Browsing Category

ରାଜନୀତି

ସମ୍ବିତ ପାତ୍ର ଯାହା କହୁଛନ୍ତି, ଯାହା କରୁଛନ୍ତି ସବୁ ଡ୍ରାମା : ପ୍ରତାପ ଦେବ

ଶ୍ରୀମନ୍ଦିର ହେରିଟେଜ କରିଡର ଉପରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର । ସେ କହିଛନ୍ତି, ବେଆଇନ ଭାବେ କାର୍ଯ୍ୟ କରାଯାଉଛି । ରାଜ୍ୟ ସରକାର ଏଏସଆଇ ସହ ମିଶି କାମ କରୁନାହାନ୍ତି। ହାଇକୋର୍ଟରେ ଏଏସଆଇ ରିପୋର୍ଟ ଅନୁଯାୟୀ, ନିର୍ମାଣ କାର୍ଯ୍ୟ…

ସମ୍ବିତ ପାତ୍ରଙ୍କ ଗାଡ଼ି ଉପରକୁ ଟମାଟୋ ଓ କାଳୀ ମାଡ଼

ପୁରୀ: ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ୱିତ ପାତ୍ର ଗାଡ଼ିକୁ ଟମାଟୋ ଓ କାଳିମାଡ଼ ହୋଇଛି । ସକାଳେ ଟମାଟୋ ମାଡ଼ ହୋଇଥିବା ବେଳେ ଅପରାହ୍ଣରେ କାଳିମାଡ଼ ହୋଇଛି । ଟମାଟୋ ଓ କାଳି ମାଡ଼ କରିଛନ୍ତି ଛାତ୍ର କଂଗ୍ରେସ କର୍ମୀ । ପୁରୀ ବଳଗଣ୍ଡି ଛକରେ ଟମାଟୋ ଓ ଝାଡେଶ୍ୱରୀ କ୍ଲବ ଛକରେ କାଳି…

ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ସ୍ଥଳ ଅନୁଧ୍ୟାନ କଲେ ସମ୍ୱିତ୍‌ ପାତ୍ର

ପୁରୀ : ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ନେଇ ଗତକାଲି ହାଇକୋର୍ଟରେ ଏଏସଆଇର ସତ୍ୟପାଠ ପରେ ପୁଣିଥରେ ଆରମ୍ଭ ହୋଇଛି ବିବାଦ। ଆଜି ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ବଡ଼ଦାଣ୍ଡର ମରଚିକୋଟ ଛକଠାରୁ ମହାପ୍ରଭୁଙ୍କ ମୂର୍ତ୍ତି ଧରି ଚାଲି ଚାଲି ଆସିବା ସହ ଶ୍ରୀମନ୍ଦିର ଯାଇ…

ବ୍ରଜରାଜନଗର ଉପନିର୍ବାଚନ: ଶେଷ ଦିନରେ ନାମାଙ୍କନ ଦାଖଲ କଲେ ୩ ଦଳର ପ୍ରାର୍ଥୀ

ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଲାଗି ବୁଧବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ପ୍ରାର୍ଥୀ। ରାଜ୍ୟର ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଏବଂ କଂଗ୍ରେସର ପ୍ରାର୍ଥୀମାନେ ବିଶାଳ ଶୋଭାଯାତ୍ରାରେ ବାହାରି ଝାରସୁଗୁଡ଼ା ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବିଜେଡି…

ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ହେଲେ କିଶୋର ପଟେଲ

ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ଘୋଷଣା କଲା ପ୍ରାର୍ଥୀଙ୍କ ନାମ। ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ କିଶୋର ପଟେଲଙ୍କୁ କଂଗ୍ରେସ ପ୍ରାର୍ଥୀ ଭାବେ ଘୋଷଣା କରିଛି। ଏପଟେ ଆଜି ବିଜେଡି ପ୍ରାର୍ଥୀ ଭାବେ ଅଳକା ମହାନ୍ତିଙ୍କ ନାମ ଘୋଷଣା କରିଛି। ବ୍ରଜରାଜନଗରର…

ବ୍ରଜରାଜନଗର ଉପନିର୍ବାଚନ : ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କଲା ବିଜେଡି

ଭୁବନେଶ୍ଵର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ଅଳକା ମହାନ୍ତି ହେଲେ ବିଜେଡି ପ୍ରାର୍ଥୀ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ଘୋଷଣା କରିଛନ୍ତି। ୧୧ ତାରିଖ ନାମାଙ୍କନ ଦାଖଲର ଶେଷ ଦିବସ ହୋଇଥିବାରୁ ବିଜେଡିର ପ୍ରାର୍ଥୀ ଘୋଷଣା କରିଛି । ପ୍ରାର୍ଥୀ…

ଝାରସୁଗୁଡ଼ା ଜିଲ୍ଲା ବିଜେପି ସଭାପତିଙ୍କ ଇସ୍ତଫା

ଝାରସୁଗୁଡ଼ା: ବ୍ରଜରାଜନଗର ଉପନିର୍ବାଚନ ଲାଗି ରାଧାରାଣୀ ପଣ୍ଡାଙ୍କୁ ବିଜେପି ପ୍ରାର୍ଥୀ କରିବା ପରେ ଝାରସୁଗୁଡ଼ା ଜିଲ୍ଲା ବିଜେପି ସଭାପତି ମଙ୍ଗଳ ସାହୁ ନିଜ ପଦବିରୁ ଇସ୍ତଫା ଦେଇଛନ୍ତି । ୨୫ ବର୍ଷ ହେବ ଦଳରେ ଥିବା ମଙ୍ଗଳ ନିଜର ଇସ୍ତଫା ପତ୍ର ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ…

ଖୋର୍ଦ୍ଧା ହସ୍ପିଟାଲରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ସ୍ୱାସ୍ଥ୍ୟ ପରୀକ୍ଷା

ଖୋର୍ଦ୍ଧା: ଚିଲିକା ବିଧାୟକଙ୍କ ସ୍ବାସ୍ଥ୍ୟ ପରୀକ୍ଷା । ଖୋର୍ଦ୍ଧା ହସ୍ପିଟାଲରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ସ୍ୱାସ୍ଥ୍ୟ ପରୀକ୍ଷା । ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ବିଧାୟକ ଜଗଦ୍ଦେବଙ୍କ କରାଗଲା ସ୍ୱାସ୍ଥ୍ୟ ପରୀକ୍ଷା । ୫ ଜଣିଆ ଡାକ୍ତରୀ ଟିମ୍ ଦ୍ୱାରା ବିଧାୟକଙ୍କ ସ୍ୱାସ୍ଥ୍ୟ…

ରାଧାରାଣୀ ପଣ୍ଡା ହେଲେ ବ୍ରଜରାଜନଗରର ବିଜେପି ପ୍ରାର୍ଥୀ

ଭୁବନେଶ୍ୱର : ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା । ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପି ତରଫରୁ ପ୍ରାର୍ଥୀ ଭାବେ ରାଧାରାଣୀ ପଣ୍ଡାଙ୍କ ନାମ ଘୋଷଣା ହୋଇଛି । ବ୍ରଜରାଜନଗରର ପୂର୍ବତନ ବିଧାୟିକା ଥିଲେ ରାଧାରାଣୀ ପଣ୍ଡା । ଖବର ଅନୁଯାୟୀ, ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କିଶୋର…

ଦିଲ୍ଲୀ ଗଲେ ଓଡିଶା କଂଗ୍ରେସ ନେତା

ଭୁବନେଶ୍ୱର: ଦିଲ୍ଲୀ ଅଭିମୁଖେ ବାହାରିଲେ କଂଗ୍ରେସ ନେତା। ବରିଷ୍ଠ କଂଗ୍ରେସ ନେତା ଶରତ ପଟ୍ଟନାୟକଙ୍କ ସହ ଜୟଦେବ ଜେନା, ଚିରଞ୍ଜିବୀ ବିଶ୍ୱାଳ, ବିଧାୟକ ସନ୍ତୋଷ ସିଂ ସାଲୁଜା ଓ ବିଧାୟକ ରମେଶ ଜେନା ପ୍ରମୁଖ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସକାଳ ସମୟରେ ସୁର ରାଉତରାୟ ଓ ମହମ୍ମଦ ମୋକିମ ମଧ୍ୟ…