Browsing Category

ରାଜନୀତି

ପଦଯାତ୍ରା ପାଇଁ ମିଳିଲାନି ଅନୁମତି, ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ସାଂସଦ ଅପରାଜିତା

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ପଦଯାତ୍ରା ପାଇଁ ଅନୁମତି ନମିଳିବାରୁ ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ଶ୍ରୀମନ୍ଦିର ଦର୍ଶନ କରି ଫେରିଛନ୍ତି । ପୂର୍ବାହ୍ନରେ ସାଂସଦ ଷଡ଼ଙ୍ଗୀ ପ୍ରାୟ ୨୦ ଟି ଗାଡ଼ିରେ ତାଙ୍କ ସମର୍ଥକଙ୍କ ସହ ପୁରୀରେ ପ୍ରବେଶ କରିବାକୁ ଉଦ୍ୟମ କରୁଥିବା ବେଳେ…

କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ସୁର, କହିଲେ କାର୍ଯ୍ୟାନୁଷ୍ଠାନ ହେଲେ ଖାତିର ନାହିଁ

ଭୁବନେଶ୍ୱର: କଂଗ୍ରେସ ନେତା ସୁରେଶ ରାଉତରାୟ କାରଣ ଦର୍ଶାଅ ନୋଟିସର ଜବାବ ଦେଇଛନ୍ତି। ସେ କଂଗ୍ରେସ ଭବନକୁ ଆସି ଲିଖିତ ଭାବେ ଉତ୍ତର ଦାଖଲ କରିଛନ୍ତି। ପୁଣି ଥରେ ନିରଞ୍ଜନ ପଟ୍ଟନାୟକ ଓ ଜୟଦେବ ଜେନାଙ୍କ ସେହି କଥାକୁ କହଛନ୍ତି। ସୁର କହିଲେ, ଏ ଦୁହେଁ ବି ପିସିସି ସଭାପତି ନେଇ ନବୀନଙ୍କ କଥା…

ମେ ପ୍ରଥମ ସପ୍ତାହରେ ପିସିସି ସଭାପତି ପରିବର୍ତ୍ତନ: ଚେଲ୍ଲା କୁମାର

ଭୁବନେଶ୍ୱର: ମେ ପ୍ରଥମ ସପ୍ତାହରେ ପିସିସି ସଭାପତି ପରିବର୍ତ୍ତନ । କଂଗ୍ରେସ ବୈଠକ ପରେ ପ୍ରଭାରୀ ଚେଲ୍ଲା କୁମାରଙ୍କ ସୂଚନା । ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା । ଓଡିଶା ଗସ୍ତରେ ଆସିଛନ୍ତି ରାଜ୍ୟ କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାର ।…

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ରୋଷେୟାଙ୍କ ମୃତ୍ୟୁକୁ ନେଇ ମୁହାଁମୁହିଁ ହେଲେ BJD-BJP, ୧୪୪ ଧାରାଜାରି

ଝାରସୁଗୁଡ଼ା: ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଘରେ ରୋଷେୟା ଭାବେ କାମ କରୁଥିବା ଲଳିତ ସାହୁଙ୍କ ଆତ୍ମହତ୍ୟା ମାମଲାକୁ ନେଇ ଆଜି ସକାଳେ ଝଣ୍ଡାଚୌକରେ ବିଜେପି-ବିଜେଡି ମୁହାଁମୁହିଁ ହୋଇଛନ୍ତି। ଗଣ୍ଡଗୋଳର ଆଶଙ୍କା କରି ଆଜି ଝାରସୁଗୁଡ଼ାରେ ୧୪୪ ଧାରା ଲାଗୁ ହୋଇଛି। ଝାରସୁଗୁଡ଼ା ଥାନା…

ନବୀନ ନିବାସରେ ସାଂଗଠନିକ ସ୍ତରର ବୈଠକ ଆରମ୍ଭ

ଭୁବନେଶ୍ବର: ବିଜେଡିର ମିଶନ ୨୦୨୪ । ୨୦୨୪ ସାଧାରଣ ନିର୍ବାଚନ ପାଇଁ ନବୀନ ନିବାସରେ ଆରମ୍ଭ ହେଲା ସାଂଗଠନିକ ସ୍ତରର ବୈଠକ । ୯ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଓ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ଚାଲିଛି ମାନସ ମନ୍ଥନ । ଏହି ଜିଲ୍ଲା ଗୁଡ଼ିକ ହେଲେ କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା,…

ହିଞ୍ଜିଳି ଓ ଶେରଗଡର ପୌର ଓ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ସମସ୍ତେ ମିଳିମିଶି, କଠିନ ପରିଶ୍ରମ କରି ଅଞ୍ଚଳର ବିକାଶକୁ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ନବୀନ ନିବାସଠାରେ ହିଞ୍ଜିଳି ଓ ଶେରଗଡ ଅଞ୍ଚଳର ପୌରାଞ୍ଚଳ ଓ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକର ନବ ନିର୍ବାଚିତ…

ବିଜେଡିର ୨୦୨୪ ପ୍ରସ୍ତୁତି : ନବୀନ ନିବାସରେ ଶନିବାର ଜିଲ୍ଲା ପର୍ଯ୍ୟବେକ୍ଷକ ବୈଠକ

ଭୁବନେଶ୍ୱର : ପାଖାପାଖି ଦୁଇ ବର୍ଷ ଆଗରୁ ଆରମ୍ଭ ହେଲା ପ୍ରସ୍ତୁତି । ବିଜେଡିର ମିଶନ ୨୦୨୪ ରଣନୀତି ପାଇଁ ପ୍ରଥମ ବୈଠକ । ବିଜେଡି ସୁପ୍ରିମୋଙ୍କ ନିର୍ଦ୍ଦେଶରେ ଶନିବାର ବସିବ ଦଳର ଜିଲ୍ଲାଓ୍ୱାରୀ ପର୍ଯ୍ୟବେକ୍ଷକଙ୍କ ବୈଠକ । ନବୀନ ନିବାସରେ ଜିଲ୍ଲାଓ୍ୱାରୀ ବୈଠକ ନେବେ ନବୀନ । ନିଜେ ସବୁ…

ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ ସୁବାସ ସିଂ

କଟକ: ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ କଟକ ମେୟର ସୁବାସ ସିଂହ । କଟକ ମେୟର ଭାବେ ନିର୍ବାଚିତ ହେବା ପରେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି ସୁବାଷ ସିଂ । ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଛନ୍ତି ସୁବାସ । ଏନେଇ ଆଜି ବିଦ୍ଧିବଦ୍ଧ ଘୋଷଣା କରିଛନ୍ତି ସୁବାସ…

ରାଜଧାନୀରେ ଡ୍ରାଇଭରଙ୍କ ଆନ୍ଦୋଳନ ପ୍ରସଙ୍ଗ : ଲେଖାଶ୍ରୀ ସାମନ୍ତସିଂହାରଙ୍କ ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର: ରାଜଧାନୀରେ ଡ୍ରାଇଭରଙ୍କ ଆନ୍ଦୋଳନ ଆଉ ଆତଙ୍କରାଜ ସରକାର ପ୍ରୟୋଜିତ। ସରକାର ଡାହାଣୀ ହୋଇ ଲାଗୁଛନ୍ତି ଆଉ ଗୁଣିଆ ହୋଇ ଛଡାଉଛନ୍ତି। ୨ ବର୍ଷ ପୁର୍ବରୁ ସେମାନଙ୍କୁ ଏକାଠି କରିବାକୁ ଯୋଜନା ହୋଇଥିଲା। ସେମାନଙ୍କୁ ଡ୍ରେସ କୋଡ୍ ଆଉ ଲୋଗୋ କିଏ ଦେଲା ବୋଲି ସାମ୍ବାଦିକ ସମ୍ମିଳନୀ କରି…

ବିଧାୟକଙ୍କ ଭିତରୁ ପିସିସି ସଭାପତି କରିବାକୁ ଦାବି କଲେ ତାରା

ଭୁବନେଶ୍ୱର: ପୁଣି ଜୋର ଧରିଲା ପିସିସି ପରିବର୍ତ୍ତନ ଦାବି। ବିଧାୟକଙ୍କ ଭିତରୁ ଜଣଙ୍କୁ କାହାକୁ ପିସିସି ସଭାପତି କରିବାକୁ ଦାବି କରିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ଯଦି ବିଧାୟକଙ୍କ ଭିତରୁ କାହାକୁ ପିସିସି ସଭାପତି କରାନଯାଏ ତେବେ ଏନେଇ ଅସନ୍ତୋଷ ପ୍ରକାଶ କରାଯିବ ।…