Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡା ଜବାବ, ମୋ ସ୍ବାସ୍ଥ୍ୟ ବେଶ ଭଲ ଅଛି
ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡା ଜବାବ। ନିଜ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚାଲିଥିବା ଗୁଜବ ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବିରୋଧୀଙ୍କ ମିଛ କଥାରେ ସୀମା ରହୁନି। ଯେମିତି ଆପଣ ଦେଖିପାରୁଛନ୍ତି ମୋର ସ୍ବାସ୍ଥ୍ୟବସ୍ଥା ବେଶ ଭଲ ଅଛି। ମାସ ମାସ ଧରି ସାରା ରାଜ୍ୟରେ!-->…
ଆସନ୍ତାକାଲି ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମ୍ରିତି ଇରାନୀ
ଭୁବନେଶ୍ବର: ଓଡିଶା ଗସ୍ତରେ ସ୍ମ୍ରିତି ଇରାନୀ । ଆସନ୍ତାକାଲି ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମ୍ରିତି ଇରାନୀ । ରାଜ୍ୟର ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ଓଡିଶାରେ ଏଥର ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଘନଘନ ଓଡିଶା ଆସି ପ୍ରଚାର ମଇଦାନ ଜମାଉଛନ୍ତି!-->…
ରିଗିଂ ସନ୍ଦେହ କରି ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଅପରାଜିତା
ଭୁବନେଶ୍ବର: ସିଏପିଏଫ ମୁତୟନ ପାଇଁ ଅପରାଜିତାଙ୍କ ଚିଠି । ଭୋଟ ରିଗିଂ ରୋକିବାକୁ ଖୋର୍ଦ୍ଧା ଜିଲ୍ଲାପାଳ ତଥା ରିଟର୍ଣ୍ଣି ଅଫିସରଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା ଷଡଙ୍ଗୀ। ସେ ଏହି ଚିଠିରେ ଲେଖିଛନ୍ତି, ଦୁଇ ଜଣ ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ବ୍ୟବହାର କରି କିଛି ପୋଲିଂ!-->…
ରାଇରଙ୍ଗପୁରରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ପ୍ରଚାର
ରାଇରଂଗପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁରରେ ନିର୍ବାଚନୀ ପ୍ରଚାର କରିଛନ୍ତି। ବିପୁଳ ଜନସମୁଦ୍ର ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ!-->…
ରାଜଧାନୀରେ ତୃତୀୟ ଥର ପାଇଁ ନବୀନ କଲେ ରୋଡ ସୋ’
ଭୁବନେଶ୍ଵର: ପୁଣି ରାଜଧାନୀରେ ପ୍ରଚାର ମୈଦାନକୁ ଓହ୍ଲାଇଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉତ୍ତର ଭୁବନେଶ୍ବର ନିର୍ବାଚନମଣ୍ଡଳୀରେ କରିଛନ୍ତି ମେଗା ରୋଡ ସୋ’ । ନବୀନଙ୍କ ରୋଡ ସୋ’ ପାଇଁ ଜନସମୁଦ୍ର ପାଲଟିଛି ରାଜଧାନୀର ରାଜରାସ୍ତା। ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ ଦେଖିବାକୁ ରାସ୍ତାର!-->…
କଟକରେ ବିଜେଡିର ବିଶାଳ ଶକ୍ତି ପ୍ରଦର୍ଶନ, କଟକ ସାଂସଦଙ୍କୁ ପାଣ୍ଡିଆନଙ୍କ ଟାର୍ଗେଟ
କଟକ: କଟକରେ ବିଜେଡିର ବିଶାଳ ଶକ୍ତି ପ୍ରଦର୍ଶନ । ବାଲିଯାତ୍ରା ପଡ଼ିଆରେ ସଭାରେ ଉପସ୍ଥିତ ଲକ୍ଷାଧିକ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମ୍ବୋଧନ । ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ପଚାରିଥିଲେ । କହିଛନ୍ତି,ବିଜେଡି ସରକାର ଲୋକଙ୍କୁ!-->…
ଅଲଗା ଲୋକ ସାଂସଦ ହେଲେ ବିକାଶ ରଥ ଅଟକି ଯିବ: ପାଣ୍ଡିଆନ୍
ନୟାଗଡ଼:ପୁରୀ ଲୋକସଭା କ୍ଷେତ୍ର ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରଚାର କରିଛନ୍ତି । ନୟାଗଡ଼ରେ ଆୟୋଜିତ ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେବାକୁ ଅନୁରୋଧ କରିଛନ୍ତି । ବି.ଏସ୍.କେ.ୱାଇ, ମିଶନଶଶକ୍ତି, ୫ଟି ସ୍କୁଲ!-->…
‘ଅପରାଜିତା ଯେଉଁ କାମ କରିଛନ୍ତି ତାହ ସରପଞ୍ଚ ସ୍ତରର କାମ’ : ପାଣ୍ଡିଆନ
ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧାରେ ଆଜି ନିର୍ବାଚନୀ ପ୍ରଚାର କରିଛନ୍ତି । ହେବାଳି ପଡ଼ିଆରେ ଆଜି ଏକ ଜନସଭାକୁ ସମ୍ବୋଧନ କରି ବିଜେଡି ପାଇଁ ଭୋଟ୍ ମାଗିଛନ୍ତି । ଏହି ସମୟରେ ଭୁବନେଶ୍ୱର ବିଜେପି ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀଙ୍କୁ ଟାର୍ଗେଟ କରିଛନ୍ତି ନବୀନ!-->…
ଚମ୍ପୁଆରେ ବିଜେପି ପାଇଁ ପ୍ରଚାର କରିଛନ୍ତି ଅରୁଣ ଗୋଭିଲ
କେଉଁଝର : ଚମ୍ପୁଆରେ ଶ୍ରୀରାମ । ବିଜେପି ପାଇଁ ପ୍ରଚାର କରିଛନ୍ତି ଟିଭି ଧାରାବାହିକ ରାମାୟଣର ଶ୍ରୀରାମଙ୍କ ଚରିତ୍ରରେ ଅଭିନୟ କରିଥିବା ଅରୁଣ ଗୋଭିଲ । ଚମ୍ପୁଆ ନେହେରୁ ଷ୍ଟାଡିୟମରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶ ସଭାକୁ ସମ୍ବୋଧନ କରିଥିଲେ । ପ୍ରଶଂସକମାନେ ତାଙ୍କୁ ଫୁଲ ମାଳ ଦେବା ସହ ପାଦ!-->…
‘ବିରୋଧୀ କେବେହେଲେ ବିକାଶ ଚାହାନ୍ତି ନାହିଁ’ : ପାଣ୍ଡିଆନ
ନୟାଗଡ଼: ୫ ବର୍ଷରେ ଥରେ ସୁଯୋଗ ଆସିଛି ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବା ପାଇଁ, ଶଙ୍ଖ ଚିହ୍ନରେ ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ୍ ଦେବାକୁ ପୁରୀ ଲୋକସଭା କ୍ଷେତ୍ର ନୟାଗଡ଼ରୁ ନିବେଦନ କଲେ ପାଣ୍ଡିଆନ । ଅଲଗା ଲୋକ ସାଂସଦ ହେଲେ ବିକାଶ ରଥ ଅଟକି ଯିବ, ବିରୋଧୀ!-->…