Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ, ସକାଳ ୧୧ଟା ସୁଦ୍ଧା ୩୬ ପ୍ରତିଶତ ମତଦାନ
ଭୁବନେଶ୍ବର: ଆଜି ସକାଳୁ ରାଜ୍ୟର ୨୭ ଟି ଜିଲ୍ଲାରେ ଚାଲିଛି ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ପାଇଁ ଭୋଟ ଗ୍ରହଣ। ଏହି ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛି। ଏହା ଅପରାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ସୂଚନା ଅନୁସାରେ ସକାଳ ୧୧ଟା!-->…
ସୋନୁ ସୁଦଙ୍କ ବିରୋଧରେ ମାମଲା ରୁଜୁ
ଚଣ୍ଡିଗଡ଼,: ସବୁବେଳେ ମହତ୍ କାର୍ଯ୍ୟ କରି ଚର୍ଚ୍ଚାରେ ରହୁଥିବା ବଲିଉଡ୍ ଅଭିନେତା ସୋନୁ ସୁଦ ଏବେ ରାଜନୈତିକ ପ୍ରସଙ୍ଗକୁ ନେଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ତାଙ୍କ ବିରୋଧରେ ପଞ୍ଜାବର ମୋଗାରେ ଏକ ମାମଲା ରୁଜୁ ହୋଇଛି। ସୋନୁ ସୁଦ ତାଙ୍କ ଭଉଣୀ ମାଲଭିକା ସୁଦଙ୍କ ସପକ୍ଷରେ ଭୋଟରଙ୍କୁ!-->…
ପୌରସଂସ୍ଥା ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ, ୪୫୮୪ଟି ବୁଥ୍ରେ ଭୋଟ୍ ଗ୍ରହଣ
ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ ଚୂଡ଼ାନ୍ତ ହୋଇଛି ସମସ୍ତ ପ୍ରକାର ପ୍ରସ୍ତୁତି । ଏକାସଙ୍ଗରେ ରାଜ୍ୟର ୩ ମହାନଗର ନିଗମ ଓ ୧୦୭ ପୌରସଂସ୍ଥା ପାଇଁ ହେବ ମତଦାନ । ଇଭିଏମ୍ ଜରିଆରେ ୪୫୮୪ଟି ବୁଥ୍ରେ ଭୋଟ୍ ଗ୍ରହଣ କରାଯିବ । ପ୍ରଥମ ଥର ପାଇଁ ପୌର ନିର୍ବାଚନରେ 'ନୋଟା' ବ୍ୟବହାର ହେବ । ବାଲାଟ୍!-->…
ଭଦ୍ରକରେ ନିର୍ବାଚନୀ ହିଂସା: ଯୁବକଙ୍କୁ ପିଟିପିଟି ମାରିଦେଲେ
ଭଦ୍ରକ : ରାଜନୈତିକ ଆକ୍ରୋଶରୁ ପିଟି ପିଟି ହତ୍ୟା ଅଭିଯୋଗ । ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଞ୍ଚଳରୁ ଏମିତି ଅଭିଯୋଗ ଆସିଛି । ଧାମନଗର ଥାନା ଦଳାଙ୍ଗ ପଂଚାୟତ ଜାହାଙ୍ଗିର ଅଞ୍ଚଳରେ ରାଜନୈତିକ ଆକ୍ରୋଶ ଯୋଗୁଁ ଜଣେ ଯୁବକଙ୍କୁ ରାଜନୈତିକ ଦଳର ଲୋକେ ପିଟିପିଟି ହତ୍ୟା କରିଥିବା ନେଇ ମୃତକଙ୍କ!-->…
ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି
ଭୁବନେଶ୍ୱର : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ହେମାନନ୍ଦ ବିଶ୍ୱାଳ ଅସୁସ୍ଥ । ୧୫ଦିନ ତଳେ ଶ୍ରୀ ବିଶ୍ୱାଳ ଝାରସୁଗୁଡ଼ାର ନିଜ ଗାଁ ଠାକୁରପଡ଼ାରେ ପ୍ରାତଃ ଭ୍ରମଣ କରୁଥିଲା ବେଳେ ତଳେ ପଡ଼ିଯାଇଥିଲେ । ସେତେବେଳେ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ହୋଇ ଘରକୁ!-->…
କେନ୍ଦ୍ରାପଡା ସାନ ଅଢଙ୍ଗାର ସରପଞ୍ଚ ପ୍ରାର୍ଥୀଙ୍କୁ ଆକ୍ରମଣ
ମାର୍ଶାଘାଇ: କେନ୍ଦ୍ରାପଡା ପାଟକୁରା ଥାନା ସାନ ଅଢଙ୍ଗାର ସରପଞ୍ଚ ପ୍ରାର୍ଥୀ ଅମିୟ ରଞ୍ଜନ ଗୁରୁତର। ବିଳମ୍ବିତ ରାତିରେ ଅର୍ଜୁନପୁର ବ୍ୟାଙ୍କଗଡ଼ା ନିକଟ ନାଳରେ ଗୁରୁତର ଅବସ୍ଥାରେ ପଡିଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇଛି।
ଗୁରୁତର ଅମୀୟଙ୍କୁ ପ୍ରଥମେ କୋରୁଆ ପ୍ରାଥମିକ ଚିକିତ୍ସାଳୟରେ!-->!-->!-->…
ଆସନ୍ତାକାଲି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ, ୧୭,୦୮୯ ବୁଥ୍ରେ ମତଦାନ
ପଞ୍ଚାୟତ ନିର୍ବାଚନ ଲାଗି ୨୨ରେ ଚତୁର୍ଥ ପର୍ଯ୍ୟାୟ ମତଦାନ । ୨୭ଟି ଜିଲ୍ଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଚତୁର୍ଥ ପର୍ଯ୍ୟାୟରେ ୧୭,୦୮୯ ବୁଥ୍ରେ ମତଦାନ ହେବ । ୧୬୩ଟି ଜିଲ୍ଲା ପରିଷଦ ଜୋନ୍ ପାଇଁ ମତଦାନ ଅନୁଷ୍ଠିତ ହେବ । ୧୨୫୪ଟି ପଞ୍ଚାୟତର ୧୭,୦୮୯ ବୁଥ୍ରେ ହେବ!-->…
ନିର୍ବାଚନ କମିଶନ, ମୁଖ୍ୟ ଶାସନ ସଚିବ ଓ ଡିଜିପିଙ୍କୁ କଡ଼ା ସମାଲୋଚନା କଲେ ସୁରେଶ ରାଉତରାୟ
ଭୁବନେଶ୍ବର : ପଞ୍ଚାୟତ ନିର୍ବାଚନ ସମୟରେ ବିଭିନ୍ନ ସ୍ଥାନରେ ଚାଲିଥିବା ହିଂସା ଓ ବୁଥ୍ ରିଗିଗିଂକୁ ନେଇ ନିର୍ବାଚନ କମିଶନ, ମୁଖ୍ୟ ଶାସନ ସଚିବ, ପୋଲିସ ଡ଼ିଜିଙ୍କୁ କଡା ସମାଲୋଚନା କଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ । ବିଂଝାରପୁରଠୁ ନେଇ ରାଜନଗର ପର୍ଯ୍ୟନ୍ତ ସବୁଠି ବିଜେଡି ଲୋକେ!-->…
ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ପାଇଁ ଗାଇଡ୍ଲାଇନ୍ ଜାରି
ଭୁବନେଶ୍ବର : ରାଜ୍ୟରେ ଗତକାଲି ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଶେଷ ହୋଇଛି । ଆଉ ଦୁଇଟି ପର୍ଯ୍ୟାୟ ମତଦାନ ପରେ ରାଜ୍ୟରେ ଶେଷ ହେବ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏହାପରେ ଫେବୃଆରୀ ୨୬ରୁ ଆରମ୍ଭ ହେବ ଭୋଟ ଗଣତି। ଫେବୃଆରୀ ୨୬ରୁ ୨୮ ତାରିଖ ଯାଏଁ ୩ ଦିନ ଭୋଟ ଗଣତି ହେବ। ତେବେ!-->…
ବିଜେଡି ନେତା ଓ ମନ୍ତ୍ରୀମାନେ ହିଂସା ଓ ଅଶାନ୍ତ ବାତାବରଣ ସୃଷ୍ଟିକାରୀ: ବିଜେପି
ଭୁବନେଶ୍ୱର, : ତ୍ରିସ୍ତରୀୟ ପଂଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟିଂ ସରିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ, ରିଗିଂ ଭଳି ବହୁ ସମସ୍ୟା ସାମ୍ନାକୁ ଆସିଛି । ଭୋଟିଂ ବେଳର ଅଧିକ ଗୁଣ୍ଡାଗର୍ଦ୍ଦି ସହ ହିଂସାକାଣ୍ଡ ଘଟିଥିବା ତିନୋଟି ଜିଲ୍ଲା ହେଉଛି; ମୁଖ୍ୟମନ୍ତ୍ରୀ ତଥା ଶାସକ!-->…