Browsing Category

ରାଜନୀତି

‘ଶିବସେନା ଉଦ୍ଧବ ବାଲାସାହେବ ଠାକରେ‘ ନାମ ସହ ଉଦ୍ଧବଙ୍କୁ ମିଳିଲା ମଶାଲ ଚିହ୍ନ

ମୁମ୍ବାଇ: ଅନ୍ଧେରୀ ଇଷ୍ଟ୍‌ ଆସନରେ ବିଧାନସଭା ଉପ-ନିର୍ବାଚନ ପାଇଁ ଉଦ୍ଧବଙ୍କ ଶିବସେନା ଦଳକୁ ମଶାଲ ଚିହ୍ନ ଦେଇଛନ୍ତି ନିର୍ବାଚନ ଆୟୋଗ । ଅନ୍ଧେରୀ ଇଷ୍ଟ୍‌ ଆସନ ‌ପାଇଁ ଆସନ୍ତା ମାସ ୩ ତାରିଖରେ ହେବାକୁ ଥିବା ଉପନିର୍ବାଚନରେ ଶିବସେନାର ଦୁଇଗୋଷ୍ଠୀ ଉଦ୍ଧବ ଏବଂ ସିନ୍ଦେ ଦଳର ଧନୁତୀର ଚିହ୍ନ

ମୁଲାୟମଙ୍କ ବିୟୋଗରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର ୧୦/୧୦: ପରଲୋକରେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ତଥା ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବ । ୮୨ ବର୍ଷ ବୟସରେ ଗୁରୁଗ୍ରାମରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁ ପରେ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟ୍ୱିଟ

ହାଇକୋର୍ଟରୁ ମିଳିଲା ମୋକିମ୍‌ଙ୍କୁ ଜାମିନ୍‌, ୧୩ରେ ପରବର୍ତ୍ତୀ ଶୁଣାଣି

କଟକ ୧୦।୧୦ : ଭିଜିଲାନ୍ସ କୋର୍ଟ ଦ୍ୱାରା ମହମ୍ମଦ ମୋକିମ୍‌ଙ୍କୁ ଦଣ୍ଡାଦେଶ ମାମଲା । ହାଇକୋର୍ଟରୁ ମୋକିମଙ୍କୁ ମିଳିଲା ଜାମିନ । ଆସନ୍ତା ୧୩ ତାରିଖରେ ହେବ ମାମଲାର ପରବର୍ତ୍ତୀ ଶୁଣାଣି । ଖବର ଅନୁଯାୟୀ, ORHDC ଦୁର୍ନୀତି ମାମଲାରେ ଦଣ୍ଡାଦେଶ ଶୁଣାଇଥିଲେ

ଧାମନଗର ଉପନିର୍ବାଚନ ପାଇଁ ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ହେଲେ ବିଜେପି ପ୍ରାର୍ଥୀ

ସରଗରମ ଧାମନଗର ରାଜନୀତି । । ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୁରଜ ସ୍ଥିତପ୍ରଜ୍ଞଙ୍କୁ ପ୍ରାର୍ଥୀ କରିଛି ଦଳ । ଏନେଇ ବିଜେପି କେନ୍ଦ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା ହୋଇଛି । ଧାମନଗରରେ ବିଜେପିର

ମୁଁ ଦେଖିଛି, ‘ସିବିଆଇ’ ମାମଲାରେ କିଛି ନାହିଁ: ନୀତୀଶ କୁମାର

ପାଟନା: ‘ସିବିଆଇ’ ଚାର୍ଜସିଟ୍‌ ଦାଏର କରିବା କଥା ଉପରେ ପ୍ରତିକ୍ରିୟା ବ୍ୟକ୍ତ କରି ଆଜି ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି ଯେ, ଏହି ମାମଲାରେ କିଛି ନାହିଁ। ସୂଚନାଯୋଗ୍ୟ, ୧୦ ବର୍ଷ ତଳେ କଂଗ୍ରେସ ନେତୃତ୍ବାଧୀନ ‘ଉପା’ ସରକାରରେ ଲାଲୁ ପ୍ରସାଦ ଯାଦବ ରେଳ ମନ୍ତ୍ରୀ ଥିବା

ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ଲାଗି କଂଗ୍ରେସ ପ୍ରତିନିଧି ଦଳର ବୈଠକ

ଭଦ୍ରକ : ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ନିମନ୍ତେ ଶୁକ୍ରବାର ଦିନ କଂଗ୍ରେସର ଏକ ୪ ଜଣିଆ ପ୍ରତିନିଧି ଦଳ ଧାମନଗର ଆସି ବରିଷ୍ଠ ନେତା ଓ କର୍ମୀଙ୍କ ସହ ଆଲୋଚନା କରିଛନ୍ତି। ଧାମନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧୂଷୁରୀ ପଞ୍ଚାୟତର ବାହାରବିଲଠାରେ ଅନୁଷ୍ଠିତ ବୈଠକରେ ବାବା

ଧାମନଗର ଉପନିର୍ବାଚନ ରାଜନୀତି: ଭଦ୍ରକରେ ସମୀର, ପୁରନ୍ଦେଶ୍ବରୀ, ଅପରାଜିତା

ଭଦ୍ରକ : ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂରଜ ସୂର୍ଯ୍ୟବଂଶୀ ଦଳୀୟ ପ୍ରାର୍ଥୀ ହେବା ଆପାତତଃ ଚୂଡ଼ାନ୍ତ ବୋଲି କୁହାଯାଉଛି। ଆସନ୍ତା ଦିନେ, ଦୁଇଦିନ ମଧ୍ୟରେ ସୂରଜଙ୍କ ନାମ ବିଧିବଦ୍ଧ

ଧାମନଗର ନିର୍ବାଚନ ମଣ୍ଡଳୀରେ ଜନ ସମ୍ପର୍କ ପଦଯାତ୍ରା

ଭଦ୍ରକ ୦୮/୧୦: ବିଜେଡି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଆୟୋଜିତ ହେଉଛି । ଧାମନଗର ନିର୍ବାଚନ ମଣ୍ଡଳୀ ଦୋବଲ ସ୍ଥିତ କାଳୀ ପଡିଆ ଠାରୁ ବିଶାଳ ପଦ ଯାତ୍ରା ବାହାରି ଦୋବଲ ଜୋନର ବିଭିନ୍ନ ପଞ୍ଚାୟତକୁ ଯିବ । ଅବକାରୀ ମନ୍ତ୍ରୀ ଅଶ୍ୱିନୀ ପାତ୍ର, ବିଜୁ ଜନତା ଦଳ ଭଦ୍ରକ ପର୍ଯ୍ୟବେକ୍ଷକ ପ୍ରଣବ

ନାମାଙ୍କନର ଦ୍ଵିତୀୟ ଦିନ, ମୈଦାନରେ ପ୍ରଚାର କରୁଛନ୍ତି ସବୁଦଳର ପ୍ରାର୍ଥୀ

ଭଦ୍ରକ ୦୮/୧୦: ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନର ଆଜି ଦ୍ଵିତୀୟ ଦିନ । ପ୍ରଥମ ଦିନରେ କେହି ପାର୍ଥିପତ୍ର ଦାଖଲ କରି ନାହାନ୍ତି । କୌଣସି ଦଳ ନିଜର ପାର୍ଥି ଘୋଷଣା କରି ନାହାନ୍ତି କିନ୍ତୁ ସବୁ ଦଳ ଏବେ ପ୍ରଚାର ଆରମ୍ଭ କଲେଣି । ସ୍ୱର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ଧାମନଗର ବ୍ଲକରେ ଦଳୀୟ

ଶନିବାର ମନ୍ତ୍ରୀ ସମୀର ଦାସଙ୍କ କୁଶ ପୁତ୍ତଳିକା ଦାହ କରିବ ବିଜେପି

ପୁରୀ ୦୭/୧୦: ପୁରୀ ଜିଲ୍ଲା ନିମାପଡା ବ୍ଲକ୍ ୧୧ ଜୋନର ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଘଟଣାରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ବିବାଦରେ ରହିଛନ୍ତି। ଗୋଟିଏ ପଟେ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀରେ ସିଧାସଳଖ ମନ୍ତ୍ରୀଙ୍କ ନାମ ଥିବାରୁ