Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
୩ ବର୍ଷର ରିପୋର୍ଟ ମାଗିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କେବଳ ପ୍ରତିଶ୍ରୁତି ପ୍ରଦାନ ନୁହେଁ; ବରଂ ଏହାକୁ ପୂରଣ ଦିଗରେ ଏକନିଷ୍ଠ ଉଦ୍ୟମ ଗୋଟିଏ ସରକାରକୁ ଲୋକପ୍ରିୟ କରିଥାଏ। ଏହି ନୀତିକୁ ପାଥେୟ କରି ରାଜ୍ୟରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ସବୁବେଳେ ନିଜର ପ୍ରତିଶ୍ରୁତି ଓ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ସଫଳ!-->…
ଦରବୃଦ୍ଧି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି
ଭୁବନେଶ୍ବର: ମହଙ୍ଗା ହେଲା ଘରୋଇ ଗ୍ୟାସ ସିଲିଣ୍ଡର । ପୁଣି ବଢ଼ିଲା ଗ୍ୟାସ ଦର । ଘରୋଇ ଗ୍ୟାସ୍ ସିଲିଣ୍ଡର ଦରରେ ୫୦ ଟଙ୍କା ବୃଦ୍ଧି ହୋଇଛି । ଭୁବନେଶ୍ୱରରେ ଗ୍ୟାସ ଦର ୯୭୬ ଟଙ୍କା ରହିଥିବା ବେଳେ ଏଣିକି ୧୦୨୬ ଟଙ୍କା ଦେଇ ଗ୍ୟାସ ସିଲିଣ୍ଡର କିଣିବେ ଗ୍ରାହକ । ତେବେ ନୂଆ ଦର ଆଜି ଠାରୁ ଲାଗୁ!-->…
ଆଇନ୍କୁ ହାତକୁ ନେଲେ ଓଡିଶାରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଶ୍ଚିତ: ବିଜେଡି
ଭୁବନେଶ୍ୱର : ଓଡିଶାର ବିଜେପି ନେତାମାନେ ଜାଣି ରଖିବା ଉଚିତ୍ ଯେ ଏହା ୟୁପି କିମ୍ବା ବିହାର ନୁହେଁ, ଏହା ହେଉଛି ଓଡିଶା । ଏଠି ଆଇନ୍ର ଶାସନ ଚାଲେ । ସେ ନେତା, ମନ୍ତ୍ରୀ, ବିଧାୟକ କିମ୍ବା ଅଫିସର ଯିଏ ହୁଅନ୍ତୁ ନା କାହିଁକି, ଆଇନ୍କୁ ହାତକୁ ନେଲେ ତାଙ୍କ ବିରୋଧରେ ଦୃଢ ଆଇନ୍ଗତ!-->…
ପାପଡ଼ାହାଣ୍ଡି BDO ଓ ତାରା ବାହିନୀପତିଙ୍କ ମଧ୍ୟରେ ଯୁକ୍ତିତର୍କ
ନବରଙ୍ଗପୁର: ବିଧାୟକ -ବିଡିଓଙ୍କ ମଧ୍ୟରେ ଯୁକ୍ତିତର୍କ । ସାଧାରଣ ସ୍ଥାନରେ ବିଡିଓଙ୍କ ଉପରେ ବର୍ଷିଲେ ବିଧାୟକ । ଦୁର୍ନିତୀଗ୍ରସ୍ତ ଅଫିସର ବୋଲି କହି ବର୍ଷିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି । ବିଡିଓ ନିଜକୁ ମହିଳା ଓ ଦଳିତ ବୋଲି କହି ଦୁର୍ନୀତିରେ ଲିପ୍ତ ଥିବା ଅଭିଯୋଗ କରିଛନ୍ତି!-->…
ଯୈାନ କେଳେଙ୍କାରୀ ଅଭିଯୁକ୍ତ ବିଧାୟକ ପ୍ରକାଶ ମାଝୀଙ୍କୁ ତୁରନ୍ତ ଗିରଫ କରାଯାଉ: ଡ.ଲେଖାଶ୍ରୀ
ଭୁବନେଶ୍ୱର : ସମସ୍ତଙ୍କ ପାଇଁ ଆଇନ ସମାନ ବୋଲି ଦୀର୍ଘ ୨୨ ବର୍ଷ ଧରି ଶାସନ କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ବାରମ୍ବାର କହିଆସୁଥିବାବେଳେ ବାସ୍ତବ ଚିତ୍ର କିନ୍ତୁ ସଂପୂର୍ଣ୍ଣ ଭିନ୍ନ ।
ବାସ୍ତବରେ ରାଜ୍ୟରେ ଦୁଇଟି ଆଇନ ପ୍ରଣୟନ ହେଉଛି । ଗୋଟିଏ ଶାସକ ବିଜେଡି ସପକ୍ଷବାଦୀଙ୍କ ପାଇଁ ଏବଂ!-->!-->!-->…
ଦେବଗଡ଼ ବିଧାୟକଙ୍କୁ ଗିରଫ ପ୍ରତିବାଦରେ ଶୁକ୍ରବାର ଏସ୍ପି ଅଫିସ ଆଗରେ ଧାରଣା ଦେବ ବିଜେପି
ଭୁବନେଶ୍ୱର: ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫ ପ୍ରତିବାଦରେ ଶୁକ୍ରବାର ରାଜ୍ୟର ସମସ୍ତ ଏସ୍ପି ଅଫିସ ଆଗରେ ଭାଜପା ଧାରଣା ଦେବ। ଏନେଇ ଭାଜପାର ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଗୁରୁବାର ସୂଚନା ଦେଇଛନ୍ତି। ଏହାଛଡ଼ା ତିଲେଇବଣି ବିଡିଓଙ୍କୁ ଗିରଫ ଦାବିରେ ଦଳ!-->…
ବ୍ରଜରାଜନଗର ଉପନିର୍ବାଚନ, ୨୭୯ଟି ବୁଥରେ ହେବ ମତଦାନ
ଭୁବନେଶ୍ୱର: ମେ' ୩୧ରେ ଅନୁଷ୍ଠିତ ହେବ ବ୍ରଜରାଜନଗର ଉପନିର୍ବାଚନ । ଜୁନ ୩ ରେ ଭୋଟ୍ ଗଣତି ହେବ । ଆଜିଠୁ ଆରମ୍ଭ ହୋଇଛି ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା । ମେ ୧୧ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ । ମେ ୧୨ରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ । ପ୍ରାର୍ଥିପତ୍ର!-->…
ବଢ଼ିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଅବଧି
ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଅବଧି ବଢ଼ିଯାଇଛି । ଜାମିନ ଅବଧି ଆଉ ୭ ଦିନ ବଢ଼ାଇଛନ୍ତି କୋର୍ଟ । ପ୍ରଶାନ୍ତଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ପିଟିସନ ଦାଖଲ ହୋଇଥିଲା । ଚିକିତ୍ସା ଆବଶ୍ୟକତା ଥିବାରୁ ଜାମିନ ଅବଧି ବଢ଼ାଇବାକୁ ଆବେଦନ ହୋଇଥିଲା ।
ତେବେ!-->!-->!-->…
କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା
ଭୁବନେଶ୍ବର : କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା । ୫ ତାରିଖରେ ରାହୁଲ ଗାନ୍ଧୀଙ୍କ ସହ ହେବ ଆଲୋଚନା । ଦଳୀୟ ସଂଗଠନ ଉପରେ ହେବ ପୁଙ୍ଖାନୁପୁଙ୍ଖ କରାଯିବ ତର୍ଜମା । କିଭଳି ଓଡ଼ିଶା କଂଗ୍ରେସରେ ଲାଗି ରହିଥିବା ଗୋଷ୍ଠୀ କନ୍ଦଳକୁ ଦୂର କରାଯାଇ ଦଳକୁ ଆଗକୁ ନିଆଯାଇପାରିବ, ସେନେଇ ହେବ ଆଲୋଚନା!-->…
ବରିଷ୍ଠ ବିଜେପି ନେତା ବିଜୟ ପ୍ରଧାନଙ୍କ ପରଲୋକ
କେନ୍ଦ୍ରାପଡ଼ା: : କେନ୍ଦ୍ରାପଡା ବରିଷ୍ଠ ବିଜେପି ନେତା ବିଜୟ ପ୍ରଧାନଙ୍କ ପରଲୋକ। ହୃଦ୍ଘାତ ଯୋଗୁଁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ୭୦ ବର୍ଷ ବୟସରେ ପରଲୋକ ଘଟିଛି। ମହାକାଳପଡ଼ାରୁ ବିଜେପିର ବିଧାୟକ ପ୍ରାର୍ଥୀ ଥିଲେ ବିଜୟ ପ୍ରଧାନ।ବରିଷ୍ଠ ବିଜେପି ନେତା ବିଜୟ ପ୍ରଧାନଙ୍କ ବିୟୋଗରେ!-->…