Browsing Category

ରାଜନୀତି

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦ ନେଇ ଛକାପଞ୍ଝା : ବାଚସ୍ପତି, ବିଧାୟକଙ୍କୁ ଭେଟିଲେ ପାଇଲଟ

ଜୟପୁର : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଶାସକ କଂଗ୍ରେସ ଦଳ ମଧ୍ୟରେ ଛକାପଞ୍ଝା ଜାରି ରହିଛି। ବର୍ତ୍ତମାନ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଥିବା ଅଶୋକ ଗେହଲଟ୍‌ କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିବାରୁ ତାଙ୍କ ସ୍ଥାନରେ କିଏ ମୁଖ୍ୟମନ୍ତ୍ରୀ ହେବ ତାହାକୁ ନେଇ

କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁଙ୍କୁ ପୁଣି ବିରୋଧ

କରଞ୍ଜିଆ: କୁଡୁମୀ ସମ୍ପ୍ରଦାୟଙ୍କ ପ୍ରତି ବିବାଦୀୟ ମନ୍ତବ୍ୟକୁ ନେଇ ଦିନକୁ ଦିନ ବଢ଼ିବାରେ ଲାଗିଛି କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁଙ୍କ ଅଡୁଆ । ବିକ୍ଷୋଭ ସହ ପୁଣି କୁଶପୁତ୍ତଳିକା ଦାହ କରିଛନ୍ତି କୁଡୁମୀ ସମ୍ପ୍ରଦାୟର ଲୋକେ । ଏହିଭଳି ପରିସ୍ଥିତି ଉପଜିଛି ମୟୁରଭଞ୍ଜ ଜିଲ୍ଲାର

ବିବାଦରେ ବିଶ୍ବେଶ୍ବର ଟୁଡୁଙ୍କ ବୟାନ, କୁଡୁମୀ ସମାଜ ପକ୍ଷରୁ ତେଜିଲା ବିରୋଧ

କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁ଼ଡୁଙ୍କ ବୟାନକୁ ବିରୋଧ। କଡୁମୀ ସମାଜଙ୍କୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ବିରୋଧ କରି ଓଡ଼ିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡର କୁଡୁମୀ ସମାଜ ମୟୂରଭଞ୍ଜ ସାଂସଦଙ୍କ କୁଶପୁତଳିକା ଦାହ କରିବା ସହିତ ବିବାଦୀୟ ମନ୍ତବ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ ଦାବି

ବିଜେଡି ଜିଲ୍ଲା ପରିଷଦ ସଭ୍ୟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ବିଜେଡି ନେତାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର। ମୃତ ବ୍ୟକ୍ତି ହେଉଛନ୍ତି ଧର୍ମେନ୍ଦ୍ର ସାହୁ। ସେ ପୁରୀ ଜିଲ୍ଲା ନିମାପଡ଼ାର ୧୧ ନମ୍ବର ଜୋନ୍‌ର ବିଜେଡି ଜିଲ୍ଲା ପରିଷଦ ସଭ୍ୟ । ସକାଳୁ ଭୁବନେଶ୍ୱର ସ୍ଥିତ ତାଙ୍କ ବାସଭବନରୁ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି। ସେ ତାଙ୍କ

ପୁରୀରେ ବସିବ ଦଶମ ପରାମର୍ଶଦାତା କମିଟି ବୈଠକ

ପୁରୀ ୨୪/୦୯ : ଆଜି ପୁରୀରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ଦଶମ ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ ହେବ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ରାଜୀବ ଚନ୍ଦ୍ରଶେଖର ଓ ଦେଶର ବିଭିନ୍ନ ରାଜନୈତିକ

ଧାମନଗର ବିଧାନସଭା ଆସନ ଖାଲି, ପ୍ରକାଶ ପାଇଲା ବିଜ୍ଞପ୍ତି

ଧାମନଗର ବିଧାନସଭା ଆସନ ଖାଲି ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି । ବିଧାନସଭା ପକ୍ଷରୁ ନିର୍ବାଚନ କମିଶନଙ୍କୁ ବିଧିବଦ୍ଧ ଭାବେ ଅବଗତ କରାଗଲା । ଗତ ୧୯ ତାରିଖରେ ବିଷ୍ଣୁ ସେଠୀଙ୍କ ବିୟୋଗ ହୋଇଥିଲା । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧିନ ଭାବେ ତାଙ୍କର ମୃତ୍ୟୁ ହୋଇଥିଲା । ଫଳରେ ଏବେ ଖାଲି ପଡିଛି

ଛତ୍ରପୁର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଦେହାନ୍ତ

ଛତ୍ରପୁର: ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଦେହାନ୍ତ ହୋଇଛି । ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ତାଙ୍କର ଦେହାନ୍ତ ହୋଇଥିବା ଖବର ମିଳିଛି । ସୂଚନା ମୁତାବକ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା ।

ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ଭୁବନେଶ୍ୱର ସାଂସଦ

ଭୁବନେଶ୍ୱର : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଅନେକ ବିବାଦ ଲାଗି ରହିଥିଲା । ଏହା ଭିତରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉପରେ ଗତକାଲି ଜାତୀୟ କୀର୍ତ୍ତିରାଜି କର୍ତ୍ତୃପକ୍ଷ (ଏନ୍ଏମ୍ଏ) ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏନ୍ଏମ୍ଏ ର ଏହି ନୋଟିସ କୁ ନେଇ ଭୁବନେଶ୍ୱର

ଓଡିଶା ଆସିବେ ପ୍ରଭାରୀ ସୁନୀଲ ବଂଶଲ

ଭୁବନେଶ୍ୱର : ଚଳଚଞ୍ଚଳ ରାଜ୍ୟ ବିଜେପି ଶିବିର । ଆସିବେ ସୁନୀଲ ବଂଶଲ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଓଡିଶା ଗସ୍ତ ପୂର୍ବରୁ ଓଡିଶା ଆସୁଛନ୍ତି କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ । ନଡ୍ଡାଙ୍କ ଗସ୍ତର ବିସ୍ତୃତ ସମୀକ୍ଷା କରିବେ ବଂଶଲ । ଏହାସହ ସଙ୍ଗଠନ ମଜବୁତ ନେଇ ବରିଷ୍ଠ

ଭାରତ ଯୋଡ଼ୋ ଯାତ୍ରା ପାଇଁ ମହିଳା କଂଗ୍ରେସର ପ୍ରସ୍ତୁତି ବୈଠକ

ରାଜ୍ୟରେ ଭାରତ ଯୋଡ଼ୋ ଯାତ୍ରା ପାଇଁ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସେ ବୁଥ, ବ୍ଲକ, ଜିଲ୍ଲା ଏବଂ ପ୍ରାଦେଶିକ