Browsing Category

ରାଜନୀତି

ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ଭୁବନେଶ୍ୱର ସାଂସଦ

ଭୁବନେଶ୍ୱର : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଅନେକ ବିବାଦ ଲାଗି ରହିଥିଲା । ଏହା ଭିତରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉପରେ ଗତକାଲି ଜାତୀୟ କୀର୍ତ୍ତିରାଜି କର୍ତ୍ତୃପକ୍ଷ (ଏନ୍ଏମ୍ଏ) ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏନ୍ଏମ୍ଏ ର ଏହି ନୋଟିସ କୁ ନେଇ ଭୁବନେଶ୍ୱର…

ଓଡିଶା ଆସିବେ ପ୍ରଭାରୀ ସୁନୀଲ ବଂଶଲ

ଭୁବନେଶ୍ୱର : ଚଳଚଞ୍ଚଳ ରାଜ୍ୟ ବିଜେପି ଶିବିର । ଆସିବେ ସୁନୀଲ ବଂଶଲ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଓଡିଶା ଗସ୍ତ ପୂର୍ବରୁ ଓଡିଶା ଆସୁଛନ୍ତି କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ । ନଡ୍ଡାଙ୍କ ଗସ୍ତର ବିସ୍ତୃତ ସମୀକ୍ଷା କରିବେ ବଂଶଲ । ଏହାସହ ସଙ୍ଗଠନ ମଜବୁତ ନେଇ ବରିଷ୍ଠ…

ଭାରତ ଯୋଡ଼ୋ ଯାତ୍ରା ପାଇଁ ମହିଳା କଂଗ୍ରେସର ପ୍ରସ୍ତୁତି ବୈଠକ

ରାଜ୍ୟରେ ଭାରତ ଯୋଡ଼ୋ ଯାତ୍ରା ପାଇଁ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସେ ବୁଥ, ବ୍ଲକ, ଜିଲ୍ଲା ଏବଂ ପ୍ରାଦେଶିକ…

ମୋକିମ୍ କହିଲେ ପାର୍ଟି ଅଫିସ ଯିବେନି, ତାରା କହିଲେ ଥରେ ବିଧାୟକ ହୋଇ ଏତେ ବ୍ୟଗ୍ର କାହିଁକି

ଭୁବନେଶ୍ୱର: କଟକ ବାରବାଟିର ବିଧାୟକ ମହମ୍ମଦ ମୋକିମ କହିଛନ୍ତି ସେ କଂଗ୍ରେସ ଭବନ ଯିବେ ନାହିଁ କି କଂଗ୍ରେସର କୌଣସି କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ। ଯେପର୍ଯ୍ୟନ୍ତ ବିବାଦର ସମାଧାନ ନହୋଇଛି ସେପର୍ଯ୍ୟନ୍ତ ଦଳୀୟ ଅଫିସକୁ ଯିବେ ନାହିଁ ବୋଲି କହିଛନ୍ତି। ରାଷ୍ଚ୍ରପତି ନିର୍ବାଚନରେ…

ଦିଲ୍ଲୀରୁ ଫେରିବା ପରେ ଜୋଶ୍‌ରେ ଜୟନାରାୟଣ, ବିଜେଡି କହିଲା ‘ବାହାସ୍ପୋଟ’

ଭୁବନେଶ୍ୱର: ଫୁଲ୍ ଜୋଶରେ ବିରୋଧୀ ଦଳ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର। ନୂଆଦିଲ୍ଲୀ ଗସ୍ତରେ ଯାଇ ଦଳର ଶୀର୍ଷ ନେତା ତଥା ଗୃହମନ୍ତ୍ରୀ ଅମିତ ଶାହ ଏବଂ ଦଳର ସଭାପତି ଜେ.ପି ନଡ୍ଜାଙ୍କୁ ଭେଟିବା ପରେ ଭୁବନେଶ୍ୱର ଫେରିଛନ୍ତି ବିରୋଧୀ ଦଳ ନେତା ଜୟନରାୟଣ ମିଶ୍ର। ଶୀର୍ଷ…

ଶ୍ରୀମନ୍ଦିରରେ ବିଜେପି ରାଷ୍ଟ୍ରୀୟ ସମ୍ପାଦକ ଦୁଷ୍ୟନ୍ତ ଗୌତମ

ପୁରୀ ୧୯/୦୯: ବିଜେପି ସର୍ବଭାରତୀୟ ସାଧାରଣ ସମ୍ପାଦକ ଦୁଷ୍ୟନ୍ତ ଗୌତମ ସୋମବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ମୁରତିଙ୍କୁ ଦର୍ଶନ କରିଛନ୍ତି। ଅପରାହ୍ଣ ୪ଟା ରେ ଦୁଷ୍ୟନ୍ତ ଶ୍ରୀମନ୍ଦିର ସିଂହଦ୍ଵାରରେ ପହଞ୍ଚିବା ପରେ ତାଙ୍କୁ ପୁରୀ ବିଜେପି ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜନସମ୍ପର୍କ ପଦ ଯାତ୍ରା

ଗୋପାଳପୁର: ଗୋପାଳପୁର ନିର୍ବାଚନମଣ୍ଡଳୀକୁ ୨ ଦିନିଆ ଗସ୍ତରେ ଆସିଥିବା ଗୋପାଳପୁର ବିଧାୟକ‌ ଡ଼ ପ୍ରଦୀପ କୁମାର ପାଣିଗ୍ରାହୀ ଦ୍ବିତୀୟ ଦିନରେ ରଙ୍ଗେଈଲୁଣ୍ଡା ବ୍ଲକ ରଙ୍ଗିପୁର ପଞ୍ଚାୟତ ରାଳବ ଗ୍ରାମରେ ପହଞ୍ଚି ଆୟୋଜିତ ହୋଇଥିବା ଜନସମ୍ପର୍କ ପଦଯାତ୍ରାରେ ସାମିଲ ହୋଇଛନ୍ତି। ହଳଦିଆପଦର ଛକରେ…

ବିଷ୍ଣୁଚରଣ ସେଠୀଙ୍କ ପରଲୋକରେ ଶୋକ

ଭୁବନେଶ୍ବର: ବରିଷ୍ଠ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଟୁଇଟ କରି ଲେଖିଛନ୍ତି, ଓଡ଼ିଶାର ପ୍ରଗତି ପାଇଁ ଶ୍ରୀ ବିଷ୍ଣୁଚରଣ ସେଠୀଙ୍କ ଅବଦାନ ଅତୁଳନୀୟ। ଜଣେ କଠିନ ପରିଶ୍ରମୀ ବିଧାୟକ ଭାବରେ ନିଜର…

ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ, ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ

ଭୁବନେଶ୍ୱର ୧୯।୦୯: ପରଲୋକରେ ବିଧାୟକ ବିଷ୍ଣୁ ସେଠୀ । ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା । ଖବର ଅନୁଯାୟୀ, ଗତ କିଛି ଦିନ ହେଲା କିଡନୀ ରୋଗରେ ପୀଡିତ ଥିଲେ ବିଷ୍ଣୁ ସେଠୀ । ଏହାପରେ…

ଅକ୍ଟୋବର ୩୧ରୁ ଓଡ଼ିଶାରେ ‘ଭାରତ ଯୋଡ଼ୋ’ ଯାତ୍ରା

ଭୁବନେଶ୍ୱର : ଅକ୍ଟୋବର ୩୧ରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଭୁବନେଶ୍ୱର ଇନ୍ଦିରା ପାର୍କରୁ ଆରମ୍ଭ ହେବ ‘ଭାରତ ଯୋଡ଼ୋ’ ଯାତ୍ରା । ଏହା ପ୍ରାୟ ଶହେ ଦିନ ଯାଏଁ ହେବ । ୨୨୫୦ କିଲୋମିଟର ପଦଯାତ୍ରା ହେବ। ୨୦ ସଂସଦୀୟ କ୍ଷେତ୍ରରେ ହେବ ଏହି ଯାତ୍ରା। ଏଥିରେ ବିଭିନ୍ନ…