିଳାଙ୍କ ନାମ!-->…
ଗୋଲ୍ଡୀ ବ୍ରାରର ଖୋଲା ଧମକ- ସଲମାନ ଖାନଙ୍କୁ ଆମେ ନିଶ୍ଚିତ ମାରିବୁ
ମୁମ୍ବାଇ : ସଲମାନ ଖାନଙ୍କୁ ନିଶ୍ଚିତ ହତ୍ୟା କରାଯିବ ବୋଲି କହିଛି କାନାଡ଼ାରେ ରହୁଥିବା ଗ୍ୟାଙ୍ଗଷ୍ଟର ଗୋଲ୍ଡୀ ବ୍ରାର। ଏକ ଘରୋଇ ଟେଲିଭିଜନ ଚ୍ୟାନେଲକୁ ଦେଇଥିବା ସାକ୍ଷାତକାରରେ ସେ ଏହି କଥା କହିଛି। ଗୋଲ୍ଡୀ ବ୍ରାର କହିଛି, ଆମେ ତାଙ୍କୁ (ସଲମାନ ଖାନ) ମାରିବୁ। ତାଙ୍କୁ ଆମେ ନିଶ୍ଚିତ!-->…