Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା
ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ ପାଇଛି । ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ୟ୍ୟ, ନିରଞ୍ଜନ ପୂଜାରୀ, ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଅରୁଣ!-->…
ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ : ନିରଞ୍ଜନ ପଟ୍ଟନାୟକ
ଭୁବନେଶ୍ୱର: ରାଜ୍ୟରେ କଂଗ୍ରେସର ଅବସ୍ଥା ଦିନକୁ ଦିନ ଶୋଚନୀୟ ହୋଇଥିବା ବେଳେ ଏହାକୁ ସଶକ୍ତ କରିବା ପାଇଁ ଆସିବାକୁ ଯାଉଛନ୍ତି ପ୍ରିୟଙ୍କା ଗାନ୍ଧୀ । ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ଅନୁଷ୍ଠିତ ଚିନ୍ତନ ଶିବିରରେ ଯୋଗ ଦେଇ ଫେରିବା ପରେ ଏମିତି ବୟାନ ଦେଇଛନ୍ତି ନିରଞ୍ଜନ!-->…
ସମବାୟ ନିର୍ବାଚନ ପ୍ରସ୍ତୁତି : ବରିଷ୍ଠ ନେତାଙ୍କ ସହ ବିଜେଡି ସୁପ୍ରିମୋଙ୍କ ଆଲୋଚନା, ୭ ଜଣିଆ କମିଟି ଗଠିତ
ଭୁବନେଶ୍ବର: ସମବାୟ ନିର୍ବାଚନ ନେଇ ବିଜେଡ଼ିର ଜୋରଦାର ପ୍ରସ୍ତୁତି । ଦଳର ବରିଷ୍ଠ ନେତୃତ୍ୱଙ୍କ ସହିତ ଭିଡିଓ କନଫରେନସିଂ ଜରିଆରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ । ସମବାୟ ନିର୍ବାଚନ ପରିଚାଳନା କରିବା ନେଇ ୭ ଜଣିଆ କମିଟି ଗଠନ କଲା ବିଜେଡି । କମିଟିରେ ଆବାହକ ପ୍ରତାପ ଦେବ ରହିଥିବା ବେଳେ!-->…
ବ୍ରଜରାଜନଗର ଉପନିର୍ବାଚନ: ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ୫ କେନ୍ଦ୍ର ମନ୍ତ୍ରୀ
ଭୁବନେଶ୍ୱର : ବ୍ରଜରାଜନଗର ଉପନିର୍ବାଚନ ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ଶାସକ ବିଜୁ ଜନତା ଦଳ, ବିରୋଧୀ ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସ । ନାମାଙ୍କନ ପତ୍ର ଦାଖଲଠୁ ନେଇ ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହୋଇ ସାରିଛି । ଏବେ ପ୍ରଚାରରେ କମ୍ପିବ ବ୍ରଜରାଜନଗର!-->…
ଜଟଣୀରୁ ସାନ ପୁଅ ଆସନ୍ତା ନିର୍ବାଚନରେ ପ୍ରାର୍ଥୀ ହେବ : ସୁର ରାଉତରାୟ
ଭୁବନେଶ୍ୱର: ଜଟଣୀରୁ ଆଉ ନିର୍ବାଚନ ଲଢ଼ିବେନି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟ । ଏ କଥା ଆମେ କହୁ ନାହୁଁ । ଖୋଦ୍ ସୁର ରାଉତରାୟ ଏହି କଥା ସ୍ପଷ୍ଟ କରିଛନ୍ତି । ସେ କହିଛନ୍ତି କି ଆର ଥରକୁ ମୁଁ ଆଉ ନିର୍ବାଚନ ଲଢ଼ିବିନି । ମୋତେ ଏବେ ୭୯ ବର୍ଷ ବୟସ ହେଲାଣି । ୨୦୨୪ ନିର୍ବାଚନ ବେଳକୁ!-->…
ଆସିକାର ପୂର୍ବତନ MLA ସରୋଜ ପାଢ଼ୀଙ୍କ କିଡନାପ୍ ନେଇ ବଢ଼ିଲା ସନ୍ଦେହ
ଭୁବନେଶ୍ୱର: ଗତକାଲିଠାରୁ ଆସିକାର ପୂର୍ବତନ ବିଧାୟକ ସରୋଜ ପାଢ଼ୀ ନିଖୋଜ ଥିବା ନେଇ ତାଙ୍କ ପୁଅ କ୍ୟାପିଟାଲ ଥାନାରେ ଏତଲା ଦେଇଛନ୍ତି । ତେବେ ସରୋଜଙ୍କୁ କେହି କିଡନାପ୍ କରିଥିବା ତାଙ୍କ ପରିବାର ଲୋକେ ସନ୍ଦେହ କରୁଛନ୍ତି । ଭୁବନେଶ୍ୱରର ୟୁନିଟ-୬ ସୂର୍ଯ୍ୟନଗରସ୍ଥିତ ଏକ ଆପାର୍ଟମେଣ୍ଟରେ!-->…
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ସୁବାସ ସିଂହଙ୍କ ଇସ୍ତଫା ପରେ ଖାଲି ଥିବା ଆସନ ପାଇଁ ଉପନିର୍ବାଚନ ହେବ। ଉପନିର୍ବାଚନ ପାଇଁ ମେ ୨୬ ରୁ ଜୁନ ୨ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରାଯିବ। ଜୁନ ୩ରେ ନାମାଙ୍କନ ଯାଞ୍ଚ ସହ ୬ ପର୍ଯ୍ୟନ୍ତ ନାମାଙ୍କନ!-->…
ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ କଂଗ୍ରେସର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି
ଭୁବନେଶ୍ବର: ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ୍ର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି ହୋଇଛି। ପ୍ରଚାର ତାଲିକାରେ ରହିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ଟିଏସ. ସିଂ ଦେଓ । ସେହିପରି ବ୍ରଜରାଜନଜର ପାଇଁ ମୈଦାନକୁ ଓହ୍ଲାଇବେ ଯୁବ ନେତା!-->…
ବ୍ରଜରାଜନଗର ଉପନିର୍ବାଚନ: କଂଗ୍ରେସ ପ୍ରାର୍ଥୀ କିଶୋରଙ୍କ ପ୍ରଚାର ଆରମ୍ଭ
ଝାରସୁଗୁଡ଼ା: ମେ ୩୧ ତାରିଖରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ। ଏହି ପରିପ୍ରେକ୍ଷୀରେ ବୁଧବାର ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ ଶେଷ ହୋଇଛି। ୧୨ ତାରିଖ ଗୁରୁବାର ନାମାଙ୍କନପତ୍ର ଯାଞ୍ଚ ଚାଲିଥିବା ବେଳେ ୧୭ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ରହିଛି । ହେଲେ ପ୍ରାର୍ଥୀମାନେ!-->…
ଆସନ୍ତାକାଲିଠୁ ବିଜେପିର ଦୁଇଦିନିଆ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର : ଆସନ୍ତାକାଲି ଏବଂ ମେ ୧୪ ତାରିଖରେ ବସିବ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ । କୋର କମିଟି ବୈଠକ ଠାରୁ ଆରମ୍ଭ କରି ଜିଲ୍ଲା ସଭାପତି ଓ ପ୍ରଭାରୀ, ପଦାଧିକାରୀ ମାନଙ୍କର ବୈଠକ ଦୁଇ ଦିନ ଧରି ହେବ । ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ । ଏନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ!-->…