Browsing Category

ରାଜନୀତି

ସାଂସଦ ସସ୍ମିତ ପାତ୍ର ହେଲେ କୋଇଲା ଓ ଖଣି ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ

ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର କୋଇଲା ଓ ଖଣି ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ ହେଲେ । ପୂର୍ବରୁ ଆଇନ ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ ଭାବେ ଚୟନ ହୋଇଛନ୍ତି । ବିଜୁ ଜନତା ଦଳ ପକ୍ଷରୁ ସସ୍ମିତ ପାତ୍ର ୨ୟ ଥର ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି । ୨୦୨୮ରେ

ମୋଦି @୨୦ ଡ୍ରିମସ୍ ମିଟ୍ ଡେଲିଭରି ପୁସ୍ତକର ଲୋକାର୍ପଣ କଲେ ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ମୋଦି@୨୦ ପୁସ୍ତକର ଓଡିଶା ଚାପ୍ଟର ଲୋକାର୍ପଣ ହୋଇଛି । ଏହାକୁ ଭୁବନେଶ୍ୱରରେ ଲୋକାର୍ପଣ କଲେ ଗୃହ ମନ୍ତ୍ରୀ ଅମିତ ଶାହ । ପୁସ୍ତକ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବିଷୟରେ କହିଲେ ଶାହ । ଜଣେ ବ୍ୟକ୍ତି ଯିଏ ୱାର୍ଡମେମ୍ବର, ସରପଞ୍ଚ ନିର୍ବାଚନ ବି ଲଢିନଥିଲେ ।

ଗଣମାଧ୍ୟମ କୌଣସି ପ୍ରକାର ଭୟ ନରଖି ନିଜ କାର୍ଯ୍ୟ ସମ୍ପାଦନ କରିବା ଉଚିତ: ମୁଖ୍ୟମନ୍ତ୍ରୀ

ଓଡ଼ିଶାର ପୁରାତନ ଖବରକାଗଜ ପ୍ରଜାତନ୍ତ୍ର ୭୫ତମ ପୂର୍ତ୍ତି ଉତ୍ସବ କଟକର ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଉଦଘାଟକ ଭାବେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହା ଯୋଗ ଦେଇଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ

ମଙ୍ଗଳବାରଠୁ କଂଗ୍ରେସର ପଦଯାତ୍ରା

ଭୁବନେଶ୍ୱର: ଦେଶ ସ୍ବାଧୀନତାର ୭୫ବର୍ଷ ପୂରୁଥିବାରୁ ମଙ୍ଗଳବାରଠାରୁ କଂଗ୍ରେସ ପ୍ରତି ଜିଲାରେ ୭୫ କିଲୋମିଟର ପଦଯାତ୍ରା କରିବ। ଏହି ପଦଯାତ୍ରା ମାଧ୍ୟମରେ ଲୋକଙ୍କୁ ସଚେତନ କରିବ ବୋଲି ଜଣାପଡିଛି। ଭୁବନେଶ୍ବର ପଟିଆରୁ ପିସିସି ସଭାପତି ଶରତ ପଟ୍ଟନାୟକ ଏହି ପଦଯାତ୍ରାର ଶୁଭାରମ୍ଭ କରିବେ। ତେବେ

କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କଲେ ଅମିତ ଶାହ

କଟକ: ନେତାଜୀ ଜନ୍ମସ୍ଥାନରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । କଡ଼ା ସୁରକ୍ଷା ବଳୟ ମଧ୍ୟରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ନେତାଜୀ ସଂଗ୍ରହାଳୟ ବୁଲିଛନ୍ତି ଶାହ । ତେବେ ଏହି ଗସ୍ତ ସମୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନେତାଜୀ

ଶାହାଙ୍କୁ ସ୍ବାଗତ ଜଣାଇବାକୁ ଗଲେନି ରାଜ୍ୟର କୌଣସି ମନ୍ତ୍ରୀ: ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ରାଜ୍ୟର କୌଣସି ମନ୍ତ୍ରୀ ସ୍ବାଗତ କରିବାକୁ ଯାଇ ନାହାନ୍ତି। ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଏଭଳି ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି, ଯେତେବେଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଭୁବନେଶ୍ୱର ପହଞ୍ଚିଲେ ସେତେବେଳେ ତାଙ୍କୁ

ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଅମିତ ଶାହା

ଭୁବନେଶ୍ୱର: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସୋମବାର ସେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି। ସେ ମନ୍ଦିର ଭିତରେ ପ୍ରାୟ ୨୦ ମିନିଟ୍‌ ଧରି ପୂଜାର୍ଚ୍ଚନା କରିଥିଲେ। ତାଙ୍କ ସହ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି,

ସଂସଦରେ ମହିଳାଙ୍କ ୩୩ ପ୍ରତିଶତ ସଂରକ୍ଷିତ ମହିଳା ଆସନ ପାଇଁ ରାଜ୍ୟସଭାରେ ଦାବି କଲେ ସସ୍ମିତ ପାତ୍ର

ଭୁବନେଶ୍ୱର: ରାଜ୍ୟସଭାରେ ବିଜେଡି ସାଂସଦ ସସ୍ମିତ ପାତ୍ର ସଂସଦରେ ମହିଳାଙ୍କ ସଂରକ୍ଷଣ ବିଲ୍ ପାଇଁ ଦାବି ଉପସ୍ଥାପନ କରିଛନ୍ତି । ସଂସଦରେ ୩୩ ପ୍ରତିଶତ ମହିଳା ସଂରକ୍ଷଣ ବିଲ୍ ପାଇଁ ସସ୍ମିତ ରାଜ୍ୟସଭାରେ ଦାବି ଉପସ୍ଥାପନ କରିଛନ୍ତି । ସସ୍ମିତ ଦାବି ରଖିଥିଲେ ଯେ, ଉଭୟ ବିଧାନସଭା ଏବଂ

“ଓଡ଼ିଶା ମୋ ପରିବାର”ର ରାଜ୍ୟ ସଂଯୋଜକ ହେଲେ ମିହିର ରାୟ

ଭୁବନେଶ୍ୱର: ବିଜେଡିରେ ଯୋଗ ଦେଇଥିବା ଯୁବ ସମାଜସେବୀ ମିହିର ରାୟଙ୍କୁ "ଓଡ଼ିଶା ମୋ ପରିବାର"ର ନୂତନ ରାଜ୍ୟ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ "ଓଡ଼ିଶା ମୋ ପରିବାର"ର ଆବାହକ ଅରୂପ ପଟ୍ଟନାୟକ ଶ୍ରୀ ରାୟଙ୍କୁ ଏହି ଦାୟିତ୍ଵ

ମୂଲ୍ୟ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ରାଜଭବନ ଘେରାଉ

ଭୁବନେଶ୍ବର: ମୂଲ୍ୟ ବୃଦ୍ଧି ଓ ଜିଏସଟି ନେଇ ଆଜି କଂଗ୍ରେସ ପକ୍ଷରୁ ରାଜଭବନ ଘେରାଉ କରାଯାଇଛି। ଦେଶରେ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି ସହ ବେକାରୀ ସମସ୍ୟା, ଅଗ୍ନିପଥ ଯୋଜନା ଏବଂ ମୁଢ଼ି, ଗୁଡ଼, ଖଇ ଉପରେ ଦ୍ରବ୍ୟ ଓ ସେବା କର