Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ପାଇଁ ଦିଲ୍ଲୀ ଗଲେ ୮ ବିଜେପି ବିଧାୟକ
ଭୁବନେଶ୍ୱର: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ଥିବାବେଳେ ସେଥିରେ ଯୋଗ ଦେବାକୁ ଓଡ଼ିଶାର ୮ଜଣ ବିଜେପି ବିଧାୟକ ଆଜି ଦିଲ୍ଲୀ ଗସ୍ତ କରିଛନ୍ତି । ଏହି ବିଧାୟକମାନେ ଆସନ୍ତାକାଲି ରାଷ୍ଟ୍ରପତି ପଦ ନିମନ୍ତେ ଶ୍ରୀମତୀ!-->…
ରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗରେ ନବୀନଙ୍କ ସହ ଆଲୋଚନା କଲେ ଜେପି ନଡ୍ଡା
ଭୁବନେଶ୍ବର : ରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେପି ସଭାପତି ଜେ.ପି ନଡ୍ଡା କଥା ହୋଇଛନ୍ତି। ବିଜେଡିର ୨ ମନ୍ତ୍ରୀ ନାମାଙ୍କନ ପତ୍ରରେ ପ୍ରସ୍ତାବକ ରହିବେ । ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଟୁକୁନି ସାହୁ ନାମାଙ୍କନ ପତ୍ରରେ ଦସ୍ତଖତ କରିବେ!-->…
କଂଗ୍ରେସ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବନି : ନରସିଂହ ମିଶ୍ର
ଭୁବନେଶ୍ବର: ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଓଡ଼ିଶା କଂଗ୍ରେସ ଭୋଟ ଦେବନି କିମ୍ବା ସମର୍ଥନ କରିବନି । ଓଡ଼ିଶା କଂଗ୍ରେସ ଦଳ ବିଧାୟକ ନେତା ନରସିଂହ ମିଶ୍ର ଏକଥା ସ୍ପଷ୍ଟ କରିଛନ୍ତି।
ତେବେ ବ୍ୟକ୍ତି ଯେତେ ଭଲ ହୋଇଥାନ୍ତୁ କିମ୍ବା ଆଚରଣ ବ୍ୟବହାର ତଥା ଉପଲବ୍ଧି ଯାହା!-->!-->!-->…
ମୁଁ ଏବେ ବି ବିଜେଡିରେ ଅଛି, ବହିଷ୍କାର ହୋଇନାହିଁ : ପ୍ରଦୀପ ପାଣିଗ୍ରାହୀ
ବ୍ରହ୍ମପୁର: ଦୀର୍ଘଦିନ ପରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଆଜି ନିଜ ନିର୍ବାଚନ ମଣ୍ଡଳୀ ଗସ୍ତ କରିଛନ୍ତି। ଏହି ଗସ୍ତ କାଳରେ ସେ ପ୍ରଶାସନ ଉପରେ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ମୋତେ ଗୋପାଳପୁର ନିର୍ବାଚନ ମଣ୍ଡଳୀର କୌଣସି ବୈଠକକୁ ଡକାଯାଉ ନାହିଁ। କିନ୍ତୁ!-->…
ନାମାଙ୍କନପତ୍ରରେ ଦସ୍ତଖତ କଲେ ଓଡ଼ିଶାର ୨ କ୍ୟାବିନେଟ୍ ମନ୍ତ୍ରୀ
ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ଭରିବେ ଏନ୍ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ତେବେ ନାମାଙ୍କନ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କଥା ହୋଇଥିଲେ। ନାମାଙ୍କନପତ୍ର ଦାଖଲ ସମୟରେ ବିଜେଡିର ଦୁଇ!-->…
ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ ବିଜେଡି
ଭୁବନେଶ୍ବର: ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପ୍ରସଙ୍ଗରେ ବିଜେଡି ସାଂସଦ ଅମର ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ବିଜେଡି ସମର୍ଥନ ଦେବ ବୋଲି ପରୋକ୍ଷରେ ସେ ସଂକେତ ଦେଇଛନ୍ତି।ଅମର ପଟ୍ଟନାୟକ କହିଛନ୍ତି, ମୁଖ୍ୟମନ୍ତ୍ରୀ ଏବେ ବିଦେଶ ଗସ୍ତରେ ଅଛନ୍ତି। କିନ୍ତୁ!-->…
ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ
ନୂଆଦିଲ୍ଲୀ:ୟୁପିଏ ପରେ ଏନଡିଏ ନିଜର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ବିଜେପି ନେତୃତ୍ୱାଧିନ ଏନଡିଏ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ଓଡିଶା ବିଜେପିର ଆଦିବାସୀ ଚେହେରା ତଥା ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ!-->…
କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା, ଦିଲ୍ଲୀ ସତ୍ୟାଗ୍ରହରେ ହେବେ ସାମିଲ
ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା । ଏଆଇସିସି ସମ୍ପାଦକ ତଥା ଓଡ଼ିଶା ସହ-ପ୍ରଭାରୀ ବିଧାୟକଙ୍କୁ ଦିଲ୍ଲୀ ଯିବା ପାଇଁ କହିଥିବା ଦଳର ବିଧାୟକ ତାରାପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି । ରାଜ୍ୟର ସମସ୍ତ ୯ ଜଣ ବିଧାୟକ ଆସନ୍ତାକାଲି ଦିଲ୍ଲୀରେ ପହଞ୍ଚିବା ପାଇଁ କୁହାଯାଇଛି ।!-->…
ବିଜେଡିରେ ମିଶିଲେ ମୀନତି ପଟ୍ଟନାୟକ, ରିକ୍ସା ଚାଳକଙ୍କ ନାଁରେ ଲେଖିଥିଲେ ନିଜର କୋଟିଏରୁ ଅଧିକ ସମ୍ପତ୍ତି
କଟକ : ବିଜେଡିରେ ମିଶିଲେ ମୀନତି ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ମୀନତି ବିଜେଡିରେ ଯୋଗଦେଇଛନ୍ତି। ଏହି ଅବସରରେ ଓଡ଼ିଶା ମୋ ପରିବାର କଟକ ସିଟି ସଂଯୋଜକ ଶ୍ରୀଯୁକ୍ତ!-->…
ଭୁବନେଶ୍ୱର ଇଡି ଅଫିସରେ କଂଗ୍ରେସର ସତ୍ୟାଗ୍ରହ
ଭୁବନେଶ୍ବର: ରାହୁଲ ଗାନ୍ଧୀଙ୍କୁ ଇଡିର ସମନକୁ ରାଜଧାନୀରେ ବିରୋଧ । ତାତିଲେ ରାଜ୍ୟ କଂଗ୍ରେସର କର୍ମୀ । ଭୁବନେଶ୍ୱର ଇଡି ଅଫିସ ଆଗରେ ବିକ୍ଷୋଭ ସହ ଧସେଇ ପଶିବାକୁ ଉଦ୍ୟମ । କଂଗ୍ରେସ କର୍ମୀଙ୍କ ହୋ ହାଲ୍ଲା କରୁଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି । ଇଡି ଅଫିସକୁ ପଶିବାକୁ ଉଦ୍ୟମ ବେଳେ ୩୦ରୁ!-->…