Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ବିଜେପିରେ ଯୋଗ ଦେଲେ ବରଗଡ଼ର ପୂର୍ବତନ ସାଂସଦ ସଞ୍ଜୟ ଭୋଇ
ବରଗଡ଼: ବିଜେପିରେ ଯୋଗ ଦେଲେ ବରଗଡ଼ର ପୂର୍ବତନ କଂଗ୍ରେସ ସାଂସଦ ସଞ୍ଜୟ ଭୋଇ। ଆଜି ପଦ୍ମପୁର ପୁରୋହିତ କଲ୍ୟାଣ ମଣ୍ଡପରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସଞ୍ଜୟ ଭୋଇ ହାତ ଛାଡ଼ି ପଦ୍ମ ଧରିଛନ୍ତି। ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ବରଗଡ଼!-->…
ପଦ୍ମପୁରରେ ବିଧାନସଭା ଚାଲିଛି: ଜୟନାରାୟଣ ମିଶ୍ର
ସମ୍ବଲପୁର: ଏବେ ବିଧାନସଭା ତ ପଦ୍ମପୁରରେ ଆଗାମୀ ୫ ତାରିଖ ପର୍ଯ୍ୟନ୍ତ ବୋଧହୁଏ ଚାଲିବ ଏବଂ ଏହା ପରେ କଣ ହେବ ଦେଖାଯିବ ବୋଲି ରାଜ୍ୟ ସରକାରଙ୍କୁ କଟାକ୍ଷକରି ବିଧାନସଭାରେ ବିରୋଧୀ ଦଳ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି । ପଶ୍ଚିମ ଓଡିଶା ହାଇକୋର୍ଟ ବେଞ୍ଚ ସ୍ଥାପନ!-->…
ପଦ୍ମପୁର ଉପନିର୍ବାଚନ, ଶୁକ୍ରବାର ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୦୧।୧୨ : ପଦ୍ମପୁର ଉପନିର୍ବାଚନ ପାଇଁ ସରଗରମ ପ୍ରଚାର ଜାରି ରହିଛି । ତିନି ପ୍ରମୁଖ ଦଳର ନେତାମାନେ ଏଠାରେ ଡେରା ପକାଇ ପ୍ରଚାର ଚଳାଇଛନ୍ତି । ଆସନ୍ତା ଡିସେମ୍ବର ୨ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀଙ୍କ ପ୍ରଚାର ପାଇଁ ନିର୍ବାଚନୀ ମଇଦାନକୁ ଓହ୍ଲାଇବେ ।
!-->!-->!-->…
ଅଧିବେଶନର ପ୍ରଥମ ଦିନରେ ଭାବବିହ୍ୱଳ ହେଲେ ଧାମନଗର ବିଧାୟକ
ଭୁବନେଶ୍ୱର ୨୪/୧୧: ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ଶୀତକାଳିନ ଅଧିବେଶନ । ଧାମନଗର ଉପନିର୍ବାଚନରେ ବିଜୟ ପରେ ଆଜି ପ୍ରଥମ ଥର ପାଇଁ ସାମିଲ ହୋଇଥିଲେ ବିଧାୟକ ସୂର୍ଯ୍ୟବଂଶୀ ସୁରଜ୍ । ତେବେ ପ୍ରଥମ ଦିନରେ ଟିକିଏ ଭାବବିହ୍ୱଳ ହୋଇପଡିଥିଲେ ସୂରଜ । ସେ କହିଥିଲେ ପ୍ରଥମ ଦିନ ହୋଇଥିବାରୁ ଏହା!-->…
ପଦ୍ମପୁର ଉପନିର୍ବାଚନ: କଂଗ୍ରେସ ଜାରି କଲା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା
ଭୁବନେଶ୍ବର: ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ରାଜ୍ୟର ୩ଟି ପ୍ରମୁଖ ଦଳ ନିଜ ନିଜର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛନ୍ତି। ବିଜେଡି ଓ ବିଜେପି ପରେ କଂଗ୍ରେସ ନିଜର ଷ୍ଟାର ପ୍ରଚାରକମାନଙ୍କ ନାଁ ଘୋଷଣା କରିଛି। କଂଗ୍ରେସର ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ପାଇଁ ୪୦ ଜଣିଆ ପ୍ରଚାର!-->…
ପଦ୍ମପୁର ଉପନିର୍ବାଚନ : ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କଲା ବିଜେଡି-ବିଜେପି
ଭୁବନେଶ୍ୱର ୧୯।୧୧ : ପଦ୍ମପୁର ଉପନିର୍ବାଚନ ସଜବାଜ । ନିର୍ବାଚନକୁ ଆଉ କିଛି ଦିନ ବାକି ଥିବା ବେଳେ ପ୍ରଚାର ପାଇଁ ସମସ୍ତ ଦଳ କଷରତ ଆରମ୍ଭ କରିଦେଇଛନ୍ତି । ଏହିକ୍ରମରେ ରାଜ୍ୟର ଦୁଇ ପ୍ରମୁଖ ଦଳ ନିଜ ନିଜର ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିଛନ୍ତି । ଉଭୟ ବିଜେଡି ଓ ବିଜେପି ପକ୍ଷରୁ ୪୦!-->…
ପଦ୍ମପୁର ଉପ ନିର୍ବାଚନ: ୧୧ ପ୍ରାର୍ଥୀଙ୍କ ପ୍ରାର୍ଥୀ ପତ୍ର କାଏମ, ଦୁଇ ଜଣଙ୍କ ନାକଚ
ଭୁବନେଶ୍ଵର: ପଦ୍ମପୁର ଉପ ନିର୍ବାଚନ ପାଇଁ ଆଜିଠୁ ପ୍ରଚାର ପର୍ବ ଜୋରସୋରରେ ଆରମ୍ଭ ହୋଇଛି। ଶୁକ୍ରବାର ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ବି ସରିଛି। ପ୍ରାର୍ଥୀପତ୍ର ଦାଖଲ କରିଥିବା ୧୩ ଜଣଙ୍କ ମଧ୍ୟରୁ ୧୧ ଜଣଙ୍କ ପ୍ରାର୍ଥୀପତ୍ର କାଏମ ରହିଛି। ବିଜେପି, ବିଜେଡି ଏବଂ କଂଗ୍ରେସ ତିନି ପ୍ରମୁଖ!-->…
ବଢିବ ବିଧାୟକଙ୍କ ଦରମା
ଭୁବନେଶ୍ୱର ୧୮/୧୧: ବଢିବ ବିଧାୟକଙ୍କ ଦରମା । ବିଧାନସଭାର ଉପଦେଷ୍ଟା କମିଟି ଏନେଇ ବିଚାର ବିମର୍ଶ କରୁଛି । ଅନ୍ୟ ରାଜ୍ୟର ବିଧାୟକଙ୍କ ଦରମା ୨ ଲକ୍ଷରୁ ଅଢେଇ ଲକ୍ଷ ରହିଛି । ଓଡ଼ିଶାରେ ବିଧାୟକଙ୍କ ଦରମା କମ ରହିଛି । ସବୁ ମିଶିକି ୯୮ ହଜାର ବିଧାୟକମାନେ ପାଉଛନ୍ତି । ଖୁବଶୀଘ୍ର ଦରମା!-->…
ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ୧୧ ପ୍ରାର୍ଥୀ
ବରଗଡ଼/ପଦ୍ମପୁର/ଭୁବନେଶ୍ବର: ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ ହୋଇଛି। ଉପନିର୍ବାଚନ ପାଇଁ ପ୍ରମୁଖ ୩ଟି ଦଳ ସମେତ ୧୧ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ଦାଖଲ କରିଛନ୍ତି। ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହା, ଭାରତୀୟ ଜନତା ପାର୍ଟି!-->…
ଗୁରୁବାରଠୁ ବିଜେପିର ସତ୍ୟାଗ୍ରହ, ବିଧାନସଭା ସମ୍ମୁଖରେ ଦେବ ଧାରଣା
ଭୁବନେଶ୍ବର ୧୭।୧୧ : ଗୁରୁବାରଠୁ ବିଜେପିର ସତ୍ୟାଗ୍ରହ । ବିଧାନସଭା ସମ୍ମୁଖରେ ଗୁରୁବାରଠୁ ସତ୍ୟାଗ୍ରହ କରିବ ବିଜେପି । ଏନେଇ ବିଜେପି ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।
ଖବର ଅନୁଯାୟୀ, ଚାଷୀଙ୍କ ସମସ୍ୟା ପ୍ରସଙ୍ଗକୁ ନେଇ ଆନ୍ଦୋଳନକୁ ଓହ୍ଲାଇବ ଭାରତୀୟ ଜନତା!-->!-->!-->…