Browsing Category

ରାଜନୀତି

ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

ଭୁବନେଶ୍ୱର: ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ | ଏ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କିଛି ସମୟ ଆଗରୁ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶେଷ ରାଜ୍ୟ କ୍ୟାବିନେଟ ବୈଠକ ହୋଇଥିଲା । ଆସନ୍ତାକାଲି ଭୋଟ ଗଣତି ରହିଛି । ଏହା ପୁବରୁ ଓଡିଶା ବିଧାନସଭା

ନିମାପଡାରେ ବିଶାଳ ରୋଡ ସୋ’ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ୱରରେ ଗଣମାଧ୍ୟମକୁ ସମ୍ବୋଧନ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାରରେ ମଇଦାନକୁ ଓହ୍ଲାଇଛନ୍ତି। ନିମାପଡାରେ ରୋଡ ସୋ’ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜନୀତିର ହଟସ୍ପଟ ପାଲଟିଥିବା ନିମାପଡାରେ

ବିଜେପିରୁ ହିମାଂଶୁ ଶେଖର ସାହୁ ବହିଷ୍କୃତ

 ଯାଜପୁର : ଦଳ ବିରୋଧୀ କାର୍ଯ୍ୟ କାରଣରୁ ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ହିମାଂଶୁ ଶେଖର ସାହୁଙ୍କୁ ବିଜେପି ଦଳରୁ ବହିଷ୍କାର କରାଯାଇଛି। ଦଳ ବିରୋଧୀ ଓ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ବହିଷ୍କାର କରାଯାଇଛି

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆକ୍ଷେପର କଡ଼ା ଜବାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସ୍ବାସ୍ଥ୍ୟକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆକ୍ଷେପର କଡ଼ା ଜବାବ ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଛନ୍ତି, ମୋ ସ୍ବାସ୍ଥ୍ୟ ସମ୍ପୂର୍ଣ୍ଣ ଠିକ୍ ଅଛି । ପ୍ରଧାନମନ୍ତ୍ରୀ ଯଦି ଏତେ ଚିନ୍ତିତ ମୋତେ କଲ୍ କରିପାରିଥାନ୍ତେ । ମୋ ସ୍ବାସ୍ଥ୍ୟ ଚିନ୍ତା ନୁହେଁ,

ଓଡ଼ିଶାର ବିକାଶ ନାଁରେ ବିଶ୍ୱାସଘାତକତା କରିଛି ବିଜେଡି: ମୋଦି

ବାଲେଶ୍ବର: ଆସନ୍ତା ୧ ତାରିଖ ଦିନ ରାଜ୍ୟରେ ଶେଷ ପର୍ଯ୍ୟାୟରେ ୬ଟି ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ ହେବ । ଏହି ମଧ୍ୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ବାରିପଦା ପରେ ବାଲେଶ୍ୱର ଜିଲ୍ଲାର ରେମୁଣାଠାରେ ଏକ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି ।

ଓଡ଼ିଶାର ରାଜନୀତିରେ ଏଥର ନୂଆ ଦେଖିବାକୁ ମିଳିବ: ପ୍ରଧାନମନ୍ତ୍ରୀ

କେନ୍ଦ୍ରାପଡ଼ା/ଭୁବନେଶ୍ବର: ଓଡ଼ିଶାରେ ପ୍ରଚୁର ପରିମାଣରେ ପାଣି ଅଛି। କିନ୍ତୁ ଚାଷୀଙ୍କ ଜମିକୁ ଏହି ପାଣି ପହଞ୍ଚିପାରୁ ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନିର୍ବାଚନ ପ୍ରଚାର ବେଳେ ବୁଧବାର ଦିନ ଏହା କହିଛନ୍ତି। କେନ୍ଦ୍ରାପଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି) ଦ୍ବାରା

ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ କ୍ୟାମ୍ପେନ

ବାଙ୍ଗିରିପୋଷି : ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ କ୍ୟାମ୍ପେନ । ନିର୍ବାଚନୀ ସଭାରୁ ବିରୋଧୀଙ୍କୁ ଟାର୍ଗେଟ । କହିଛନ୍ତି, ବିରୋଧୀ ନେତାମାନେ ଆସୁଛନ୍ତି, ସେମାନେ ଭାବୁଛନ୍ତି ଆଦିବାସୀ ଭାଇଭଉଣୀମାନେ କାହିଁକି ନବୀନ ବାବୁଙ୍କୁ ଏତେ ଭଲ ପାଉଛନ୍ତି ।

ଓଡ଼ିଶାରେ ୨୫ ବର୍ଷର ବିଜେଡି ସରକାରର ଶାସନରେ ପୂର୍ଣ୍ଣଛେଦ ପଡ଼ିବ: ମୋଦୀ

ବାରିପଦା: ଓଡ଼ିଶାରେ ୨୫ ବର୍ଷର ବିଜେଡି ସରକାରର ଶାସନରେ ପୂର୍ଣ୍ଣଛେଦ ପଡ଼ିବ। ଜୁନ୍ ୧୦ରେ ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ଏଥିଲାଗି ମୁଁ ଆପଣମାନଙ୍କୁ ନିମନ୍ତ୍ରଣ ଦେବାକୁ ଆସିଛି। ଆଜି ଓଡ଼ିଶା କହୁଛି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଜଣେ ଓଡ଼ିଆ ମୁଖ୍ୟମନ୍ତ୍ରୀ ହେବେ। ଦୁଇ ଥର

ସମ୍ବିଧାନ ଓ ଲୋକତନ୍ତ୍ର ପାଇଁ ବିପଦ ବିଜେପି: ଖଡଗେ

ବାଲେଶ୍ୱର: ବାଲେଶ୍ୱରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେଙ୍କ ପ୍ରଚାର । ଦଳୀୟ କର୍ମୀଙ୍କ ପାଇଁ ପ୍ରଚାର କରିବା ସହ ବିଜେପିକୁ ଟାର୍ଗେଟ କରିଛନ୍ତି ଖଡଗେ । ସେ ବିଶାଳ ଜନସଭାକୁ ସମ୍ବୋଧନ କରିବା ସମୟରେ କହିଛନ୍ତି ଯେ, ଦେଶରେ ବହୁ ମାତ୍ରାରେ ଗରିବ ବୃଦ୍ଧି ପାଇବାରେ ଲାଗିଛି ଆଉ ଏହା

ଯୁବବର୍ଗ ମୋ ଅସମ୍ମାନର ଉଚିତ ଜବାବ ୧ ତାରିଖରେ ଭୋଟରେ ଦେବେ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବାହାରୁ ନେତାମାନେ ଆସି ମୋତେ ବ୍ୟକ୍ତିଗତ ଭାବେ ଆଟାକ କରୁଛନ୍ତି । କଟୁ କଥା କହୁଛନ୍ତି । ଆପଣ ଭଲଭାବେ ଜାଣନ୍ତି ମୁଁ କାହାକୁ କେବେ ଅସମ୍ମାନ କରେନାହିଁ । କଟୁ କଥା କୁହେ ନାହିଁ । ଆପଣମାନେ ବିଶେଷକରି ମାଆମାନେ, ଯୁବବର୍ଗ ଏ ଅସମ୍ମାନର ଉଚିତ ଜବାବ ୧ ତାରିଖରେ ଭୋଟରେ ଦେବେ । ସାଢ଼େ ୪