Browsing Category

ରାଜନୀତି

ଦିଲ୍ଲୀ ସରକାରଙ୍କ ଅବକାରୀ ନୀତି ବିରୋଧରେ ବିଜେପି ପକ୍ଷରୁ ମନିଷ ସିସୋଦିଆଙ୍କ ଘର ଘେରାଉ

ଦିଲ୍ଲୀ: ଦିଲ୍ଲୀ ସରକାରରେ ଉପ ମୁଖ୍ୟମନ୍ତ୍ରୀ ତଥା ଅବକାରୀମନ୍ତ୍ରୀ ଥିବା ମନିଷ ସିସୋଦିଆଙ୍କ ଅବକାରୀ ନୀତିକୁ ବିରୋଧ କରି ବିଜେପି ପକ୍ଷରୁ ପ୍ରଦର୍ଶନ କରାଯାଇଛି । ଦିଲ୍ଲୀ ସରକାରଙ୍କ ଅବକାରୀ ନୀତି ବାବଦରେ ସିବିଆଇ ଯାଂଚ ପାଇଁ ଉପ ରାଜ୍ୟପାଳ ସୁପାରିଶ କରିବା ପରେ ଆକ୍ସନ ମୋଡକୁ ଆସିଛି

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର: ରାଷ୍ଟ୍ରପତି ରୂପେ ଆସନ୍ତା ୨୫ ତାରିଖରେ ଶପଥ ନେବେ ଦ୍ରୌପଦୀ ମୁର୍ମୁ। ଏହି ଉତ୍ସବରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠୁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଗତକାଲି ସକାଳେ ମୁଖ୍ୟମନ୍ତ୍ରୀ ଫୋନ୍‍ କରି ଦ୍ରୌପଦୀଙ୍କୁ ଓଡ଼ିଶାବାସୀଙ୍କ ପକ୍ଷରୁ ନିଜର ଶୁଭେଚ୍ଛା

ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ବର: ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍‌। ବାରବାଟୀ-କଟକ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍‌ କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ଦୁଇ ସପ୍ତାହ ମଧ୍ୟରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ କରିଥିବାରୁ କାରଣ

ଫୋନ ଯୋଗେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ଗତକାଲି ରାଷ୍ଟ୍ରପତି ନିର୍ବାଚନରେ ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁ ବଡ ବିଜୟ ହାସଲ କରିଛନ୍ତି। ସେ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ପରାସ୍ତ କରି ଦେଶର ପ୍ରଥମ ଆଦିବାସୀ ମହିଳା ଭାବେ ଇତିହାସ ରଚିଛନ୍ତି। ଯଦିବା ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏ ପ୍ରାର୍ଥୀ ଭାବେ

ସୋନିଆ ଗାନ୍ଧୀଙ୍କୁ ଇଡି ସମନ ପରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର: ସୋନିଆ ଗାନ୍ଧୀଙ୍କୁ ଇଡି ସମନ ପରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କଂଗ୍ରେସ ଭବନରୁ ଶତାଧିକ କଂଗ୍ରେସ କର୍ମୀ ଶୋଭାଯାତ୍ରାରେ ବାହାରିଥିଲେ। ରାଜମହଲ ଛକରେ ପୋଲିସ ଅଟକାଇବାରୁ କଂଗ୍ରେସ କର୍ମୀ-ପୋଲିସ ମୁହାଁମୁହିଁ ହୋଇଥିଲେ। ସୂଚନାଯୋଗ୍ୟ, ନ୍ୟାଶନାଲ

ବିଧାୟକଙ୍କ ହାତପାଣ୍ଠି ବୃଦ୍ଧି ନେଇ ବିଧାନସଭାରେ ଦାବି କଲେ ବିରୋଧୀ ଓ ଶାସକ ଦଳର ସଦସ୍ୟ

ଭୁବନେଶ୍ୱର: ବିଧାୟକଙ୍କ ହାତପାଣ୍ଠି ବୃଦ୍ଧି ନେଇ ବିଧାନସଭାରେ ସରଗରମ ଆଲୋଚନା ହୋଇଛି । ଉଭୟ ଶାସକ ଓ ବିରୋଧୀ ସଦସ୍ୟ ବିଧାୟକ ଏଥିପାଇଁ ଦାବି କରିଛନ୍ତି । ବର୍ତ୍ତମାନ ବିଧାୟକଙ୍କପାଣ୍ଠି ୩ କୋଟି ଟଙ୍କା ରହିଛି । ଏଥିରୁ ୨ କୋଟି ଟଙ୍କା ସାଧାରଣରେ, ଉଚ୍ଚଶିକ୍ଷା ପାଇଁ ୫୦ ଲକ୍ଷ ଏବଂ

ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେଇଛନ୍ତି ୨ ବିଜେପି ବିଧାୟକ: ତାରା

ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନରେ ବିଜେପି ବିଧାୟକ କରିଛନ୍ତି କ୍ରସ୍ ଭୋଟିଂ । ନିଜ ଦଳର ପ୍ରାର୍ଥୀଙ୍କ ବଦଳରେ ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ ଭୋଟ ଦେଇଛନ୍ତି ଦୁଇ ବିଜେପି ବିଧାୟକ । ଏଭଳି ଗୁରୁତର ଅଭିଯୋଗ କରିଛନ୍ତି କଂଗ୍ରେସ ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି ।

ମହମ୍ମଦ ମୋକିମଙ୍କ ସହ କଂଗ୍ରେସର ଆଉ ଜଣେ ବିଧାୟକ ବି ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନ କରିଛନ୍ତି: ମୋହନ ମାଝୀ

ଭୁବନେଶ୍ବର: ବିଜେପି ବିଧାୟକ ମୋହନ ମାଝୀଙ୍କ ବଡ଼ ପ୍ରତିକ୍ରିୟା । ମହମ୍ମଦ ମୋକିମଙ୍କ ସହ କଂଗ୍ରେସର ଆଉ ଜଣେ ବିଧାୟକ ବି ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନ କରିଛନ୍ତି । ତେବେ କିଏ ସେହି ବିଧାୟକ ଆସନ୍ତାକାଲି ପର୍ଦ୍ଦଫାସ୍‌ ହେବ ବୋଲି କହିଛନ୍ତି ମୋହନ ମାଝୀ । ମୋକିମ ପରେ ଆଉ ୮ ଜଣ ବିଧାୟକ

ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଘେରାଉ କଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର: ବିଜେବି ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବି କରି ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଘେରାଉ କରିଛି ଛାତ୍ର କଂଗ୍ରେସ । ରୁଚିକାଙ୍କୁ ନ୍ୟାୟ ଦାବିରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କ ବାସଭବନ ଘେରଉ କରି ପ୍ରତିବାଦ କରିଛନ୍ତି । ରୁଚିକାଙ୍କ ମୃତ୍ୟୁକୁ ତିନି

ଆସନ୍ତା ୨୧ରେ ଇଡି ଅଫିସ ଘେରାଉ କରିବ କଂଗ୍ରେସ

ଭୁବନେଶ୍ଵର : ଆସନ୍ତା ଜୁଲାଇ ୨୧ରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରୁ ବାହାରି ଇଡି ଅଫିସ ଯାଏ ପଦଯାତ୍ରା କରି ଆନ୍ଦୋଳନ କରିବ କଂଗ୍ରେସ। ଏଆଇସିସି ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଇଡି ସମନକୁ ପ୍ରତିବାଦ କରି ଅଫିସ ଘେରାଉ କରିବ କଂଗ୍ରେସ। ଏହା ପରେ ଜୁଲାଇ ୨୨ରେ ଜିଲ୍ଲା ମୁଖ୍ୟାଳୟରେ ଆନ୍ଦୋଳନ