Browsing Category

ରାଜନୀତି

ପ୍ରଧାନମନ୍ତ୍ରୀଙ୍କୁ ଭୂରିଭୂରି ପ୍ରଶଂସା କଲେ ଗୋପାଳପୁର ବିଧାୟକ

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀଙ୍କୁ ଭୂରିଭୂରି ପ୍ରଶଂସା କଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ରାଷ୍ଟ୍ରପତି ପ୍ରାର୍ଥୀଙ୍କ ଓଡ଼ିଶା ଗସ୍ତ ନେଇ ପ୍ରତିକ୍ରିୟା ରଖିଲେ ପ୍ରଦୀପ ପାଣିଗ୍ରାହୀ। ସେ କହିଛନ୍ତି ଯେ, ଓଡ଼ିଆ ଝିଅଙ୍କୁ ପ୍ରାର୍ଥୀ କରି ପ୍ରଧାନମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଗର୍ବିତ

ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ଓଡିଶା ୧ ନମ୍ବର ହୋଇଛି : କୃଷି ମନ୍ତ୍ରୀ

ଭୁବନେଶ୍ବର ୬ । ୭ : ବିଧାନସଭା ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ । ବିଧାନସଭା ପ୍ରଶ୍ନକାଳରେ ଖୁସି ପ୍ରକାଶ କଲେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ । ସେ କହିଛନ୍ତି, ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ଓଡିଶା ୧ ନମ୍ବର ହୋଇଛି । ତେଣୁ ଆଜି

ଦ୍ରୌପଦୀ ମୁର୍ମୁଙ୍କ ପାଇଁ ସମର୍ଥନ ମାଗିବାକୁ କଂଗ୍ରେସ ବିଧାୟକ ରାଜନ ଏକ୍କାଙ୍କୁ ଭେଟିଲା ବିଜେଡି

ଭୁବନେଶ୍ବର: ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ସମର୍ଥନ ମାଗିବାକୁ କଂଗ୍ରେସ ବିଧାୟକ ରାଜନ ଏକ୍କାଙ୍କୁ ଭେଟିଛନ୍ତି ବିଜେଡିର ପ୍ରତିନିଧୀଦଳ ଭେଟିଛନ୍ତି। ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ, ମନ୍ତ୍ରୀ ତୁଷାରକାନ୍ତି ବେହେରା, ବିଧାୟକ ସ୍ନେହାଙ୍ଗିନୀ ଛୁରିଆ ଓ ବିଧାୟକ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାୟଗଡା ବିଧାୟକ ମକରନ୍ଦ ମୁଦୁଲି

ଭୁବନେଶ୍ୱର:ରାଷ୍ଟ୍ରପତି ନିର୍ବାଚନ ପାଇଁ ରାଜନୀତିର ପଶାଖେଳ ଆରମ୍ଭ ହୋଇଛି । ଏହାରି ମଧ୍ୟରେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବେ ରାୟଗଡ଼ାର ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଲୋଚନା ପରେ ଘୋଷଣା କରିଛନ୍ତି ମକରନ୍ଦ

ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ନେଇ ନରସିଂହଙ୍କୁ ଭେଟିଲେ ବିଜେଡି ସାଙ୍ଗଠନିକ ସଂପାଦକ

ଭୁବନେଶ୍ୱର: ମାଟିର ଝିଅକୁ ଜିତାଇବାକୁ ଅଣ୍ଟାଭିଡିଲା ବିଜେଡି । ଦଳମତ ନିର୍ବିଶେଷରେ ଓଡ଼ିଶାର ସମସ୍ତ ବିଧାୟକ ଓ ସାଂସଦ ଓଡ଼ିଶା ମାଟିର ଝିଅ ତଥା ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଯେଭଳି ଭୋଟ ଦିଅନ୍ତି ସେ ନେଇ ଅଭିଯାନ ଆରମ୍ଭ କରିଛି ବିଜୁ ଜନତା ଦଳ । ସ୍ୱୟଂ

ଅଧିକାରୀଙ୍କର ଅହଂକାର ବଢ଼ିଯାଇଛି, ଅଙ୍କୁଶ ଲାଗିବା ଦରକାର: ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟରେ ସରକାରୀ ଅଧିକାରୀଙ୍କର ଅହଂକାର ବଢ଼ିଯାଇଛି। ଏହା ଉପରେ ଅଙ୍କୁଶ ନ ଲାଗିଲେ ଗଣତନ୍ତ୍ର ବିପଦରେ ପଡ଼ିବ। ଆଜି ବିଧାନସଭାର ଶୂନ୍ୟକାଳରେ ବିଜେଡି ବରିଷ୍ଠ ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଏହା କହିଛନ୍ତି । ଶୂନ୍ୟକାଳରେ ବିବୃତ୍ତି ରଖି ସୌମ୍ଯ କହିଛନ୍ତି,

ନୂପୁର ଶର୍ମାଙ୍କ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ମତ ଦାବି କଲେ ନରସିଂହ

ଭୁବନେଶ୍ୱର : ନୂପୁର ଶର୍ମାଙ୍କ ବିବାଦୀୟ ମନ୍ତବ୍ୟରେ ବିଧାନସଭା ହୁଲୁସ୍ତୁଲ ହୋଇଛି । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର , ବିରୋଧୀ ଉପନେତା ବିଷ୍ଣୁ ସେଠୀ ମୁହାଁମୁହିଁ । ବିଜେପିର ମୁଖପାତ୍ର ଥିବା ନୂପୁର ଶର୍ମା ଗତକାଲି ସୁପ୍ରିମକୋର୍ଟକୁ ନିଜର ସୁରକ୍ଷା ପାଇଁ ଯାଇଥିଲେ । କିନ୍ତୁ

ଦଳର ସମ୍ପାଦକ ପଦରୁ ଇସ୍ତଫା ଦେଲେ ମହମ୍ମଦ ମୋକିମ୍

ଭୁବନେଶ୍ଵର: କଂଗ୍ରେସକୁ ଝଟ୍‌କା। କଂଗ୍ରେସ ଦଳର ସମ୍ପାଦକ ପଦରୁ ଇସ୍ତଫା ଦେଲେ ମହମ୍ମଦ ମୋକିମ୍। ଇସ୍ତାଫା ଦେବା ପରେ ମୋକିମ୍ କହିଛନ୍ତି ଯେ, ଏହା ଦଳର ଆଭ୍ୟନ୍ତରୀଣ ବିଷୟ। ଦଳରେ ଆଲୋଚନା ହେବା ଉଚିତ୍। ଏନେଇ ଗଣମାଧ୍ୟମରେ ଚର୍ଚ୍ଚା ହେବା ଠିକ୍ ନୁହେଁ। ସୂଚନାନୁଯାୟୀ,

ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଜେପି ନେତାମାନେ ବିଭିନ୍ନ ସମସ୍ୟା ଉପରେ ମାନସ ମନ୍ଥନ କରିଛନ୍ତି । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସହ ବରିଷ୍ଠ ନେତାମାନେ ବୈଠକରେ ଯୋଗ ଦେଇଥିଲେ । ୨୦୨୪ ପାଇଁ

ସର୍ବଦଳୀୟ ବୈଠକରେ ନିଷ୍ପତ୍ତି: ଦିନକୁ ୬ ଘଣ୍ଟା ଚାଲିବ ଗୃହ

ଭୁବନେଶ୍ୱର: ବିଧାନସଭା ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ବୈଠକ ଶେଷ ହୋଇଛି । ବିନା ବାଧାରେ ଗୃହ ଚାଲିବା ପାଇଁ ବୈଠକରେ ଆଲୋଚନା ହୋଇଛି । ଦିନକୁ ୬ ଘଣ୍ଟା ଚାଲିବ ଗୃହ ବୋଲି ନିଷ୍ପତ୍ତି ହୋଇଛି । ଆଗରୁ ୫ ଘଣ୍ଟା ଚାଲୁଥିଲା । ଦୁଇଟି ପର୍ଯ୍ଯାୟରେ ଚାଲିବ