Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ବିଜେଡିରେ ନାହାନ୍ତି ତଥାଗତ!
ଭୁବନେଶ୍ୱର : ବିଜେଡିରେ ନାହାନ୍ତି ପୂର୍ବତନ ସାଂସଦ ତଥାଗତ ସତପଥୀ । ଢେଙ୍କାନାଳରେ ନିଜେ କହିଲେ ପୁର୍ବତନ ସାଂସଦ ତଥାଗତ । କହିଲେ ୨୦୧୯ ମେ ୩୦ରୁ ସେ ଆଉ ବିଜେଡିରେ ନାହାନ୍ତି । ସେବେଠାରୁ ହିଁ ବିଜେଡିରେ ସଦସ୍ୟତା ପଦ ସରିଛି କହିଲେ ତଥାଗତ ।
ଅନ୍ତଃରାଜ୍ୟ ପରିଷଦର ଷ୍ଟାଣ୍ଡିଂ କମିଟିରେ ନବୀନ ପଟ୍ଟନାୟକ ସାମିଲ
ଜାତୀୟସ୍ତରରେ ନବୀନଙ୍କ ଦବ୍ଦବା । କେନ୍ଦ୍ରଗୃହ ମନ୍ତ୍ରୀ ଅମିତ୍ ଶାହାଙ୍କ ଅଧ୍ୟକ୍ଷତାରେ ଗଠିତ ଗୁରୁତ୍ୱପୂର୍ଣ୍ଣ ଅନ୍ତଃରାଜ୍ୟ ପରିଷଦର ଷ୍ଟାଣ୍ଡିଂ କମିଟିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ୪ ଜଣ କେନ୍ଦ୍ରମନ୍ତ୍ରୀ ଓ ୮ ଜଣ ମୁଖ୍ୟମନ୍ତ୍ରୀ ଅଛନ୍ତି । ଓଡ଼ିଶା ସମେତ!-->…
ଅନୁଭବଙ୍କ ଭିଡିଓ ରିଲିଜ୍ ପରେ ପ୍ରତିକ୍ରିୟା ରଖିଲା ବିଜେଡି
ଭୁବନେଶ୍ୱର: ସାଂସଦ ଅନୁଭବ ମହାନ୍ତିଙ୍କ ଭିଡିଓ ରିଲିଜ୍ ପରେ ଆଜି ଏନେଇ ବିଜେଡି ପ୍ରତିକ୍ରିୟା ରଖିଛି । ଦଳର କେନ୍ଦ୍ରାପଡା ପର୍ଯ୍ୟବେକ୍ଷକ ଦେବାଶିଷ ସାମନ୍ତରାୟ ପ୍ରତିକ୍ରିୟାରେ ରଖି କହିଛନ୍ତି, ସେ ଭିଡିଓଟିକୁ ଦେଖିଛନ୍ତି ଓ ସେଥିରେ ସାଂସଦ ନିଜ ବ୍ୟକ୍ତିଗତ ଜୀବନ କଥା କହିଛନ୍ତି । ସାଂସଦ!-->…
ଆପ୍ରୁ ଇସ୍ତଫା ଦେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଅଜୟ କୋଠିଆଲ
ନୂଆଦିଲ୍ଲୀ: ସଦ୍ୟ ସମାପ୍ତ ହୋଇଥିବା ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ଆମ୍ ଆଦମୀ ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କର୍ଣ୍ଣେଲ ଅଜୟ କୋଠିଆଲ ଆଜି ଆପରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ ନେଇ ଉତ୍ତରାଖଣ୍ଡ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି | ସୂଚନା ଥାଉ କି ଯେ ୨୦୨୨ ଉତ୍ତରାଖଣ୍ଡ!-->…
କେନ୍ଦ୍ର ସରକାରଙ୍କ ଲାଗି ଓଡ଼ିଶାରେ ଗହମର ଅଭାବ ଅଛି, ଏହା ଦୁଃଖଦାୟକ ଘଟଣା: ଯୋଗାଣ ମନ୍ତ୍ରୀ
ଭୁବନେଶ୍ବର: ଓଡ଼ିଶାରେ ଗହମର ଅଭାବ ପରିଲକ୍ଷିତ ହୋଇଛି। ଓଡିଶାକୁ କମିଛି ଗହମ ଯୋଗାଣ। ଏଥିପାଇଁ କେନ୍ଦ୍ର ସରକାରଙ୍କ ବିଭିନ୍ନ ନୀତିକୁ ଦାୟୀ କରିଛନ୍ତି ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। କେନ୍ଦ୍ର ସରକାର ଫୁଡ଼ ସବସିଡ଼ିକୁ ବଜେଟରେ କମାଇ ଦେଇଛନ୍ତି।!-->…
କଂଗ୍ରେସରୁ ଇସ୍ତଫା ଦେଲେ ହାର୍ଦ୍ଦିକ ପଟେଲ
ନୂଆଦିଲ୍ଲୀ: ଗୁଜୁରାଟ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଛି ବଡ଼ ଝଟ୍କା । କଂଗ୍ରେସରୁ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ହାର୍ଦ୍ଦିକ । ଇସ୍ତଫା ଦେବା ସହ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ଟ୍ଵିଟ୍ କରି କହିଛନ୍ତି ଯେ, ଆଜି ମୁଁ ନିଜକୁ ଷ୍ଟ୍ରଙ୍ଗ କରି ଏପରି!-->…
ବିବାହ କରିବେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ
ଜଗତସିଂହପୁର: ବିବାହ ବନ୍ଧନରେ ବାନ୍ଧିହେବେ ତିର୍ତ୍ତୋଲର ଯୁବ ବିଧାୟକ ବିଜୟ ଶଙ୍କର ଦାସ। ତାଙ୍କ ପ୍ରେମିକା ତଥା ଜଗତସିଂହପୁର ପୌରାଞ୍ଚଳ ଦେଉଲି ଗ୍ରାମେଶ୍ୱରର ସୋମାଲିକା ଦାଶଙ୍କୁ ସେ ବିବାହ କରିବାକୁ ଯାଉଛନ୍ତି। ବିବାହ ପାଇଁ ଉଭୟ ଜଗତସିଂହପୁର ସବ୍ ରେଜିଷ୍ଟ୍ରାର ଅଫିସ୍ରେ ଆବେଦନ!-->…
ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା
ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ ପାଇଛି । ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ୟ୍ୟ, ନିରଞ୍ଜନ ପୂଜାରୀ, ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଅରୁଣ!-->…
ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ : ନିରଞ୍ଜନ ପଟ୍ଟନାୟକ
ଭୁବନେଶ୍ୱର: ରାଜ୍ୟରେ କଂଗ୍ରେସର ଅବସ୍ଥା ଦିନକୁ ଦିନ ଶୋଚନୀୟ ହୋଇଥିବା ବେଳେ ଏହାକୁ ସଶକ୍ତ କରିବା ପାଇଁ ଆସିବାକୁ ଯାଉଛନ୍ତି ପ୍ରିୟଙ୍କା ଗାନ୍ଧୀ । ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ଅନୁଷ୍ଠିତ ଚିନ୍ତନ ଶିବିରରେ ଯୋଗ ଦେଇ ଫେରିବା ପରେ ଏମିତି ବୟାନ ଦେଇଛନ୍ତି ନିରଞ୍ଜନ!-->…
ସମବାୟ ନିର୍ବାଚନ ପ୍ରସ୍ତୁତି : ବରିଷ୍ଠ ନେତାଙ୍କ ସହ ବିଜେଡି ସୁପ୍ରିମୋଙ୍କ ଆଲୋଚନା, ୭ ଜଣିଆ କମିଟି ଗଠିତ
ଭୁବନେଶ୍ବର: ସମବାୟ ନିର୍ବାଚନ ନେଇ ବିଜେଡ଼ିର ଜୋରଦାର ପ୍ରସ୍ତୁତି । ଦଳର ବରିଷ୍ଠ ନେତୃତ୍ୱଙ୍କ ସହିତ ଭିଡିଓ କନଫରେନସିଂ ଜରିଆରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ । ସମବାୟ ନିର୍ବାଚନ ପରିଚାଳନା କରିବା ନେଇ ୭ ଜଣିଆ କମିଟି ଗଠନ କଲା ବିଜେଡି । କମିଟିରେ ଆବାହକ ପ୍ରତାପ ଦେବ ରହିଥିବା ବେଳେ!-->…