Browsing Category

ରାଜନୀତି

ଧାମନଗର ନିର୍ବାଚନ ମଣ୍ଡଳୀରେ ଜନ ସମ୍ପର୍କ ପଦଯାତ୍ରା

ଭଦ୍ରକ ୦୮/୧୦: ବିଜେଡି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଆୟୋଜିତ ହେଉଛି । ଧାମନଗର ନିର୍ବାଚନ ମଣ୍ଡଳୀ ଦୋବଲ ସ୍ଥିତ କାଳୀ ପଡିଆ ଠାରୁ ବିଶାଳ ପଦ ଯାତ୍ରା ବାହାରି ଦୋବଲ ଜୋନର ବିଭିନ୍ନ ପଞ୍ଚାୟତକୁ ଯିବ । ଅବକାରୀ ମନ୍ତ୍ରୀ ଅଶ୍ୱିନୀ ପାତ୍ର, ବିଜୁ ଜନତା ଦଳ ଭଦ୍ରକ ପର୍ଯ୍ୟବେକ୍ଷକ ପ୍ରଣବ

ନାମାଙ୍କନର ଦ୍ଵିତୀୟ ଦିନ, ମୈଦାନରେ ପ୍ରଚାର କରୁଛନ୍ତି ସବୁଦଳର ପ୍ରାର୍ଥୀ

ଭଦ୍ରକ ୦୮/୧୦: ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନର ଆଜି ଦ୍ଵିତୀୟ ଦିନ । ପ୍ରଥମ ଦିନରେ କେହି ପାର୍ଥିପତ୍ର ଦାଖଲ କରି ନାହାନ୍ତି । କୌଣସି ଦଳ ନିଜର ପାର୍ଥି ଘୋଷଣା କରି ନାହାନ୍ତି କିନ୍ତୁ ସବୁ ଦଳ ଏବେ ପ୍ରଚାର ଆରମ୍ଭ କଲେଣି । ସ୍ୱର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ଧାମନଗର ବ୍ଲକରେ ଦଳୀୟ

ଶନିବାର ମନ୍ତ୍ରୀ ସମୀର ଦାସଙ୍କ କୁଶ ପୁତ୍ତଳିକା ଦାହ କରିବ ବିଜେପି

ପୁରୀ ୦୭/୧୦: ପୁରୀ ଜିଲ୍ଲା ନିମାପଡା ବ୍ଲକ୍ ୧୧ ଜୋନର ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଘଟଣାରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ବିବାଦରେ ରହିଛନ୍ତି। ଗୋଟିଏ ପଟେ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀରେ ସିଧାସଳଖ ମନ୍ତ୍ରୀଙ୍କ ନାମ ଥିବାରୁ

ଧାମନଗର ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ ନାମାଙ୍କନ ଦାଖଲ…

ଭଦ୍ରକ: ଧାମନଗର ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିବ । ୧୫ ତାରିଖରେ ଯାଞ୍ଚ ପରେ ୧୭ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାର

ପଦ୍ମପୁର ବିଧାନସଭା ଆସନ ଖାଲି ନେଇ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର: ପଦ୍ମପୁର ବିଧାନସଭା ଆସନ ଖାଲି ନେଇ ବିଜ୍ଞପ୍ତି ପ୍ରକାଶ। ଆସନ ଖାଲି ନେଇ ଭାରତୀୟ ନିର୍ବାଚନ କମିସନ, ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି ବିଧାନସଭା ବାଚସ୍ପତି। ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଆସନ ଖାଲି ପଡ଼ିଥିବା ନେଇ ବିଧାନସଭା

ବିଜେଡିର ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ନାଁ ଘୋଷଣା

ଭୁବନେଶ୍ୱର ୦୬।୧୦: ବିଜେଡିର ପକ୍ଷରୁ ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ନାଁ ଘୋଷଣା କରାଯାଇଛି। ଦଳ ପକ୍ଷରୁ ୨୫ ଜଣ ନେତାଙ୍କୁ ବିଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। କେତେକ ନେତାଙ୍କୁ ୨ଟି ଲେଖାଏଁ ଜିଲ୍ଲାର ଦାୟିତ୍ବ ଦିଆଯାଇଛି। ତେବେ ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକଙ୍କୁ

ଧାମନଗର ଉପନିର୍ବାଚନ: କଂଗ୍ରେସ ଗଢ଼ିଲା କମିଟି

ଭୁବନେଶ୍ୱର: ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ନଭେମ୍ବର ୩ରେ ଭୋଟଗ୍ରହଣ ହେବା ନେଇ ନିର୍ବାଚନ କମିଶନଙ୍କ ଦ୍ୱାରା ତାରିଖ ଘୋଷଣା ହେବାପରେ ରାଜ୍ୟରେ ରାଜନୀତିକ ଉଷ୍ମତା ବୃଦ୍ଧି ପାଇଛି । ବିଧାୟକ ବିଷ୍ଣୁ ସେଠୀଙ୍କ ମୃତ୍ୟୁର ମାତ୍ର ୨୧ଦିନ ଭିତରେ ନିର୍ବାଚନ ତାରିଖ ଘୋଷଣା ହେବା ରାଜନୀତିକ

ପଦ୍ମପୁର ବିଧାୟକଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ଵିଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି

ବିଶ୍ୱେଶ୍ୱର ଟୁଡୁଙ୍କ କୁଶ ପୁତ୍ତଳିକା ଦାହ କଲା କୁଡୁମୀ ସେନା

ପାଟଣା, ୦୩/୧୦: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଛକ ନିକଟରେ ଓଡିଶା କୁଡୁମୀ ସେନା ପକ୍ଷରୁ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି । ଓଡିଶା କୁଡୁମୀ ସେନା କୁଡୁମୀ ଜାତି ପ୍ରତି ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଅଶାଳୀନ ମନ୍ତବ୍ୟ ଦେଇଥିବାରୁ

ଉପନିର୍ବାଚନ ପାଇଁ ଆମ ଦଳ ସବୁବେଳେ ପ୍ରସ୍ତୁତ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର ୦୩।୧୦ : ଉପନିର୍ବାଚନ ପାଇଁ ଆମ ଦଳ ସବୁବେଳେ ପ୍ରସ୍ତୁତ । ସେମି ଫାଇନାଲ ଆମେ ଖେଳିବୁ ଫାଇନାଲ ବି ଆମେ ଖେଳିବୁ ।ଧାମନଗର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପ୍ରସଙ୍ଗରେ ଏପରି କହିଛନ୍ତି ବିରୋଧୀ ଦଳନେତା ଜୟନାରାୟଣ ମିଶ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ,