Browsing Category

ରାଜନୀତି

ଭୋଟ୍ ବେଳେ ୨ ଗୋଷ୍ଠୀ ମୁହାଁମୁହିଁ

ଜଗତସିଂହପୁର : ଭୋଟ ଗ୍ରହଣ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ । ଜଗତସିଂହପୁର ପୌରାଞ୍ଚଳ ୧୯ ନମ୍ବର ଓ୍ୱାର୍ଡ ୩୦ ନମ୍ବର ବୁଥରେ ଉତ୍ତେଜନା ଦେଖାଦେଇଛି । ପରିସ୍ଥିତିକୁ ଦେଖି ଘଟଣାସ୍ଥଳରେ ପୋଲିସ ମୁତୟନ କରାଯାଇଛି । ଖବର ଅନୁଯାୟୀ, ଗୁରୁବାର ଦିନ ରାଜ୍ୟବ୍ୟାପୀ ସମସ୍ତ ପୌରାଞ୍ଚଳରେ ନିର୍ବାଚନ…

ଟଙ୍କା ବାଣ୍ଟିବା ଅଭିଯୋଗରେ ବିଧାୟକଙ୍କ ଭାଇଙ୍କୁ ପିଟିଲେ

ବଲାଙ୍ଗିର: ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କ ଭାଇଙ୍କୁ ପିଟିଲେ ବିଜେପି କର୍ମୀ। ଟଙ୍କା ବାଣ୍ଟିବା ଅଭିଯୋଗରେ ତାଙ୍କୁ ମାଡ଼ ମରାଯାଇଥିବା ଜଣାପଡ଼ିଛି। ବିଧାୟକଙ୍କ ଉପସ୍ଥିତିରେ ପ୍ରଦୀପଙ୍କୁ ମାଡ଼ ମରାଯାଇଥିବା ଜଣାଯାଇଛି। ଏଭଳି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ NAC…

ପୌର ନିର୍ବାଚନ : ବୁଥ ସାମ୍ନାରେ ଟଙ୍କା ବାଣ୍ଟିବା ଅଭିଯୋଗ

କଟକ: ରାଜ୍ୟରେ ପୌର ନିର୍ବାଚନ ପାଇଁ ଜାରି ରହିଛି ମତଦାନ। କଟକର ୫୯ ଟି ୱାର୍ଡର ୪୪୯ଟି ବୁଥରେ ୪ ଲକ୍ଷ ୫୦ ହଜାର ୭୬୯ ଭୋଟର ମତଦାନ କରୁଛନ୍ତି। ସକାଳ ୮ ଟା ରୁ ସନ୍ଧ୍ୟା ୫ ଟା ଯାଏ ଜାରି ରହିବ ମତଦାନ। ତେବେ ବିଜେଡି ମେୟର ପ୍ରାର୍ଥୀ ସୁବାସ ସିଂହ ଲାଲବାଗ ହାଇସ୍କୁଲର ୮୪ ନମ୍ବର ବୁଥ ,…

ଭୋଟ ଦେଲେ ମୁଖ୍ୟ ଶାସନ ସଚିବ ଓ ରାଜ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର: ଭୋଟ ଦେଲେ ମୁଖ୍ୟ ଶାସନ ସଚିବ । ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନରେ ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଭୁବନେଶ୍ୱର ୟୁନିଟ-୧ ୱାର୍ଡ ନମ୍ୱର ୪୦ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟର ୪୧୬ ନମ୍ବର ବୁଥରେ ସୁରେଶ ମହାପାତ୍ର ଭୋଟ…

ଭୋଟ ଦେଲେ ୫ଟି ସଚିବ ଭିକେ ପାଣ୍ଡିଆନ

ଭୁବନେଶ୍ବର: ସକାଳ ୮ ଟାରୁ ଆରମ୍ଭ ହୋଇଛି ପୌର ନିର୍ବାଚନ ପାଇଁ ଭୋଟିଂ। ନେତା ବାଛୁଛନ୍ତି ସହରବାସୀ । ଆଜି ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ୫-ଟି ସଚିବ ଭିକେ ପାଣ୍ଡିଆନ ୪୬ ନଂ ୱାର୍ଡରେ ନିଜର ମତସାବ୍ୟସ୍ତ କରିଛନ୍ତି । ପାଣ୍ଡିଆନଙ୍କ ସହ ତାଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ…

ପ୍ରାର୍ଥୀଙ୍କ ସ୍ୱାମୀ ଟଙ୍କା ବାଣ୍ଟି ଅଟକ, ୨୫ ହଜାରରୁ ଅଧିକ ଟଙ୍କା ଜବତ

ଭଦ୍ରକ ୨୪।୦୩ : ନିର୍ବାଚନ ପାଇଁ ଟଙ୍କା ବଣ୍ଟା ଅଭିଯୋଗ । ଟଙ୍କା ବାଣ୍ଟିବା ଅଭିଯୋଗରେ ସ୍ୱାଧୀନ ପ୍ରାର୍ଥୀଙ୍କ ସ୍ୱାମୀଙ୍କୁ ଅଟକ ରଖିଛି ପୋଲିସ । ଭଦ୍ରକ ପୌରପାଳିକା ଅଧିନ ୮ ନମ୍ବର ଓ୍ୱାର୍ଡରେ ଘଟିଛି ଏଭଳି ଘଟଣା । ଖବର ଅନୁଯାୟୀ, ଭଦ୍ରକ ପୌରପାଳିକା ଅଧିନ ୮ ନମ୍ବର ୱାର୍ଡର ସ୍ୱାଧୀନ…

ଭୋଟ ଦେଲେ ବିଧାୟକ ନରସିଂହ ମିଶ୍ର

ବଲାଙ୍ଗୀର : ପୌର ନିର୍ବାଚନ ନେଇ ଗୁରୁବାର ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସକାଳୁ ଭୋଟର ଲମ୍ବା ଲାଇନ୍‌ରେ ଧାଡ଼ି ବାନ୍ଧି ଛିଡ଼ା ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏହି କ୍ରମରେ ବଲାଙ୍ଗୀର ପରାଞ୍ଚଳର ଲକ୍ଷ୍ମୀନାରାୟଣପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ…

ଚାଲିଚାଲି ଯାଇ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଏମସିର ୫୩ ନଂ ୱାର୍ଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭୋଟ୍‌ କେନ୍ଦ୍ରକୁ ପାଦରେ ଚାଲିଚାଲି ଯାଇ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଭୋଟଦାନ ପାଇଁ…

୨୫ ତାରିଖରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ, ଆରମ୍ଭ ହେଲା କୋଭିଡ୍ ଟେଷ୍ଟ

ଭୁବନେଶ୍ଵର: କରୋନା କଟକଣା ମଧ୍ୟରେ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ। ଏହା ପୂର୍ବରୁ ଆଜିଠାରୁ ଆରମ୍ଭ ହୋଇଛି କୋଭିଡ୍ ଟେଷ୍ଟ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମଧ୍ୟ କୋଭିଡ୍ ଟେଷ୍ଟ କରିଛନ୍ତି। ତେବେ ପୌର ନିର୍ବାଚନ ଥିବାରୁ ବିଧାୟକମାନେ ଚାହିଁଲେ ଜିଲ୍ଲା ସ୍ତରରେ…

ବିଏମସି ନିର୍ବାଚନ : ୬୭ଟି ଓ୍ବାର୍ଡ ପାଇଁ ୭୦୫ଟି ମତଦାନ କେନ୍ଦ୍ର

ଭୁବନେଶ୍ବର : ଭୁବନେଶ୍ବର ମହାନଗର ନିଗମରେ ୬୭ଟି ୱାର୍ଡରେ ନିର୍ବାଚନ ପାଇଁ ୭୦୫ ଟି ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ କରାଯିବ । ତନ୍ମଧ୍ୟରେ ୫ ଟି ଗୋଲାପୀ ବୁଥ ରହିଛି । ପ୍ରତି ଗୋଲାପୀ ବୁଥରେ ପ୍ରିଜାଇଡିଂ ଅଧିକାରୀଙ୍କ ସମେତ ୫ ଜଣ ମହିଳା ପୋଲିଂ କର୍ମଚାରୀ ରହିବେ । ପ୍ରତି ବୁଥରେ ମେୟର…