Browsing Category

ରାଜନୀତି

ଅସନ୍ତୋଷ ଝାଡ଼ିଲେ ଓଡ଼ିଶା ପ୍ରଭାରୀ ଏ. ଚେଲାକୁମାର

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନରେ ମାଟି କାମୁଡ଼ିବା ପରେ ଏବେ ଦଳକୁ ସକ୍ରିୟ କରିବା ପାଇଁ କଂଗ୍ରେସ ଅଣ୍ଟା ଭିଡ଼ିଛି । ଆଗକୁ ପୌର ନିର୍ବାଚନ ଥିବାବେଳେ ପଞ୍ଚାୟତ ନିର୍ବାଚନରେ ଦଳର ସ୍ଥିତି ଘୁଣ ଖାଇଯାଇଛି । ଆଗାମୀ ଦିନରେ ରଣନୀତି ନିର୍ଦ୍ଧାରଣ ପାଇଁ ଓଡ଼ିଶା ଗସ୍ତରେ ଆସିଛନ୍ତି ଓଡ଼ିଶା…

ନିର୍ବାଚନ ପରେ ହିଂସା : ବିଜୟୀ ପ୍ରାର୍ଥୀ ପରାଜିତ ପ୍ରାର୍ଥୀଙ୍କ ଘରେ ଆକ୍ରମଣ ଓ ଭଙ୍ଗାରୁଜା

ଯାଜପୁର : ଯାଜପୁର ଦଶରଥପୁର ବ୍ଳକ ମଙ୍ଗଳପୁର ପଂଚାୟତରେ ନିର୍ବାଚନୀ ପରବର୍ତ୍ତି ହିଂସା । ସରପଞ୍ଚ ନିର୍ବାଚନ ଫଳାଫଳକୁ କେନ୍ଦ୍ର କରି ହିଂସାକାଣ୍ଡ। ଅଭିଯୋଗ ମୁତାବକ ମଙ୍ଗଳପୁର ପଂଚାୟତ ନିର୍ବାଚନରେ ପଙ୍କଜିନି ମହାପାତ୍ର ପରାସ୍ତ ହୋଇଥିଲେ। କିନ୍ତୁ ଗତକାଲି ବିଳମ୍ବିତ ରାତ୍ରିରେ ବିଜୟୀ…

କଟକରେ ଦୁଇଟି ଦଳ ସହ ମେଣ୍ଟ କଲା କଂଗ୍ରେସ

କଟକ: କଟକ ମହାନଗର ନିଗମ(ସିଏମ୍‌ସି) ନିର୍ବାଚନ ପାଇଁ କଂଗ୍ରେସ ମେଣ୍ଟ କରିଛି। ସିପିଆଇ ଓ ସିପିଆଇ(ଏମ୍‌) ସହିତ ମେଣ୍ଟ କରିଛି କଂଗ୍ରେସ। ଏନେଇ ସୂଚନା ପ୍ରଦାନ କରିଛନ୍ତି କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌।ନିର୍ବାଚନ ରଣନୀତି ନେଇ ବିଧାୟକ ମହମ୍ମଦ ମୋକିମ କହିଛନ୍ତି, ୨୦୧୯ ସାଧାରଣ…

ବିଜେଡିର ପୌର ନିର୍ବାଚନ ପ୍ରସ୍ତୁତି; ବିରୋଧୀଙ୍କ ଅପପ୍ରଚାର ପାଇଁ ସତର୍କ ରୁହ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆଜି ଆସନ୍ତା ପୌର ନିର୍ବାଚନର ପ୍ରସ୍ତୁତି ସ୍ଵରୂପ ଦଳର ଏମ୍‌.ପି. ଏମ.ଏଲ.ଏ , ଜିଲ୍ଲା ସଭାପତି ଓ ପର୍ଯ୍ୟବେକ୍ଷକ ମାନଙ୍କ ସହ ଭର୍ଚୁଆଲ ମାଧ୍ୟମରେ କଥା ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଞ୍ଚାୟତ ନିର୍ବାଚନରେ ଦଳର…

CMC ପାଇଁ ଗିରିବାଳା ବେହେରା ହେଲେ କଂଗ୍ରେସର ମେୟର ପ୍ରାର୍ଥୀ

ଭୁବନେଶ୍ବର: କଟକ ନଗର କଂଗ୍ରେସର ସଭାପତି ଗିରିବାଳା ବେହେରା ହେଲେ କଂଗ୍ରେସର ମେୟର ପ୍ରାର୍ଥୀ । କଂଗ୍ରେସ ଭବନରେ ତାଙ୍କ ନାମରେ ଚୂଡ଼ାନ୍ତ ମୋହର ମାରିଲା କଂଗ୍ରେସ । ଏହାପୂର୍ବରୁ ପୌର ନିର୍ବାଚନ ନେଇ କଂଗ୍ରେସ ମାନସ ମନ୍ଥନ କରିଥିଲା । ବୁଧବାର କଂଗ୍ରେସର କୋର କମିଟି ବୈଠକ ବସିଥିଲା…

ବିଜେଡିକୁ ବଡ ସଫଳତା; ୮୫୨ ରୁ ବିଜେଡି ୭୬୬, ବିଜେପି ୪୨ ଓ କଂଗ୍ରେସ ୩୭ ଆସନରେ ବିଜୟୀ

ଭୁବନେଶ୍ବର: ଓଡିଶା ରାଜନୈତିକ ଇତିହାସରେ ସବୁଠାରୁ ବଡ ସଫଳତା ହାସଲ କରିଛି ବିଜେଡି ଯେତେବେଳେ ନିର୍ବାଚନ ହୋଇଥିବା ୮୫୨ଜିଲ୍ଲା ପରିଷଦ ଆସନରୁ ୯୦ ପ୍ରତିଶତ ଆସନରେ ଦଳୀୟ ପ୍ରାର୍ଥୀ ବାଜିମାତ୍ କରିଛନ୍ତି । ୨୨ ବର୍ଷର ରାଜନୈତିକ ଅଧ୍ୟାୟରେ ଏହି ସଫଳତା ବିରଳ । ଖାଲି ଆସନ ନୁହେଁ ବରଂ ଦଳର…

ଆସନ୍ତା ପୌର ନିର୍ବାଚନ ପାଇଁ ୱାର୍ଡ ଓ ବୁଥ୍‌ ତାଲିକା ପ୍ରକାଶ

ଭୁବନେଶ୍ୱର: ଆସନ୍ତା ପୌର ନିର୍ବାଚନ ପାଇଁ ୱାର୍ଡ ଓ ବୁଥ୍‌ ତାଲିକା ପ୍ରକାଶ ପାଇଛି ଓ ଏହାକୁ ରାଜ୍ୟ ନିର୍ବାଚନ କମିଶନ ଅନୁମୋଦନ କରିଛନ୍ତି । ସମୁଦାୟ ମୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ସଂଖ୍ୟା ୪୮+ ୫୯ ଣ= ୧୦୭, ସମୁଦାୟ ମହାନଗର ନିଗମ-୩, ମୁନିିିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ…

ପଞ୍ଚାୟତ ଜନାଦେଶକୁ ନମ୍ରତାର ସହ ଗ୍ରହଣ କଲେ ରାଜ୍ୟ ବିଜେପି ସଭାପତି

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ଫଳାଫଳ ଆସିବା ପରେ ସାମ୍ବାଦିକ ସମ୍ମିଳନୀ କରି ପ୍ରତିକ୍ରିୟା ରଖିଲା ବିଜେପି । ପଞ୍ଚାୟତ ନିର୍ବାଚନ ଫଳାଫଳକୁ ନମ୍ରତାର ସହ ଗ୍ରହଣ କରୁଛୁ ବୋଲି କହିଛନ୍ତି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି । ସେ କହିଛନ୍ତି, ବିଜେପିର ସିଟ୍ କମିଥିଲେ ବି, ୩୦…

ବିଜେଡିକୁ ସମର୍ଥନ ପାଇଁ ସମସ୍ତ ଦଳୀୟ ପ୍ରାର୍ଥୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ନବୀନ ଦେଲେ ଆନ୍ତରିକ ଧନ୍ୟବାଦ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫଳାଫଳକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌ । ବିଜୟୀ ସମସ୍ତ ଦଳୀୟ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଅତୁଟ ବିଶ୍ୱାସ ରଖି ବିଜେଡିକୁ ବିପୁଳ ସମର୍ଥନ ଦେଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ…

ପଞ୍ଚାୟତ ନିର୍ବାଚନରେ ହାରିଲେ ପୂର୍ବତନ ମନ୍ତ୍ରୀ

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନରେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ପରାସ୍ତ ହୋଇଛନ୍ତି । ସମିତିସଭ୍ୟ ନିର୍ବାଚନରେ ସେ ବହୁ ଭୋଟରେ ହାରି ଯାଇଛନ୍ତି । ଅଧ୍ୟକ୍ଷ ହେବା ଲକ୍ଷ୍ୟ ନେଇ ସେ ସମିତି ସଭ୍ୟ ପ୍ରାର୍ଥୀ ହୋଇଥିଲେବି ପରାଜୟର ସାମ୍ନା କରିଛନ୍ତି । ହିନେ୍ଦାଳ ବ୍ଲକର ଗିରିଧାରୀ…