Browsing Category

ରାଜନୀତି

ଏନଡିଏରେ ସାମିଲ ହେବାକୁ ନବୀନଙ୍କୁ ନିବେଦନ କଲେ କେନ୍ଦ୍ର ମନ୍ତ୍ରୀ ଅଠାୱାଲେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏନଡିଏରେ ସାମିଲ ହେବା ପାଇଁ ନିବେଦନ କଲେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱାଲେ । ସେ କହିଛନ୍ତି ଯେ ଉଭୟ ଲୋକସଭା ଓ ରାଜ୍ୟସଭାରେ ଅନେକ ଗୁରୁତ୍ୱପୂର୍ଣ ବିଲ ପାସ ବେଳେ ଏନଡିଏ ସରକାରକୁ ବିଜେଡି ବହୁତ ସହଯୋଗ କରିଛି । ୨୦୨୪ ନିର୍ବଚନ ବେଳକୁ

ବିଜୁ ଛାତ୍ର ଜନତା ଦଳର ନୂଆ କର୍ମକର୍ତ୍ତାଙ୍କୁ ନିଯୁକ୍ତି

ଭୁବନେଶ୍ୱର: ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲା ଓ ନିର୍ବାଚନ ମଣ୍ଡଳୀ ପାଇଁ ନୂଆ କର୍ମକର୍ତ୍ତାଙ୍କୁ ନିଯୁକ୍ତି ମିଳିଛି । ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ନବୀନ ପଟ୍ଟନାୟକ କାର୍ଯ୍ୟକାରୀ ସଭାପତି, ସେକ୍ରେଟାରୀ ଜେନେରାଲ, ବରିଷ୍ଠ ଉପସଭାପତି, ଜୋନ ସଭାପତି,

ପୁଣିଥରେ କର୍ଣ୍ଣାଟକରେ ଏକାଠି ହେବେ ଜେଡିଏସ୍ ଓ କଂଗ୍ରେସ

ବେଙ୍ଗାଲୁରୁ: କର୍ଣ୍ଣାଟକରେ ପୁଣିଥରେ କଂଗ୍ରେସ ଓ ଜେଡିଏସ୍ ଦଳର ସମ୍ପର୍କର ଘନୀଷ୍ଟ ହୋଇଛି। ୨୦୨୩ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ପାଇଁ କଂଗ୍ରେସ ନେତା ଡିକେ ଶିବକୁମାରଙ୍କୁ ସମର୍ଥନ ଦେବାକୁ ଘୋଷଣା କରିଛନ୍ତି ଜେଡିଏସ୍‌ ନେତା ଏଚ୍‌ଡି କୁମାରଶ୍ୱାମୀ। ଏନେଇ କୁମାର ଶ୍ୱାମୀ

ଉପରାଷ୍ଟ୍ରପତିଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ୨ ବିଜେଡି ସାଂସଦ

ନୂଆଦିଲ୍ଳୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ସାଂସଦ ପିନାକୀ ମିଶ୍ର ଏବଂ ସସ୍ମିତ ପାତ୍ର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜୁ ଜନତା ସଂସଦୀୟ ଦଳ ତରଫରୁ ସାଂସଦ ପିନାକୀ ମିଶ୍ର ଏବଂ ସସ୍ମିତ ପାତ୍ର ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟି ଶୁଭେଚ୍ଛା ଏବଂ ଅଭିବାଦନ

ଓଡିଶା ଆମ୍ ଆଦମୀ ପାର୍ଟିର ସାମ୍ବାଦିକ ସମ୍ମିଳନୀ

ଦେଶରେ ବିଜେପିର ବିକଳ୍ପ ଭାବେ ଦିନକୁ ଦିନ ମଜବୁତ ହେବାରେ ଲାଗିଛି ଆମ୍ ଆଦମୀ ପାର୍ଟି । ଦିଲ୍ଲୀ ପରେ ଏବେ ପଞ୍ଜାବ ଦଖଲ କରି ନିଜର ସ୍ଥିତି ଜାହିର କରିଛି ଆପ୍ । ବିଜେପି ଓ କଂଗ୍ରେସ ପରେ ଆପ ହେଉଛି ଏକମାତ୍ର ଦଳ ଯାହାର କି ଦୁଇଟି ରାଜ୍ୟରେ ଶାସନ ରହିଛି । ସାମ୍ବାଦିକ ସମ୍ମିଳନୀରେ ଏଭଳି

ବିଜୁ ଯୁବ ଜନତା ଦଳ ପୁନର୍ଗଠିତ

ଭୁବନେଶ୍ୱର: ବିଜୁ ଜନତା ଦଳରେ ନୂଆ ନିଯୁକ୍ତି । ବିଜୁ ଯୁବ ଜନତା ଦଳର ବିଭିନ୍ନ ପଦ ପଦବୀ ନେଇ ନୂଆ ନିଯୁକ୍ତିକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ । ଏ ନେଇ ପ୍ରେସ ବିଜ୍ଞପ୍ତି ଜରିଆରେ ଅବଗତ କରାଇଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ

ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ

ଭୁବନେଶ୍ୱର – ଆଜି ପୂର୍ବାହ୍ନରେ ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବିଧାନସଭା ସ୍ଥିତ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଚୟନ କମିଟିର ସଦସ୍ୟ ଭାବେ ଓଡ଼ିଶା

ବାଲି ଚୋରା ଚାଲାଣକୁ ନେଇ ସରକାରଙ୍କ ଉପରେ ବର୍ଷିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ବର: ଆଜି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ଷଡ଼ଙ୍ଗୀ ବାଲି ଚୋରା ଚାଲାଣକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ତାଙ୍କ ଅଭିଯୋଗ କ୍ରମେ, ଜୟଦେବ ବିଧାନସଭା କ୍ଷେତ୍ରର ବାଲିଅନ୍ତାରେ ରହିଛି

୩୦ ଜିଲ୍ଲା ପାଇଁ ବିଜେଡିର ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ବର : ରାଜ୍ୟର ୩୦ଟି ଜିଲ୍ଲା ପାଇଁ ବିଜୁ ଜନତା ଦଳ ପକ୍ଷରୁ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କରିଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୬ ଜଣ ବରିଷ୍ଠ ନେତାଙ୍କୁ ୩୦ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ

କଟକ ନଗର କଂଗ୍ରେସର ସଭାପତି ହେଲେ ସୁରେଶ ମହାପାତ୍ର

ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମ୍‌ଙ୍କ ପକ୍ଷଛେଦନ କରିଛି କଂଗ୍ରେସ। ମୋକିମଙ୍କ ସଂପୂର୍ଣ୍ଣ ନିୟନ୍ତ୍ରଣରେ ରହିଥିବା ତଥା ତାଙ୍କର ଏକାନ୍ତ ଅନୁଗତ ଗିରିବାଳା ବେହେରାଙ୍କୁ ଅନ୍ତର କରି ତାଙ୍କ ସ୍ଥାନରେ ଦଳର ବରିଷ୍ଠ ନେତା ସୁରେଶ ମହାପାତ୍ରଙ୍କୁ ନଗର କଂଗ୍ରେସ ସଭାପତି ଭାବେ ନିଯୁକ୍ତ