Browsing Category

ରାଜନୀତି

୩ ବିଜେଡି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ନିର୍ବାଚିତ

ଭୁବନେଶ୍ୱର: ରାଜ୍ୟସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ୩ ବିଜେଡି ପ୍ରାର୍ଥୀ। ସୁଲତା ଦେଓ, ମାନସ ମଙ୍ଗରାଜ ଓ ସଶ୍ମିତ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର ଦିନ ୧୧ ଟାରୁ ୩ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଅବଧି ରହିଥିଲା । ଅବଧି ସମୟ ଶେଷ ହେବା…

ବ୍ରଜରାଜନଗରବାସୀଙ୍କୁ ଧନ୍ୟବାଦ ଦେଲେ ନବୀନ

ଭୁବନେଶ୍ବର : ବ୍ରଜରାଜନଗରରେ ବିପୁଳ ଭୋଟରେ ବାଜିମାତ କରିଛି ବିଜେଡି। ପ୍ରାୟ ୬୫ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ଜିତିଛନ୍ତି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ପ୍ରାର୍ଥୀ ଅଳକା ମହାନ୍ତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ…

ବ୍ରଜରାଜନଗର ବାଜି ଜିତିଲା ବିଜେଡି, କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ହରାଇଲେ ଅଳକା

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବାଜିମାତ । ବୃହତ ବିଜୟ ହାସଲ କରିଛନ୍ତି ବିଜୁ ଜନତା ଦଳର ପ୍ରାର୍ଥୀ ଅଳକା ମହାନ୍ତି । ୬୬ ହଜାର ୧୨୨ ଭୋଟରେ ବିଜୟ ଲାଭ କଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ବିଜୟ ପରେ ବିଜୟ ଉତ୍ସବ ମନାଉଛନ୍ତି ବିଜେଡି କର୍ମୀ । କଂଗ୍ରେସ ପ୍ରାର୍ଥୀ…

ED ରେ ହାଜର ହେଲେ ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ

ଭୁବନେଶ୍ବର: ଅର୍ଥତତ୍ତ୍ବ ଚିଟଫଣ୍ଡ ଠକେଇ ମାମଲାରେ ଇଡିରେ ହାଜର ହେଲେ ପ୍ରଭାତ ତ୍ରିପାଠୀ । ବାଙ୍କିର ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି । ଅର୍ଥତତ୍ତ୍ବ ଚିଟଫଣ୍ଡ ସଂସ୍ଥାରୁ ଆସିଥିବା ବେଆଇନ ଆର୍ଥିକ କାରବାର ନେଇ ଇଡି ଜେରା କରୁଛି । ଜେରା…

ବ୍ରଜରାଜନଗର ଉପନିର୍ବାଚନ : ଆସନ୍ତାକାଲି ସକାଳ ୮ଟାରୁ ଭୋଟ ଗଣତି

ଭୁବନେଶ୍ବର : ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆସନ୍ତାକାଲି ଭୋଟ ଗଣତି କରାଯିବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଆସନ୍ତାକାଲି ସକାଳ ୮ଟାରୁ ଭୋଟ ଗଣତି କାର୍ଯ୍ୟ ଆରମ୍ଭ ହେବ । ପ୍ରଥମେ ୩୦ମିନିଟ ପୋଷ୍ଟାଲ ବାଲଟ ଗଣତି ହେବ ଓ ପରେ ଇଭିଏମ ଗଣତି କରାଯିବ। ୧୪ଟି ଟେବୁଲରେ ଗଣତି…

ନବୀନଙ୍କ ରାଜନୈତିକ କ୍ୟାରିୟର ୨୫ ବର୍ଷ ଛୁଇଁଲା

ଭୁବନେଶ୍ବର : ନବୀନ ପଟ୍ଟନାୟକ ବର୍ତ୍ତମାନ ଦେଶର ଜଣେ ପରିଚିତ ଚେହେରା। ୨୫ ବର୍ଷ ତଳେ ରାଜନୀତିରେ ନବାଗତ ଭାବେ ଉଭା ହୋଇଥିବା ନବୀନ ଭାରତବର୍ଷର ଜଣେ ଅପ୍ରତିଦ୍ବନ୍ଦ୍ବୀ ରାଜନେତା ଭାବେ ନିଜକୁ ପ୍ରତିଷ୍ଠିତ କରିବାରେ ସକ୍ଷମ ହୋଇଛନ୍ତି। ରାଜନୀତିରେ କୁଶଳ ରଣନୀତି, ଅଭିଜ୍ଞତା ଓ ପ୍ରଶାସନିକ…

ଦଳର ବିଦ୍ରୋହୀଙ୍କୁ କଡ଼ା ଚେତାବନୀ ଦେଲେ ପିସିସି ସଭାପତି

ଭୁବନେଶ୍ବର: ବିଦ୍ରୋହୀଙ୍କୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ କଡା ଚେତାବନୀ । କାନକୁହା କଥା ଶୁଣିବନି ଓ କିଏ କଣ କଲା ସେ କଥା କହିବନି ବୋଲି ଚେତାବନୀ ଦେଇଛନ୍ତି ନୂଆ ପିସିସି ସଭାପତି । ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହୋଇଛି . ଦୁଇ ଦିନିଆ ରାଜ୍ୟ କଂଗ୍ରେସ ନବ ସଂକଳ୍ପ ଶିବିର । …

ସରିଲା ବ୍ରଜରାଜନଗର ଉପନିର୍ବାଚନ ମତଦାନ, ଜୁନ୍ ୩ରେ ଫଳାଫଳ

ଭୁବନେଶ୍ୱର: ଆଜି ସକାଳ ୭ଟାରୁ ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆରମ୍ଭ ହୋଇଥିଲା ଭୋଟ । ତେବେ ଆଜି ମତଦାନ ସମୟରେ ଜନସାଧାରଣ ଶାନ୍ତି ବଜାୟ ରଖିଥିବା ବେଳେ ଅପରାହ୍ଣ ୫ଟା ସୁଦ୍ଧା ମୋଟ ୬୯ ପ୍ରତିଶତ ମତଦାନ ହୋଇଛି । ୧୧ ଜଣ ପ୍ରାର୍ଥୀଙ୍କର ଭାଗ୍ୟ ଏବେ ଇଭିଏମ୍ ବାକ୍ସରେ ସିଲ ହୋଇଥିବା…

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ୪ ବିଜେଡି ପ୍ରାର୍ଥୀ

ଭୁବନେଶ୍ବର: ୪ ବିଜେଡି ରାଜ୍ୟସଭା ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ । ବିଧାନସଭା ସ୍ୱତନ୍ତ୍ର ପ୍ରକୋଷ୍ଠରେ ପ୍ରସ୍ତାବକଙ୍କ ଉପସ୍ଥିତିରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ୪ ଜଣ ପ୍ରାର୍ଥୀ ସୁଲତା ଦେଓ, ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଓ ନିରଞ୍ଜନ ବିଶି । ପ୍ରତି ପ୍ରାର୍ଥୀ ୨ ସେଟ୍‌ ଲେଖାଏ…

ମାହାଙ୍ଗାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉଦବୋଧନ

କଟକ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୬ଟି ଯୋଜନାର ଲାଭାର୍ଥୀମାନଙ୍କ କଥାବାର୍ତ୍ତା ଅବସରରେ ଶିମଲା ଠାରେ ମୁଖ୍ୟ କାର୍ଯ୍ୟକ୍ରମରେ କୃଷକ ମାନଙ୍କ ପାଇଁ ୧୧ ତମ କିସ୍ତି ଦେଇଥିବା ବେଳେ ଦେଶର ବିଭିନ୍ନ ସ୍ଥାନରେ କେନ୍ଦ୍ର ମନ୍ତ୍ରୀମାନଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି ।…