Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
କଂଗ୍ରେସର ଗଣମାଧ୍ୟମ ଆବାହକ ଏବଂ ସାଧାରଣ ସଂପାଦକ ପଦରୁ ଇସ୍ତଫା ଦେଲେ ସତ୍ୟ ନାୟକ
ଭୁବନେଶ୍ଵର: ଓଡିଶା କଂଗ୍ରେସର ଗଣମାଧ୍ୟମ ଆବାହକ ଏବଂ ସାଧାରଣ ସଂପାଦକ ପଦରୁ ଇସ୍ତଫା ଦେଲେ ସତ୍ୟ ପ୍ରକାଶ ନାୟକ। ଦୀର୍ଘ ସମୟ ସାମ୍ବାଦିକତା କ୍ଷେତ୍ରରେ କାର୍ଯ୍ୟ କରିବା ପରେ ରାଜନୀତିରେ ପାଦ ଦେଇଥିଲେ ବରିଷ୍ଠ ସାମ୍ବାଦିକ ସତ୍ୟ ପ୍ରକାଶ ନାୟକ। ସେ ୨୦୧୭ ଅଗଷ୍ଟରେ କଂଗ୍ରେସରେ ଯୋଗ!-->…
କଂଗ୍ରେସ ସଭାପତି ନିର୍ବାଚନରେ ଭୋଟ ଦେଲେନି ମୋକିମ
ଭୁବନେଶ୍ବର: ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ କଂଗ୍ରେସ ସଭାପତି ନିର୍ବାଚନରେ ଭୋଟ ଦେଲେ ନାହିଁ। ବାହାରେ ଥିବାରୁ ଭୋଟ ଦେବାକୁ ଆସିପାରିବେନି ବୋଲି କହିଲେ। ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଇ ଚର୍ଚ୍ଚାରେ ଥିଲେ ମୋକିମ।ଆଜି ସମଗ୍ର ଦେଶରେ କଂଗ୍ରେସର ପରବର୍ତ୍ତୀ!-->…
ଧାମନଗର ଉପନିର୍ବାଚନ ମଇଦାନରେ ମୋଟ୍ ୫ଜଣ ପ୍ରାର୍ଥୀ, ୧୩୪ଟି ବୁଥର ନାଁ ବଦଳିଛି: ନିର୍ବାଚନ କମିଶନଙ୍କ ସୂଚନା
ଭୁବନେଶ୍ବର: ଧାମନଗର ଉପନିର୍ବାଚନ ମଇଦାନରେ ମୋଟ୍ ୫ଜଣ ପ୍ରାର୍ଥୀ । ଆଜି ଥିଲା ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ । ଏହାପରେ ୫ଜଣ ପ୍ରାର୍ଥି ମଇଦାନରେ ଅଛନ୍ତି । ଧାମନଗର ନିର୍ବାଚନମଣ୍ଡଳୀର ମୋଟ୍ ଭୋଟର ୨ ଲକ୍ଷ ୩୮ ହଜାର ୪୧୭ । ମୋଟ୍ ୨୫୨ ମତଦାନ କେନ୍ଦ୍ର କରାଯିବ । ୧୩୪ଟି!-->…
ଠିକା ନିଯୁକ୍ତିର ଯୁଗ ଶେଷ, ନିୟମିତ ହେବେ ୫୭ ହଜାରରୁ ଊର୍ଦ୍ଧ୍ବ ଚୁକ୍ତିଭିତ୍ତିକ କର୍ମଚାରୀ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟରେ ଆଉ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ରହିବ ନାହିଁ । ଏଣିକି ସମସ୍ତ ନିଯୁକ୍ତି ଆରମ୍ଭରୁ ହିଁ ସ୍ଥାୟୀ ନିଯୁକ୍ତି ଭାବେ ପରିଗଣିତ ହେବ । ରାଜ୍ୟ କ୍ୟାବିନେଟ୍ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମରେ ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ!-->…
ଧାମନଗର ଉପନିର୍ବାଚନ ପାଇଁ ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି
ଭଦ୍ରକ:ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପରେ ପ୍ରଚାର ପାଇଁ ଆରମ୍ଭ ହେଲାଣି ସଜବାଜ । ତିନି ରାଜନୈତିକ ଦଳ ନିଜ ନିଜର ଷ୍ଟାର ପ୍ରଚାରକ ତାଲିକା ଜାରି କରିଛନ୍ତି । ବିଜେଡିର ପ୍ରଚାର ମଙ୍ଗ ଧରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି ଦଳ ।!-->…
ଧାମନଗର ପାଇଁ କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା
ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ଦଳ ୩୦ଜଣିଆ ତାଲିକା ଘୋଷଣା କରିଥିବା ବେଳେ ତାଲିକାରେ ରହିଛନ୍ତି ପ୍ରଭାରୀ ଚେଲା କୁମାର ଓ ସହପ୍ରଭାରୀ ରୁଦ୍ର ରାଜୁ । ସେହିପରି ଦଳର ପିସିସି ସଭାପତି ଶରତ ପଟ୍ଟନାୟକ ଓ ବିରୋଧୀ ଦଳ ନେତା!-->…
ଧାମନଗର ଉପନିର୍ବାଚନ ପାଇଁ ଆଜି ଯାଞ୍ଚ ହେବ ପ୍ରାର୍ଥିପତ୍ର, ସୋମବାର ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ
ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଯାଞ୍ଚ ଯାଞ୍ଚ ହେବ । ସୋମବାର ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ । ଗତକାଲି ସରିଛି ନାମାଙ୍କନ ଦାଖଲ । ଶେଷ ଦିନରେ ବିଜେଡି ପ୍ରାର୍ଥିନୀ ଅବନ୍ତୀ ଦାସ ଓ ସ୍ୱାଧୀନ ପ୍ରାର୍ଥୀ ଭାବେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ନାମାଙ୍କନ ଦାଖଲ!-->…
ମୋଦୀଙ୍କୁ ଅଧିକ ସମୟ ଦେବା ପାଇଁ ଗୁଜୁରାଟ ନିର୍ବାଚନ ତାରିଖ ଘୋଷଣା କରାଯାଇନାହିଁ : କଂଗ୍ରେସ
ନୂଆଦିଲ୍ଲୀ : ଶୁକ୍ରବାରଦିନ ନିର୍ବାଚନ କମିସନଙ୍କ ପକ୍ଷରୁ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହୋଇଥିବାବେଳେ ଗୁଜୁରାଟ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରାଯାଇନଥିଲା । ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି । ଏ ନେଇ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର!-->…
ଆସାମ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବଢ଼ାଇଲା କେନ୍ଦ୍ର ଗୃହ ମନ୍ତ୍ରାଳୟ
ଗୌହାଟୀ: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ସୁରକ୍ଷାକୁ ନେଇ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଆଜି, ତାଙ୍କର ସୁରକ୍ଷା କଭରକୁ ବଢ଼ାଇ ଜେଡ ପ୍ଲସକୁ ବୃଦ୍ଧି କରାଯାଇଛି | ଏହା ସହିତ, ବର୍ତ୍ତମାନ ସମଗ୍ର ଭାରତରେ ହିମନ୍ତଙ୍କୁ ଜେଡ ପ୍ଲସ ସୁରକ୍ଷା ଯୋଗାଇ ଦିଆଯିବ |!-->…
ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ,ନଭେମ୍ବର ୧୨ରେ ଭୋଟ ଗ୍ରହଣ
ନୂଆଦିଲ୍ଲୀ : ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ରାଜ୍ୟରେ ଗୋଟିଏ ପର୍ୟ୍ୟାୟରେ ନିର୍ବାଚନ ହେବ। ନଭେମ୍ବର ୧୨ ତାରିଖ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଡିସେମ୍ବର ୮ ତାରିଖ ପର୍ଯ୍ୟନ୍ତ ଭୋଟ କାଉଟିଂ ହେବ ବୋଲି ନିର୍ବାଚନ!-->…