Browsing Category

ରାଜନୀତି

ସରକାରୀ ଚାକିରୀ ଛାଡି ବିଜେଡିରେ ବିଧିବଦ୍ଧ ଭାବେ ଯୋଗଦେଲେ ମହେନ୍ଦ୍ର ବଢେଇ

ଭୁବନେଶ୍ୱର ୧୭।୧୧ : ବିଜେଡିରେ ଯୋଗଦେଲେ ମହେନ୍ଦ୍ର ବଢେଇ । ନିଜର ଶହ ଶହ ସମର୍ଥକଙ୍କ ସହ ନବୀନ ନିବାସରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି । ଏହି ଅବସରରେ ପାର୍ଟିର ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ରହିଥିଲେ । ଖବର ଅନୁଯାୟୀ,

ଡିସେମ୍ବର ୨୦୨୩ ସୁଦ୍ଧା ପଦ୍ମପୁର ଜିଲ୍ଲା ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି

ପଦ୍ମପୁର, ୧୬/୧୧: ପଦ୍ମପୁରକୁ ଜିଲ୍ଲା ମାନ୍ୟତା ଦେବା ପାଇଁ ଏକ ପ୍ରତିନିଧି ଦଳ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଥିବା ବେଳେ ଏହା ସଫଳ ହୋଇଛି । ଡିସେମ୍ବର ୨୦୨୩ ସୁଦ୍ଧା ପଦ୍ମପୁର ଜିଲ୍ଲା ଗଠନ କରିବା ପାଇଁ ବିଜୁ ଜନତା ଦଳ ସଭାପତି ଭାବେ ମୁଖ୍ୟମନ୍ତ୍ରୀ

ପଦ୍ମପୁର ଉପନିର୍ବାଚନ : ପ୍ରଶାସନିକ ସ୍ତରରେ ପ୍ରସ୍ତୁତି, ଷ୍ଟ୍ରଙ୍ଗ ରୁମ୍‌ରେ ପହଞ୍ଚିଲା ଇଭିଏମ୍‌

ପଦ୍ମପୁର ୧୫।୧୧ : ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇସାରିଛି l ପଦ୍ମପୁର ଆରଏମସି ସ୍ଥିତ ଷ୍ଟ୍ରଙ୍ଗ ରୁମରେ ପହଞ୍ଚିଲା ଇଭିଏମ୍ l ସ୍ଵଚ୍ଛ ଏବଂ ନିରପେକ୍ଷ ନିର୍ବାଚନ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଇଭିଏମ୍ ରଖାଯାଇଛି lଡିସେମ୍ବର ୫ ରେ ଭୋଟ

ଆସନ୍ତା ୫ ତାରିଖରେ ସକାଳ ୭ ଟାରୁ ଅପରାହ୍ନ ୪ ଘଣ୍ଟା ପର୍ଯ୍ୟନ୍ତ ହେବ ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନ

ଭୁବନେଶ୍ବର: ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନ ଅବଧି ହ୍ରାସ ପାଇଛି। ଆସନ୍ତା ୫ ତାରିଖରେ ସକାଳ ୭ ଟାରୁ ଅପରାହ୍ନ ୪ ଘଣ୍ଟା ପର୍ଯ୍ୟନ୍ତ ଭୋଟଦାନ କରାଯିବ। ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ଶୀତ ଦିନ ଏବଂ ମାଓବାଦୀ ଅଞ୍ଚଳ ହୋଇଥିବାରୁ ଭୋଟିଂ ସମୟ ହ୍ରାସ

ପଦ୍ମପୁର ଉପନିର୍ବାଚନ: ନାମାଙ୍କନ ନଭରି ଫେରିଆସିଲେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ

ଭୁବନେଶ୍ୱର ୧୪।୧୧ : ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ହୋଇଥିବା ପ୍ରଦୀପ ନାମାଙ୍କନ ପତ୍ର ନଭରି ଫେରି ଆସିଥିବା ଜଣାପଡ଼ିଛି । ଚାଷୀଙ୍କୁ ସମର୍ଥନ ଜଣାଇ ନାମାଙ୍କନ ପତ୍ର ଭରି ନାହାନ୍ତି ପ୍ରଦୀପ ପୁରୋହିତ । ଚାଷୀଙ୍କ ସମସ୍ୟା ସରକାର ବୁଝିନଥିବାରୁ ସେ ଏହାକୁ ବିରୋଧ କରି

ପଦ୍ମପୁର ଉପନିର୍ବାଚନରେ ବିଜେଡିରୁ ଲଢ଼ିବେ ବର୍ଷା ସିଂ ବରିହା

ଭୁବନେଶ୍ୱର ୧୪।୧୧ : ସରିଲା ଅଙ୍କକଷା । ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ସ୍ୱର୍ଗତ ବରିହାଙ୍କ ବଡ଼ ଝିଅ ବର୍ଷା ସିଂହ ବରିହାଙ୍କୁ ପ୍ରାର୍ଥୀ କରିଛି ବିଜେଡ଼ି । ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । ଖବର ଅନୁଯାୟୀ, ବିଜୟ ସିଂହ ବରିହାଙ୍କ

ପଦ୍ମପୁର ଉପନିର୍ବାଚନ ନେଇ ସୋମବାର ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର ୧୪।୧୧ : ସୋମବାର ବସିବ ସର୍ବଦଳୀୟ ବୈଠକ । ପଦ୍ମପୁର ଉପ-ନିର୍ବାଚନ ନେଇ ସୋମବାର ବସିବ ସର୍ବଦଳୀୟ ବୈଠକ । ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ସୁରୁଖୁରୁରେ ଉପନିର୍ବାଚନ ନେଇ ବୈଠକରେ ହେବ ଆଲୋଚନା । ସୂଚନାଯୋଗ୍ୟ ଯେ, ଡିସେମ୍ବର ୫ରେ ହେବାକୁ

ରାଜ୍ୟ ସମ୍ପାଦକ ଭାବେ ରାଜୁ ଘିବେଲାଙ୍କୁ ନିଯୁକ୍ତି ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର : ବରଗଡ ଜିଲ୍ଲା ପଦ୍ମପୁରର ରାଜୁ ଘିବେଲା ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବେ ଦଳ ପକ୍ଷରୁ ନିଯୁକ୍ତି ପାଇଛନ୍ତି । ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଘିବେଲାଙ୍କୁ ଦେଇଛନ୍ତି ଦଳରେ ଗୁରୁତ୍ୱପୂର୍ଣ୍ଣ ପଦ । ଏନେଇ ଦଳ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି । ତୁରନ୍ତ ଏହି

ପଦ୍ମପୁର ଉପନିର୍ବାଚନ, ପ୍ରଦୀପ ପୁରୋହିତ ହେଲେ ବିଜେପିର ବିଧାୟକ ପ୍ରାର୍ଥୀ

ଭୁବନେଶ୍ୱର ୧୨।୧ : ପଦ୍ମପୁର ଉପନିର୍ବାଚନରେ ବିଜେପିର ପ୍ରାର୍ଥୀ ଘୋଷଣା । ପୂର୍ବତନ ବିଧାୟକ ତଥା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ ହେଲେ ପ୍ରାର୍ଥୀ । ଏନେଇ ବିଦ୍ଧିବଧ ଭାବେ ଘୋଷଣା କରିଛି ବିଜେପି କେନ୍ଦ୍ରୀୟ କମିଟି । ଡିସେମ୍ବର ୫ରେ ହେବାକୁ ଥିବା ପଦ୍ମପୁର

ପଦ୍ମପୁର ଉପନିର୍ବାଚନ : ପ୍ରଦୀପ ପୁରୋହିତ ହେଲେ ବିଜେପି ପ୍ରାର୍ଥୀ

ପଦ୍ମପୁର ୧୧/୧୧: ପଦ୍ମପୁରରେ ବାଜିଛି ନିର୍ବାଚନି ବିଗୁଲ। ପଦ୍ମପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତିପ୍ରକାଶ ପରେ ସମସ୍ତ ରାଜନୈତିକ ଦଳ ଜୋର୍‌ଲସୋର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସମସ୍ତ ରାଜନୈତିକ ଦଳ ଆଗାମି ଉପନିର୍ବାଚନ ପାଇଁ ରଣନିତୀ ପ୍ରସ୍ତୁତ କଲାବେଳେ ବିଜେପି କିନ୍ତୁ