Browsing Category

ରାଜନୀତି

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ନୂଆ ମନ୍ତ୍ରୀ, ମନ୍ତ୍ରୀମାନଙ୍କୁ 6T ମନ୍ତ୍ର ଦେଲେ ନବୀନ

ଭୁବନେଶ୍ବର: ଶପଥ ଗ୍ରହଣ ପରେ ଆଜି ସନ୍ଧ୍ଯାରେ ନବୀନ ନିବାସରେ ନବଗଠିତ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ପହଞ୍ଚିଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଥିଲେ ନୂଆ ମନ୍ତ୍ରୀ। ଦୀର୍ଘ ସମୟ ଧରି ସମସ୍ତ ନୂଆ ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ମନ୍ତ୍ରିମଣ୍ଡଳର ସମସ୍ତ

ଶପଥ ପାଠ ପରେ ମନ୍ତ୍ରୀଙ୍କୁ ଦାୟିତ୍ୱ ବଣ୍ଟନ

ଭୁବନେଶ୍ବର: ନବୀନ ସରକାରଙ୍କ ମନ୍ତ୍ରିମଣ୍ଡଳର ନବକଳେବର ହୋଇ ଗଠନ ହେଲା ନୂଆ ଟିମ୍। ନୂଆ ମନ୍ତ୍ରିମଣ୍ଡଳରେ ସାମିଲ ହେଲେ ମୋଟ ୨୧ ଜଣ। ଏମାନଙ୍କ ମଧ୍ୟରେ ୧୩ ଜଣଙ୍କୁ କ୍ୟାବିନେଟ ପାହ୍ୟା ଏବଂ ୮ ଜଣଙ୍କୁ ସ୍ଵାଧୀନ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ଵ ମିଳିଛି। ରବିବାର ଦିନ ଲୋକସେବା ଭବନଠାରେ

୧୦ରେ ପିସିସି କାର୍ଯ୍ୟଭାର ଗ୍ରହଣ କରିବେ ଶରତ ପଟ୍ଟନାୟକ

ଭୁବନେଶ୍ୱର: ଆସନ୍ତା ୧୦ ତାରିଖରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରେ କାର୍ଯ୍ୟଭାର ଗ୍ରହଣ କରିବେ ନବନିଯୁକ୍ତ ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ । ନୂଆଦିଲ୍ଲୀରୁ ବିମାନରେ ଆସି ସକାଳ ୧୦ଟା ୩୦ରେ ପହଞ୍ଚିବେ ଶରତ । ସେଠାରୁ ସମର୍ଥକମାନେ ତାଙ୍କୁ ଶୋଭାଯାତ୍ରାରେ ନେଇ ଆସିବେ । ରାଜ୍ୟ

ଲୋକସେବା ଭବନ କନଭେନସନ୍‌ ହଲରେ ଶପଥ ନେଲେ ୨୧ ମନ୍ତ୍ରୀ

ଭୁବନେଶ୍ୱର : ଆଜି ନବୀନଙ୍କ ନୂଆ ଟିମ୍ ଶପଥ ଗ୍ରହଣ କରିଛନ୍ତି। ପୁରା ମନ୍ତ୍ରିମଣ୍ଡଳର ନବକଳେବର ହୋଇଛି । ଆଜି ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ପାଇଁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଦିନ ୧୧ଟା ୪୫ରେ ଲୋକସେବା ଭବନ କନଭେନସନ୍ ହଲ୍‌ରେ ଶପଥଗ୍ରହଣ ଉତ୍ସବ ଆୟୋଜିତ ହୋଇଥିଲା। ଏହି ଅବସରରେ

ମନ୍ତ୍ରୀମଣ୍ଡଳରେ ହେବ ପରିବର୍ତ୍ତନ! ମନ୍ତ୍ରିମଣ୍ଡଳର ସବୁ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ବିଜେଡି ସରକାରର ପଂଚମ ପାଳିର ତୃତୀୟ ବର୍ଷ ପୂର୍ତ୍ତିକୁ ସପ୍ତାହ ନପୁରୁଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମନ୍ତ୍ରିମଣ୍ଡଳର ସବୁ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀମାନେ ନିଜ ନିଜର ଇସ୍ତଫା ପତ୍ର ନବୀନଙ୍କୁ ଦେଇଥିବାବେଳେ ଆସନ୍ତା ୨-୩ ଦିନ

୨୦୨୪ରେ କଂଗ୍ରେସ-ବିଜେଡି ଲଢେଇ, ୧ ନମ୍ବର ହେବ କଂଗ୍ରେସ : ପିସିସି ସଭାପତି

ଭୁବନେଶ୍ବର: ବିଜେପିର ଅଭିଯୋଗ ଉପରେ ଜବାବ ରଖିଲେ ପିସିସି ସଭାପତି ଶରତ ପଟ୍ଟନାୟକ । କଂଗ୍ରେସର କାହାକୁ ବିଜେଡି ଫଣ୍ଡିଙ୍ଗ କରିଛି। ତାହାର ପ୍ରମାଣ ଦେଲେ ଆମେ ତାକୁ ସଙ୍ଗେ ସଙ୍ଗେ ପାର୍ଟିରୁ ଏକ୍ସଫେଲ କରିବୁ। ଖାଲି କହି ଦେଲେ ହେବନି । ବିଜେଡି ବିଜେପି ଭାଇ ଭାଇ । ତାଙ୍କର ବିକଳ୍ପ ହେଉଛି

ମତେ ଭରସା କରିଥିବାରୁ ମୁଁ ଋଣି: ଅଳକା ମହାନ୍ତି

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନରେ ବାଜିମାତ କରିବା ପରେ ପ୍ରତିକ୍ରିୟା ରଖିଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ସେ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇବା ସହ କହିଛନ୍ତି, ମୋ ଉପରେ ଭରସା କରିଥିବାରୁ ସମସ୍ତଙ୍କଠାରେ ମୁଁ ଋଣି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ମୁଁ କୃତଜ୍ଞ ।

୩ ବିଜେଡି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ନିର୍ବାଚିତ

ଭୁବନେଶ୍ୱର: ରାଜ୍ୟସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ୩ ବିଜେଡି ପ୍ରାର୍ଥୀ। ସୁଲତା ଦେଓ, ମାନସ ମଙ୍ଗରାଜ ଓ ସଶ୍ମିତ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର ଦିନ ୧୧ ଟାରୁ ୩ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଅବଧି ରହିଥିଲା । ଅବଧି ସମୟ ଶେଷ ହେବା

ବ୍ରଜରାଜନଗରବାସୀଙ୍କୁ ଧନ୍ୟବାଦ ଦେଲେ ନବୀନ

ଭୁବନେଶ୍ବର : ବ୍ରଜରାଜନଗରରେ ବିପୁଳ ଭୋଟରେ ବାଜିମାତ କରିଛି ବିଜେଡି। ପ୍ରାୟ ୬୫ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ଜିତିଛନ୍ତି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ପ୍ରାର୍ଥୀ ଅଳକା ମହାନ୍ତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

ବ୍ରଜରାଜନଗର ବାଜି ଜିତିଲା ବିଜେଡି, କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ହରାଇଲେ ଅଳକା

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବାଜିମାତ । ବୃହତ ବିଜୟ ହାସଲ କରିଛନ୍ତି ବିଜୁ ଜନତା ଦଳର ପ୍ରାର୍ଥୀ ଅଳକା ମହାନ୍ତି । ୬୬ ହଜାର ୧୨୨ ଭୋଟରେ ବିଜୟ ଲାଭ କଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ବିଜୟ ପରେ ବିଜୟ ଉତ୍ସବ ମନାଉଛନ୍ତି ବିଜେଡି କର୍ମୀ । କଂଗ୍ରେସ ପ୍ରାର୍ଥୀ