Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ନବୀନଙ୍କ ବିଦେଶ ଗସ୍ତକୁ ନେଇ ଭାଜପାର ସମାଲୋଚନା
ଭୁବନେଶ୍ୱର:ମୁୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋମ ଗସ୍ତକୁ ନେଇ ଭାଜପା ସମାଲୋଚନା କରିଛି। କେଉଁ ପଇସାରେ ସେ ବିଦେଶ ଗସ୍ତ କରଛନ୍ତି ? ଯଦି ସରକାରୀ ପଇସାରେ ଯାଇଛନ୍ତି, ତେବେ କଣ ଉପଲବ୍ଧି କଲେ ବୋଲି ଭାଜପା ବିଧାୟକ ଜୟନାରାୟଣ ମିଶ୍ର ପ୍ରଶ୍ନ କରିଛନ୍ତି । ସେ କହିଛନ୍ତି, ନବୀନ କାହିଁକି!-->…
ବୁଧବାର ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ
ଭୁବନେଶ୍ଵର: ଆସନ୍ତାକାଲି ରାଜ୍ୟ ବିଜେପିର ପଦାଧିକାରୀ ଏବଂ ବୁଧବାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ। ରାଜ୍ୟ ସରକାରଙ୍କ କ୍ରମାଗତ ଅବହେଳା ବେକାରୀ, ଚାଷୀ ମରଣ ନୀତି, ଦାଦନ ଶ୍ରମିକଙ୍କ ସଂଖ୍ୟା ବଢିବା, ଆଇନ ଶୃଙ୍ଖଳା ପରିସ୍ଥିତି, ମହିଳା ନିର୍ଯାତନା ଭଳି ପ୍ରସଙ୍ଗକୁ ନେଇ ଗୁରୁତର ସହିତ!-->…
ବିଧାନସଭା ଅଧିବେଶନ ପୂର୍ବରୁ ବଦଳିବେ ବିରୋଧୀ ଦଳ ନେତା: କୁସୁମ ଟେଟେ
ଭୁବନେଶ୍ବର: ବିଧାନସଭା ଅଧିବେଶନ ପୂର୍ବରୁ ବଦଳିବେ ବିରୋଧୀ ଦଳ ନେତା । ଏ ନେଇ ସୂଚନା ଦେଇଛନ୍ତି ବିଜେପି ବିଧାୟିକା କୁସୁମ ଟେଟେ । ସେ କହିଛନ୍ତି, ଆମ ବିରୋଧୀ ଦଳ ନେତା ଅସୁସ୍ଥତା କାରଣରୁ ଗୃହରେ ଅନୁପସ୍ଥିତ ରହୁଛନ୍ତି । ବିରୋଧୀ ଦଳ ନେତାଙ୍କ ଅନୁପସ୍ଥିତ କାରଣରୁ ଦଳକୁ ବିଧାନସଭାରେ!-->…
ମତ ବଦଳାଇଲେ ସୁର, କହିଲେ “ଦ୍ରୌପଦୀ ମୁର୍ମୁ ମାଟିର ଝିଅ ସେ ଜିତନ୍ତୁ, ହେଲେ ଆମେ ଯଶୋବନ୍ତ ସିହ୍ନାଙ୍କୁ ଭୋଟ…
ଭୁବନେଶ୍ଵର: ରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗରେ ମତ ବଦଳାଇଲେ କଂଗ୍ରେସ ବିଧାୟକ ସୁର ରାଉତରାୟ। କହିଲେ ଦ୍ରୌପଦୀ ମୁର୍ମୁ ମାଟିର ଝିଅ ସେ ଜିତନ୍ତୁ. ହେଲେ ଆମେ ଯଶୋବନ୍ତ ସିହ୍ନାଙ୍କୁ ଭୋଟ ଦେବୁ। ହାଇକମାଣ୍ଡଙ୍କ ନିଷ୍ପତ୍ତି ଆମ ନିଷ୍ପତ୍ତି। କିଛି ଲୋକଙ୍କ କଥାରେ ମୁଁ ଏଭଳି ପ୍ରସ୍ତାବ!-->…
ଜୁଲାଇ ୨ରେ ବିଜେଡି ବିଧାୟକ ଦଳ ବୈଠକ
ଭୁବନେଶ୍ୱର: ଜୁଲାଇ ୨ରୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନ । ଯାହା ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ତେବେ ୧ ତାରିଖ ରଥଯାତ୍ରା ଥିବାରୁ ଜୁଲାଇ ୨ ତାରିଖରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ । ବୈଠକ ଦିନ ୧୧ଟାରେ ଆରମ୍ଭ ହେବାକୁ ଥିବାରୁ ସକାଳେ ବିଜେଡି ବିଧାୟକ ଦଳ ବୈଠକ!-->…
ସାଂସଦ ଅପରାଜିତାଙ୍କ ବାର୍ଷିକ ରିପୋର୍ଟ କାର୍ଡ ଉପସ୍ଥାପନ
ଭୁବନେଶ୍ୱର : ବାର୍ଷିକ ରିପୋର୍ଟ କାର୍ଡ ଉପସ୍ଥାପନ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ସାଂସଦଙ୍କ ତୃତୀୟ ବର୍ଷର ରିପୋର୍ଟ କାର୍ଡ ଉପସ୍ଥାପନ କରିଛନ୍ତି । ମୁଖ୍ୟତଃ ଜନସାଧାରଣଙ୍କ ଉନ୍ନତି, ଅଭିଯୋଗ ଶୁଣାଣି, ସମାଧାନ ଏବଂ ଜନସାଧାରଣ ନିକଟରେ!-->…
ଦ୍ରୌପଦୀଙ୍କୁ ସମର୍ଥନ ପାଇଁ ସୋନିଆଙ୍କୁ ଚିଠି ଲେଖିବି : ସୁର ରାଉତରାୟ
ଭୁବନେଶ୍ୱର: ଦ୍ରୌପଦୀ ମୁର୍ମୁଙ୍କୁ ନେଇ କଂଗ୍ରେସରେ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି। ଓଡ଼ିଶା କଂଗ୍ରେସ ଦ୍ରୌପଦୀଙ୍କୁ ସମର୍ଥନ କରୁ ନ ଥିବା ବେଳେ ଦଳର ହାଇକମାଣ୍ଡ ଯାହା ନିଷ୍ପତି ନେବେ ସେ ତାହାକୁ ଗ୍ରହଣ କରିବେ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଥିଲେ। ତେବେ ପୂର୍ବରୁ!-->…
ମୌସୁମୀ ଅଧିବେଶନ ପାଇଁ ଆସନ୍ତା ୨୯ରେ ବସିବ ସର୍ବଦଳୀୟ ବୈଠକ
ଭୁବନେଶ୍ବର: ମୌସୁମୀ ଅଧିବେଶନ ପାଇଁ ଆସନ୍ତା ୨୯ ତାରିଖରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଦିନ ସାଢେ ୧୧ଟାରେ ଏହି ବୈଠକ ବସିବ। ଏ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଜୁଲାଇ ୨ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ!-->!-->!-->…
ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନିରଂଜନ ବିଶି
ନୂଆଦିଲ୍ଲୀ: ଆଜି ରାଜ୍ୟସଭା ସାଂସଦ ଭାବେ ଶପଥ ନେଇଛନ୍ତି ନିରଞ୍ଜନ ବିଶି। ଆଜି ରାଜ୍ୟସଭାରେ ତାଙ୍କୁ ସଭାପତି ତଥା ଉପରାଷ୍ଟ୍ରପତି ଏମ ଭେଙ୍କେୟାନାଇଡୁ ଶପଥ କରାଇଥିଲେ। ଆଜି ଦେଶର ବିଭିନ୍ନ ରାଜ୍ୟରୁ ରାଜ୍ୟସଭା ଉପନିର୍ବାଚନରେ ଜିତି ଥିବା ସାଂସଦଙ୍କୁ ଶପଥ ପାଠ କରାଯାଇଥିଲା।
!-->!-->!-->…
ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଦ୍ରୌପଦୀ ମୁର୍ମୁ। ଏନଡିଏର ପ୍ରାର୍ଥୀ ଭାବେ ରାଜ୍ୟସଭା ସେକ୍ରେଟାରୀ ଜେନେରାଲ୍ଙ୍କ ପାଖରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ୬୪ବର୍ଷିୟ ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା,!-->…