Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
କାରଣ ଦର୍ଶାଅ ନୋଟିସ୍ର ଜବାବ ଦେଲେ ବିଧାୟକ ମହମ୍ମଦ ମୋକିମ
ଦଳୀୟ ଶୃଙ୍ଖଳା ଭଙ୍ଗ କରିବା ଅଭିଯୋଗରେ କାରଣ ଦର୍ଶାଅ ନୋଟିସ୍ ଜାରି କରିଥିବାବେଳେ ଜବାବ ରଖିଛନ୍ତି ବିଧାୟକ ମହମ୍ମଦ ମୋକିମ । ସେ କହିଛନ୍ତି, ଜାରି ହୋଇଥିବା ନୋଟିସ୍ରେ ଜବାବ ରଖିଛି । କ’ଣ ଲେଖିଛି ଏବେ ସ୍ପଷ୍ଟ କରିପାରିବି ନାହିଁ । ତେବେ ମୋକିମଙ୍କ ଜବାବ ପରେ ପିସିସି ସଭାପତି ଶରତ!-->…
ବିଜେଡିରେ ଯୋଗ ଦେଲେ ପ୍ରମୋଦ ପଣ୍ଡା
ଭୁବନେଶ୍ବର: ବିଜେପି ଛାଡି ବିଜେଡିରେ ସାମିଲ ହେଲେ ପ୍ରମୋଦ ପଣ୍ଡା। ପ୍ରମୋଦ ଘୁମଶର ବିଜେପିର ଯୁବ ସଭାପତି ଭାବେ ଦୁଇ ବର୍ଷ ଧରି କାମ କରୁଥିଲେ। ଆଜି ଶତାଧିକ ସମର୍ଥକଙ୍କ ସହ ସେ ବିଜେଡିରେ ଯୋଗ ଦେଇଛନ୍ତି। ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ କବିସୂର୍ଯ୍ୟନଗର ବିଧାୟିକା!-->…
ଦରବୃଦ୍ଧି ଓ ବେକାରୀ ସମସ୍ୟା ନେଇ ଅଗଷ୍ଟ ୫ରେ ରାଜଭବନ ଘେରାଉ କରିବ କଂଗ୍ରେସ
ଭୁବନେଶ୍ବର: ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି, ବେକାରୀ ସମସ୍ୟା, ଅଗ୍ନିପଥ ଯୋଜନା ଏବଂ ମୁଢ଼ି, ଗୁଡ଼, ଖଇ ପ୍ରଭୃତି ଉପରେ ଜିଏସ୍ଟି ଲାଗୁ ବିରୁଦ୍ଧରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ କଂଗ୍ରେସ ଦଳ ପକ୍ଷରୁ ଆସନ୍ତା!-->…
ଜୟପୁର ଓ ଉତକେଲା ବିମାନବନ୍ଦରକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଦାବି ଉଠାଇଲେ ସାଂସଦ ମାନସ ମଙ୍ଗରାଜ
ନୂଆଦିଲ୍ଲୀ : କୋରାପୁଟ ଜିଲ୍ଲାର ଜୟପୁର ଓ କଳାହାଣ୍ଡିର ଉତକେଲା ଏୟାରପୋର୍ଟକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଦାବି କରିଛନ୍ତି ବିଜେଡି ସାଂସଦ ମାନସ ରଞ୍ଜନ ମଙ୍ଗରାଜ । ସଂସଦରେ ସ୍ୱତନ୍ତ୍ର ଆଲେଖ୍ୟ ଜରିଆରେ ଏହି ପ୍ରସଙ୍ଗ ଉଠାଇଛନ୍ତି ମାନସ ମଙ୍ଗରାଜ । ୨୦୧୭ରେ ମାଓ ଅଧ୍ୟୁଷିତ କୋରାପୁଟ ଓ!-->…
ଆନୁଷ୍ଠାନିକ ଭାବେ ବିରୋଧୀ ଦଳ ନେତା ଦାୟିତ୍ୱ ଗ୍ରହଣ କଲେ ଜୟ ନାରାୟଣ
ଭୁବନେଶ୍ୱର: ବିଧାନସଭାରେ ବିରୋଧୀ ଦଳ ନେତାଙ୍କ ଆସନରେ ବସିଲେ ଜୟ ନାରାୟଣ ମିଶ୍ର । ଗୃହରେ ବାଚସ୍ପତିଙ୍କ ଘୋଷଣା ପରେ ଆନୁଷ୍ଠାନିକ ଭାବେ ଜୟ ନାରାୟଣ ମିଶ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ ପରେ ବାଚସ୍ପତି ଶୁଭେଚ୍ଛା ଜଣାଇଥିବାବେଳେ କଂଗ୍ରେସ ବିଧାୟକ ଦଳ ନେତା ବି ଶୁଭେଚ୍ଛା!-->…
ଚିଲିକା ଗ୍ରସ୍ତରେ କେନ୍ଦ୍ର ମନ୍ତ୍ରୀ ସାଧ୍ବୀ ନିରଞ୍ଜନ ଜ୍ୟୋତି
ଚିଲିକା: ତିନିଦିନିଆ ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଖାଉଟି କଲ୍ୟାଣ ଓ ସାଧାରଣ ବଣ୍ଟନ ଏବଂ ଗ୍ରାମ୍ୟ ଉନ୍ନୟନ ରାଷ୍ଟ୍ରମନ୍ତ୍ରୀ ସାଧ୍ବୀ ନିରଞ୍ଜନ ଜ୍ୟୋତି । ଆଜି ଶେଷ ଦିନରେ ଦିନିକିଆ ଚିଲିକା ନିର୍ବାଚନୀ ଗ୍ରସ୍ତରେ ଯାଇଛନ୍ତି । ଆଜାଦିକି ଅମୃତ ମୋହଉତ୍ସବ "ହର ଘର ତିରଙ୍ଗା "!-->…
ଆଜିଠୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ
ଭୁବନେଶ୍ୱର,୩୦/୦୭: ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀ ଢେଙ୍କାନାଳ ଜିଲ୍ଲାର ଭୁବନଠାରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେବା ସହ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବେ । ଶ୍ରୀ ପ୍ରଧାନ!-->…
ସସ୍ମିତ୍ ରାଜ୍ୟସଭା ବିଜେଡି ନେତା ଓ ସୁଲତା ମୁଖ୍ୟ ସଚେତକ ଦାୟିତ୍ବ
ଭୁବନେଶ୍ୱର: ରାଜ୍ୟସଭାରେ ବିଜେଡି ନେତା ହେଲେ ସାଂସଦ ଡ. ସସ୍ମିତ ପାତ୍ର । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ସେହିପରି ରାଜ୍ୟସଭା ସାଂସଦ ସୁଲତା ଦେଓଙ୍କୁ ରାଜ୍ୟସଭାରେ ବିଜେଡି ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦିଆଯାଇଛି ।
!-->!-->!-->…
ଆସନ୍ତା ଅଗଷ୍ଟ ୫ରେ ପୁଣି ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆସନ୍ତା ଅଗଷ୍ଟ ୫ରେ ପୁଣି ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାହା ବିଶେଷ ସୂତ୍ରରୁ ଖବର ମିଳିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ 'ଆଜାଦି କା ଅମୃତ ମହୋତ୍ସବ'ର ଜାତୀୟ କମିଟି ବୈଠକ ଓ ନୀତି ଆୟୋଗର ୭ମ ପରିଚାଳନା ପରିଷଦ ବୈଠକରେ ଯୋଗଦେବାର!-->…
ତୃତୀୟ ଦିନର ସୋନିଆ ଗାନ୍ଧୀଙ୍କ ଇଡି ଜେରା ପ୍ରତିବାଦରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସର ସତ୍ୟାଗ୍ରହ
ଭୁବନେଶ୍ୱର: ନିଖିଳ ଭାରତ ଜାତୀୟ କଂଗ୍ରେସ କାର୍ଯ୍ୟକାରୀ ଅଧ୍ୟକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀଙ୍କୁ ତୃତୀୟ ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଜେରା କରିବା ଘଟଣାକୁ ନେଇ ଆଜି ମଧ୍ୟ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ତରଫରୁ ମହାତ୍ମା ଗାନ୍ଧୀ ମାର୍ଗରେ ସତ୍ୟାଗ୍ରହ ହୋଇଥିଲା। କେନ୍ଦ୍ରର ବିଜେପି!-->…