Browsing Category

ରାଜନୀତି

ରାଜ୍ୟ ସମ୍ପାଦକ ଭାବେ ରାଜୁ ଘିବେଲାଙ୍କୁ ନିଯୁକ୍ତି ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର : ବରଗଡ ଜିଲ୍ଲା ପଦ୍ମପୁରର ରାଜୁ ଘିବେଲା ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବେ ଦଳ ପକ୍ଷରୁ ନିଯୁକ୍ତି ପାଇଛନ୍ତି । ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଘିବେଲାଙ୍କୁ ଦେଇଛନ୍ତି ଦଳରେ ଗୁରୁତ୍ୱପୂର୍ଣ୍ଣ ପଦ । ଏନେଇ ଦଳ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି । ତୁରନ୍ତ ଏହି…

ପଦ୍ମପୁର ଉପନିର୍ବାଚନ, ପ୍ରଦୀପ ପୁରୋହିତ ହେଲେ ବିଜେପିର ବିଧାୟକ ପ୍ରାର୍ଥୀ

ଭୁବନେଶ୍ୱର ୧୨।୧ : ପଦ୍ମପୁର ଉପନିର୍ବାଚନରେ ବିଜେପିର ପ୍ରାର୍ଥୀ ଘୋଷଣା । ପୂର୍ବତନ ବିଧାୟକ ତଥା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ ହେଲେ ପ୍ରାର୍ଥୀ । ଏନେଇ ବିଦ୍ଧିବଧ ଭାବେ ଘୋଷଣା କରିଛି ବିଜେପି କେନ୍ଦ୍ରୀୟ କମିଟି । ଡିସେମ୍ବର ୫ରେ ହେବାକୁ ଥିବା ପଦ୍ମପୁର…

ପଦ୍ମପୁର ଉପନିର୍ବାଚନ : ପ୍ରଦୀପ ପୁରୋହିତ ହେଲେ ବିଜେପି ପ୍ରାର୍ଥୀ

ପଦ୍ମପୁର ୧୧/୧୧: ପଦ୍ମପୁରରେ ବାଜିଛି ନିର୍ବାଚନି ବିଗୁଲ। ପଦ୍ମପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତିପ୍ରକାଶ ପରେ ସମସ୍ତ ରାଜନୈତିକ ଦଳ ଜୋର୍‌ଲସୋର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସମସ୍ତ ରାଜନୈତିକ ଦଳ ଆଗାମି ଉପନିର୍ବାଚନ ପାଇଁ ରଣନିତୀ ପ୍ରସ୍ତୁତ କଲାବେଳେ ବିଜେପି କିନ୍ତୁ…

ପଦ୍ମପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର ୧୦/୧୧: ପଦ୍ମପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି । ଆଜି ଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ନଭେମ୍ବର ୧୭ ଯାଏଁ ନାମାଙ୍କନ ପତ୍ର ଦାଖଲ କରାଯିବ । ଏବେ ଯାଏଁ କୌଣସି ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଚୁଡାନ୍ତ ହୋଇ ନାହିଁ ।…

ପଦ୍ମପୁର ଉପନିର୍ବାଚନରେ ପ୍ରଚାର କରିବେ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର : ଧାମନଗର ଉପନିର୍ବାଚନରେ ବିଜୟ ହାସଲ କରି ଚର୍ଚ୍ଚାରେ ଥିବା ସୂର୍ଯ୍ୟବଂଶୀ ସୂରଜଙ୍କୁ ପଦ୍ମପୁରରେ ବ୍ୟବହାର କରିବ ବିଜେପି। ପଦ୍ମପୁର ଉପନିର୍ବାଚନରେ ସୂର୍ଯ୍ୟବଂଶୀ ଦଳ ପାଇଁ କରିବେ ପ୍ରଚାର। ବୁଧବାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଦେଇଛନ୍ତି ଏହି ସୂଚନା। ଶ୍ରୀ ମିଶ୍ର…

ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର ୦୯।୧୧ : ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ । ଧାମନଗର ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ । ବିଧାନସଭାରେ ଶପଥ ପାଠ କରାଇଲେ ବାଚସ୍ପତି ବିକ୍ରମ କେଶରୀ ଆରୁଖ । ଖବର ଅନୁଯାୟୀ, ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଉକ୍ତ ଆସନରେ ଉପନିର୍ବାଚନ ହୋଇଥିଲା ।…

ପଦ୍ମପୁରରେ କଂଗ୍ରେସ ଭଲ କରିବ, ସେଠାରେ ଦଳୀୟ ଭୋଟ ଅଛି- ସୁର ରାଉତରାୟ

ଭୁବନେଶ୍ୱର ୦୮।୧୧: ପଦ୍ମପୁରରେ କଂଗ୍ରେସ ଭଲ କରିବ। ସେଠାରେ କଂଗ୍ରେସର ଦଳୀୟ ଭୋଟ ରହିଛି । ଧାମନଗର ଅପେକ୍ଷା ଏଠି କଂଗ୍ରେସ ପ୍ରଚାର ଉପରେ ଅଧିକା ଗୁରୁତ୍ୱ ଦେବ ଦଳ। କଂଗ୍ରେସ ସବୁ ନେତାଙ୍କୁ ଏଥର ସାମିଲ କରୁଛି। ସେଠି ଯିଏ କଂଗ୍ରେସ ପାଇଁ କାମ କରୁଛନ୍ତି । ତାଙ୍କୁ…

ପଦ୍ମପୁର ଉପନିର୍ବାଚନ : ଦାୟିତ୍ୱ ବାଣ୍ଟିଲା ବିଜେଡି, ତିନି ବ୍ଲକକୁ ତିନି ମନ୍ତ୍ରୀ

ଭୁବନେଶ୍ୱର ୦୮।୧୧ : ବିଜେଡିର ଉପନିର୍ବାଚନ ରଣନୀତି । ପଦ୍ମପୁର ଉପନିର୍ବାଚନ ପାଇଁ ନେତାଙ୍କୁ ଦାୟିତ୍ବ ବାଣ୍ଟିଲା ବିଜେଡି। ନିର୍ବାଚନ ମଣ୍ଡଳୀ ପରିଚାଳନା ଦାୟିତ୍ବରେ ରହିବେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ। ତିନି ବ୍ଲକ ଦାୟିତ୍ବରେ ରହିବେ ତିନି ଜଣ ମନ୍ତ୍ରୀ। ପଦ୍ମପୁର ବ୍ଳକ…

ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପିର ୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ

ଭୁବନେଶ୍ୱର ୦୮।୧୧: ଉପନିର୍ବାଚନ ରଣନୀତି। ପଦ୍ମପୁର ଉପନିର୍ବାଚନ ପାଇଁ ଧାମନଗରଠୁ ବଡ଼ ଷ୍ଟ୍ରାଟେଜି କରିଛି ବିଜେପି । ଧାମନଗର ଭଳି ଅଧିକ ଶକ୍ତିଶାଳୀ ଓ ଅଧିକ ବଳ ଲଗାଇ ନିର୍ବାଚନ ଲଢ଼ିବ ଦଳ । ଖୁବଶୀଘ୍ର ଦଳର କ୍ଷତ୍ରୀୟ ପ୍ରଭାରୀ ସୁନୀଲ ଵଂଶଲ ଓ ପ୍ରଭାରୀ ଡ଼ି ପୁରନ୍ଦେଶ୍ୱରୀ ଷ୍ଟ୍ରାଟେଜି…

ଧାମନଗର ଉପନିର୍ବାଚନରେ ଧର୍ମର ବିଜୟ ହୋଇଛି : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଧାମନଗର ଉପନିର୍ବାଚନରେ ଧର୍ମର ଜୟ ତଥା ଧାମନଗରର ବିଜୟ ହୋଇଛି। ଗଣତନ୍ତ୍ରର ବିଜୟ ହୋଇଛି। ଏହି ବିଜୟ, ଧାମନଗରର ମାତୃଶକ୍ତି, ଯୁବଶକ୍ତିର ବିଜୟ। ସ୍ୱର୍ଗୀୟ ବିଷ୍ଣୁ ଭାଇଙ୍କ ପ୍ରତି ଅଞ୍ଚଳବାସୀଙ୍କର ଥିବା ଭଲ ପାଇବାର ବିଜୟ । ଓଡ଼ିଆ ସ୍ୱାଭିମାନର ବିଜୟ ବୋଲି କେନ୍ଦ୍ରମନ୍ତ୍ରୀ…