Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ମହମ୍ମଦ ମୋକିମଙ୍କ ସହ କଂଗ୍ରେସର ଆଉ ଜଣେ ବିଧାୟକ ବି ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନ କରିଛନ୍ତି: ମୋହନ ମାଝୀ
ଭୁବନେଶ୍ବର: ବିଜେପି ବିଧାୟକ ମୋହନ ମାଝୀଙ୍କ ବଡ଼ ପ୍ରତିକ୍ରିୟା । ମହମ୍ମଦ ମୋକିମଙ୍କ ସହ କଂଗ୍ରେସର ଆଉ ଜଣେ ବିଧାୟକ ବି ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନ କରିଛନ୍ତି ।
ତେବେ କିଏ ସେହି ବିଧାୟକ ଆସନ୍ତାକାଲି ପର୍ଦ୍ଦଫାସ୍ ହେବ ବୋଲି କହିଛନ୍ତି ମୋହନ ମାଝୀ । ମୋକିମ ପରେ ଆଉ ୮ ଜଣ ବିଧାୟକ!-->!-->!-->…
ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଘେରାଉ କଲା ଛାତ୍ର କଂଗ୍ରେସ
ଭୁବନେଶ୍ୱର: ବିଜେବି ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବି କରି ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଘେରାଉ କରିଛି ଛାତ୍ର କଂଗ୍ରେସ । ରୁଚିକାଙ୍କୁ ନ୍ୟାୟ ଦାବିରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କ ବାସଭବନ ଘେରଉ କରି ପ୍ରତିବାଦ କରିଛନ୍ତି । ରୁଚିକାଙ୍କ ମୃତ୍ୟୁକୁ ତିନି!-->…
ଆସନ୍ତା ୨୧ରେ ଇଡି ଅଫିସ ଘେରାଉ କରିବ କଂଗ୍ରେସ
ଭୁବନେଶ୍ଵର : ଆସନ୍ତା ଜୁଲାଇ ୨୧ରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରୁ ବାହାରି ଇଡି ଅଫିସ ଯାଏ ପଦଯାତ୍ରା କରି ଆନ୍ଦୋଳନ କରିବ କଂଗ୍ରେସ। ଏଆଇସିସି ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଇଡି ସମନକୁ ପ୍ରତିବାଦ କରି ଅଫିସ ଘେରାଉ କରିବ କଂଗ୍ରେସ। ଏହା ପରେ ଜୁଲାଇ ୨୨ରେ ଜିଲ୍ଲା ମୁଖ୍ୟାଳୟରେ ଆନ୍ଦୋଳନ!-->…
ମହମ୍ମଦ ମୋକିମଙ୍କୁ ପ୍ରଶଂସା କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର : ରାଷ୍ଟ୍ରପତି ନିର୍ବାଚନରେ ଦଳୀୟ ହ୍ୱିପ ନ ଥିବାରୁ ଆଜି ନିଜ ବିବେକ ହିସାବରେ ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଇଛନ୍ତି ବାରବାଟୀ କଟକର ବିଧାୟକ ମହମ୍ମଦ ମୋକିମ । ଆଉ ଏହି କଥାକୁ ମୋକିମ ନିଜେ ସ୍ୱୀକାର କରିଥିବାବେଳେ ଏହାକୁ ନେଇ ଓଡିଶା କଂଗ୍ରେସରେ ଭୂକମ୍ପ ସୃଷ୍ଟି!-->…
ହୁଇଲ ଚ୍ୟାୟରରେ ଭୋଟ ଦେବାକୁ ଆସିଲେ ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ
ନୂଆଦିଲ୍ଲୀ: ବହୁଦିନ ଧରି ହସପିଟାଲରେ ଚିକିତ୍ସିତ ହେଉଥିବା ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ ରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେଇଛନ୍ତି। ସେ ଦିଲ୍ଲୀର ଏକ ହସପିଟାଲରେ ମାସାଧିକ ସମୟ ଧରି ଚିକିତ୍ସିତ ହେଉଛନ୍ତି।
ଦିଲ୍ଲୀରେ ରହୁଥିବାରୁ ସେ ରାଷ୍ଟ୍ରପତି ନିର୍ବାଚନରେ ସଂସଦ ଭବନରେ!-->!-->!-->…
ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଲେ ମହମ୍ମଦ ମୋକିମ, କହିଲେ ମାଟିର ଝିଅକୁ ଭୋଟ୍ ଦେଲି
ଭୁବନେଶ୍ବର: ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଲେ ମହମ୍ମଦ ମୋକିମ। NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଛନ୍ତି ବାରବାଟୀ-କଟକ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ। ନିଜ ବିବେକ ଅନୁସାରେ ଭୋଟ୍ ଦେଇଛି ବୋଲି କହିଛନ୍ତି ମୋକିମ। ଆଜିର ନିର୍ବାଚନ ଗୁରୁତ୍ୱପୂର୍ଣ୍ଣ ଥିଲା।
ଆମେ!-->!-->!-->…
ଏନ୍ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ରାଷ୍ଟ୍ରପତି ପଦ ଲାଗି ଚାଲିଛି ଭୋଟିଂ । ଏନ୍ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ ପ୍ରତିନ୍ଦ୍ୱନ୍ଦ୍ୱିତା କରୁଛନ୍ତି ବିରୋଧୀ ଦଳଙ୍କ ପ୍ରାର୍ଥୀ ଯଶଓ୍ଵନ୍ତ ସିହ୍ନା। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ଭୋଟଗ୍ରହଣ । ଏଥିଲାଗି ଉଭୟ ସଂସଦ ଓ ରାଜ୍ୟର ବିଧାନସଭାଗୁଡିକରେ ହୋଇଛି!-->…
ରାଷ୍ଟ୍ରପତି ନିର୍ବାଚନ: ଦିଲ୍ଲୀରେ ଭୋଟ ଦେଲେ ବିଜେଡିର ସମସ୍ତ ରାଜ୍ୟସଭା ଓ ଲୋକସଭା ସାଂସଦ
ନୂଆଦିଲ୍ଲୀ/ ଭୁବନେଶ୍ବର: ବିଜେଡିର ସମସ୍ତ ରାଜ୍ୟସଭା ଓ ଲୋକସଭା ସାଂସଦ ଆଜି ମଧ୍ୟାହ୍ନ ୧୨ଟାରେ ସଂସଦ ଭବନରେ ଥିବା ବିଜେଡି ସଂସଦୀୟ ପାର୍ଟି ଅଫିସରେ ଏକାଠି ହୋଇଥିଲେ। ଏହାପରେ ସେମାନେ ଓଡ଼ିଶାର ଝିଅ ତଥା ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସପକ୍ଷରେ ମତଦାନ କରିବାକୁ ଯାଇଥିଲେ।
ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ସସ୍ମିତ ପାତ୍ର
ନୂଆଦିଲ୍ଲୀ: ଆଜି ରାଜ୍ୟସଭା ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି ଡ. ସସ୍ମିତ ପାତ୍ର। ଉପରାଷ୍ଟ୍ରପତି ତଥା ଗୃହର ଅଧ୍ୟକ୍ଷ ଏମ ଭେଙ୍କୟାନାଇଡୁ ତାଙ୍କୁ ଶପଥ କରାଇଥିଲେ। ସସ୍ମିତ ଦ୍ବିତୀୟ ଥର ପାଇଁ ଏହି ଶପଥ ଗ୍ରହଣ କରୁଛନ୍ତି। ଆଜି ଶପଥ ନେବାକୁ ତାଙ୍କ ନାମ ଡକାଯିବା ମାତ୍ରେ ଗୃହରେ!-->…
NDA ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ବିଜେଡିର ସମର୍ଥନ
ଭୁବନେଶ୍ବର,୧୭।୭ ଏନଡିଏ ସମର୍ଥିତ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡଙ୍କୁ ବିଜେଡି ସମର୍ଥନ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହ ଏ ନେଇ କଥା ହୋଇଥିଲେ। ଜଗଦୀପଙ୍କୁ ସମର୍ଥନ ଦେବା ପାଇଁ ନବୀନଙ୍କୁ ମୋଦି କହିଥିଲେ। ଜଗଦୀପଙ୍କୁ ବିଜେଡି ସମର୍ଥନ!-->…