Browsing Category

ରାଜନୀତି

ଓଡିଶା ଆସୁଛନ୍ତି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ୱର ୧୪/୧୦ : ଆଜି ଓଡିଶା ଆସୁଛନ୍ତି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ । କଂଗ୍ରେସ ସଭାପତି ନିର୍ବାଚନରେ ଖଡଗେ ପ୍ରତିଦ୍ୱନ୍ଦ୍ୱିତା କରୁଥିବାରୁ ସେ ପ୍ରଚାର ପାଇଁ ଆଜି ଓଡିଶା ଆସୁଛନ୍ତି । ଭୁବନେଶ୍ୱର ଆସି ସେ ପିସିସି ସଭ୍ୟଙ୍କୁ ଭେଟି ତାଙ୍କୁ ଭୋଟ ଦେବାକୁ ଅନୁରୋଧ କରିବେ

ଧାମନଗର ଉପନିର୍ବାଚନ: କଂଗ୍ରେସ ବିଧାୟକ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କଲେ ବାବା ହରେକୃଷ୍ଣ ସେଠୀ

ଭୁବନେଶ୍ୱର: ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଭାବେ ବାବା ହରେକୃଷ୍ଣ ସେଠୀ ଆଜି ନାମାନଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଶ୍ରୀ ସେଠୀ ୨ସେଟ୍ ନାମାଙ୍କନପତ୍ର ଦାଖଲ କରିଥିବା ସୂଚନା ମିଳିଛି।ଭଦ୍ରକ ଜିଲା କଂଗ୍ରେସ କମିଟି କାର୍ଯ୍ୟାଳୟ ଠାରୁ

ଧାମନଗର ଉପନିର୍ବାଚନ: ମଇଦାନରେ ଅବନ୍ତୀ-ସୂର୍ଯ୍ୟବଂଶୀ-ହରେକୃଷ୍ଣ ଲଢ଼େଇ

ଧାମନଗର : ସରଗରମ ଧାମନଗର ରାଜନୀତି । ମଇଦାନ ପ୍ରସ୍ତୁତ। ମଇଦାନରେ ଅବନ୍ତୀ-ସୂର୍ଯ୍ୟବଂଶୀ-ହରେକୃଷ୍ଣ ଲଢ଼େଇ। ବିଜେଡିରୁ ପ୍ରାର୍ଥି ଭାବେ ଲଢିବେ ଅବନ୍ତୀ ଦାସ । ଆସନ୍ତାକାଲି ନାମାଙ୍କନପତ୍ର ଦାଖଲ କରିବେ ଅବନ୍ତୀ। ଗତ ପଞ୍ଚାୟତ ନିର୍ବାଚନରେ ସମିତିସଭ୍ୟା ଭାବେ ଜିତିଥିଲେ ଅବନ୍ତୀ ଦାସ । ସେ

ଧାମନଗର ଉପ-ନିର୍ବାଚନ: ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର, ୧୨/୧୦: ଭଦ୍ରକ ଧାମନଗର ଉପନିର୍ବାଚନ ପାଇଁ ପାର୍ଥୀ ଘୋଷଣା କଲା ବିଜୁ ଜନତା ଦଳ । ଅବନ୍ତୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ସୂଚନା ମିଳିଛି । ଅବନ୍ତୀଙ୍କ ପାର୍ଥୀତ୍ୱକୁ ବିଜେଡି ସୁପ୍ରିମୋ ନବୀନ୍‌ ପଟ୍ଟନାୟକ ମୋହର ମାରିଛନ୍ତି । ଅବନ୍ତୀ ବର୍ତ୍ତମାନ ତିହିଡ଼ି ବ୍ଲକ୍‌ର

ଧାମନଗର ଉପନିର୍ବାଚନ: ବାବା ହରେକୃଷ୍ଣ ସେଠୀଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ବର : ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ବାବା ହରେକୃଷ୍ଣ ସେଠୀ ହେଲେ କଂଗ୍ରେସର ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ।ରାଜ୍ୟ ନେତୃତ୍ୱ ହରେକୃଷ୍ଣଙ୍କ ନାଁ ସୁପାରିଶ କରିଥିବା ବେଳେ ଏଥିରେ ମୋହର ମାରିଛନ୍ତି ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ପ୍ରାର୍ଥୀ

ଭାରତ ଯୋଡ଼ ଯାତ୍ରାର ସଫଳତା ପାଇଁ କମିଟି ଗଠନ କଲା କଂଗ୍ରେସ

ଭୁବନେଶ୍ୱର: ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ସଂପ୍ରତି କନ୍ୟାକୁମାରୀ ଠାରୁ କାଶ୍ମିର ପର୍ଯ୍ୟନ୍ତ ଭାରତ ଯୋଡ଼ ଯାତ୍ରା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଚାଲୁଅଛି । ସେହିପରି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ “ଭାରତ ଯୋଡ଼ (ପରିବର୍ତନ) ଯାତ୍ରା” ଆସନ୍ତା ତା ୩୧.୧୦.୨୦୨୨ ରିଖ ଦିନ

ଧାମନଗର ଉପ ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ

ଭଦ୍ରକ:ସରଗରମ ଧାମନଗର ରାଜନୀତି । ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ । ନାମାଙ୍କନ ଦାଖଲ ପୂର୍ବରୁ ପ୍ରଥମେ ବାପା ତଥା ଦିଂବଗତ ବିଧାୟକ ବିଷ୍ଣୁ ସେଠୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଏହାପରେ ନାମାଙ୍କନ ଦାଖଲ ପାଇଁ ଯାଇଥିଲେ । ପ୍ରାର୍ଥିପତ୍ର

‘ଶିବସେନା ଉଦ୍ଧବ ବାଲାସାହେବ ଠାକରେ‘ ନାମ ସହ ଉଦ୍ଧବଙ୍କୁ ମିଳିଲା ମଶାଲ ଚିହ୍ନ

ମୁମ୍ବାଇ: ଅନ୍ଧେରୀ ଇଷ୍ଟ୍‌ ଆସନରେ ବିଧାନସଭା ଉପ-ନିର୍ବାଚନ ପାଇଁ ଉଦ୍ଧବଙ୍କ ଶିବସେନା ଦଳକୁ ମଶାଲ ଚିହ୍ନ ଦେଇଛନ୍ତି ନିର୍ବାଚନ ଆୟୋଗ । ଅନ୍ଧେରୀ ଇଷ୍ଟ୍‌ ଆସନ ‌ପାଇଁ ଆସନ୍ତା ମାସ ୩ ତାରିଖରେ ହେବାକୁ ଥିବା ଉପନିର୍ବାଚନରେ ଶିବସେନାର ଦୁଇଗୋଷ୍ଠୀ ଉଦ୍ଧବ ଏବଂ ସିନ୍ଦେ ଦଳର ଧନୁତୀର ଚିହ୍ନ

ମୁଲାୟମଙ୍କ ବିୟୋଗରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର ୧୦/୧୦: ପରଲୋକରେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ତଥା ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବ । ୮୨ ବର୍ଷ ବୟସରେ ଗୁରୁଗ୍ରାମରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁ ପରେ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟ୍ୱିଟ

ହାଇକୋର୍ଟରୁ ମିଳିଲା ମୋକିମ୍‌ଙ୍କୁ ଜାମିନ୍‌, ୧୩ରେ ପରବର୍ତ୍ତୀ ଶୁଣାଣି

କଟକ ୧୦।୧୦ : ଭିଜିଲାନ୍ସ କୋର୍ଟ ଦ୍ୱାରା ମହମ୍ମଦ ମୋକିମ୍‌ଙ୍କୁ ଦଣ୍ଡାଦେଶ ମାମଲା । ହାଇକୋର୍ଟରୁ ମୋକିମଙ୍କୁ ମିଳିଲା ଜାମିନ । ଆସନ୍ତା ୧୩ ତାରିଖରେ ହେବ ମାମଲାର ପରବର୍ତ୍ତୀ ଶୁଣାଣି । ଖବର ଅନୁଯାୟୀ, ORHDC ଦୁର୍ନୀତି ମାମଲାରେ ଦଣ୍ଡାଦେଶ ଶୁଣାଇଥିଲେ