Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ, ୬୫% ମତଦାନ
ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଶେଷ ହୋଇଛି। ସକାଳ ୭ଟାରୁ ୬୮ ବ୍ଲକର ୨୦୪୩୬ ବୁଥରେ ଭୋଟିଂ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ଗୋଟାଏରେ ଏହା ଶେଷ ହୋଇଛି। ଏବେବି ଅନେକ ମତଦାନ କେନ୍ଦ୍ରରେ ଭୋଟଗ୍ରହଣ ଚାଲିଛି। ତେବେ ଅପରାହ୍ନ ୧ଟା ସୁଦ୍ଧା ଆସିଥିବା ରିପୋର୍ଟ!-->…
ରାଷ୍ଟ୍ରପତିଙ୍କୁ ଆସନ୍ତାକାଲି ସ୍ୱାଗତ କରିବେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ
ପୁରୀ:ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି । ଦିଲ୍ଲୀରୁ ସ୍ୱତନ୍ତ୍ର ବିମାନ ଯୋଗେ ୧୨ଟା ୨୫ରେ ବାହାରି ଦୁଇଟା ୪୫ରେ ଭୁବନେଶ୍ୱରରେ ପହଞ୍ଚିବେ । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଗତ କରିବେ । ରାଜ୍ୟପାଳଙ୍କ ସମେତ ମୁଖ୍ୟ ସଚିବ ସୁରେଶ ମହାପାତ୍ର, ପୋଲିସ ଡିଜି!-->…
ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି ଆଉ ଖୁସି ବି ଅଛି : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କିଛି ଗୁଜବ କିଛି ଚର୍ଚ୍ଚା । ଏଭଳି ବାଜେ କଥା ସବୁ ଆଲୋଚନା ହେଉଥିବା ବେଳେ ଆଜି ଭୁବନେଶ୍ୱର ଏକାମ୍ର କ୍ଷେତ୍ରକୁ ଯାଇ ସେଠାକାର ବିକାଶମୂଳକ କାମର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଲିଙ୍ଗରାଜ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଉପସ୍ଥିତ!-->…
ବୁଥରୁ ଭୋଟ ବାକ୍ସ ନେଇଗଲେ ଦୁର୍ବୃତ୍ତ, ମତଦାନ ବନ୍ଦ
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ଦୁଇଟି ବୁଥରୁ ଦୁର୍ବୃତ୍ତମାନେ ଭୋଟ ବାକ୍ସ ନେଇ ପଳାଇଥିବାର ଖବର ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳ ୬ଟା ବେଳେ ଦୁର୍ବୃତ୍ତମାନେ ସଦର ବ୍ଲକ ପଟସରା କେନ୍ଦ୍ରର ୧ ଓ ୨ ନମ୍ବର ବୁଥରୁ ଭୋଟ ବାକ୍ସ ନେଇ ପଳାଇଥିଲେ।
ମତଦାତାମାନେ ବୁଥକୁ ଆସିବା!-->!-->!-->…
ନିର୍ବାଚନୀ ହିଂସାକୁ ବରଦାସ୍ତ କରାଯିବନି: ଡିଜିପି
ଭୁବନେଶ୍ବ: ନିର୍ବାଚନୀ ହିଂସାକୁ ବରଦାସ୍ତ କରାଯିବ ନାହିଁ । ଏଥିରେ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ପରବର୍ତ୍ତି ୪ ଟି ପର୍ଯ୍ୟାୟକୁ ବିଶେଷ ଗୂରୁତ୍ୱ ଦିଆଯିବ ବୋଲି ଡିଜିପି ସୁନୀଲ ବଂଶଲ କହିଛନ୍ତି। ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ଗୋଟେ!-->…
ପ୍ରଥମ ପର୍ଯ୍ୟାୟ ଭୋଟ ବେଳେ ହିଂସା : ୨୫ଟି ବୁଥରେ ପୁନଃ ନିର୍ବାଚନ ପାଇଁ ପ୍ରସ୍ତାବ
ଭୁବନେଶ୍ବର: ପ୍ରଥମ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବଚାନ ସମୟରେ ରାଜ୍ୟର ଚାରିଟି ଜିଲ୍ଲାରେ ହିଂସାକାଣ୍ଡ ଘଟିଥିଲା। ଫଳରେ ୪ଟି ଜିଲ୍ଲାର ୨୫ଟି ବୁଥରେ ମତଦାନ ବାଧାପ୍ରାପ୍ତ ହୋଇଥିଲା। ଏହି ୨୫ଟି ବୁଥରେ ପୁନର୍ବାର ନିର୍ବାଚନ କରିବାକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ରାଜ୍ୟ!-->…
ଜିଲ୍ଲା ପରିଷଦ ଆଇନରେ ସଂଶୋଧନ
ଭୁବନେଶ୍ବର: ଜିଲ୍ଲା ପରିଷଦ ଆଇନରେ ସଂଶୋଧନ କରାଯାଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷ , ଉପାଧ୍ୟକ୍ଷ ନିର୍ବାଚନ ସମୟରେ ଦଳ ବଦଳ ନିରୋଧ ଆଇନ ଲାଗୁ ହେବ। ନିର୍ବାଚନ ବେଳେ ରାଜନୈତିକ ଦଳ ମାନେ ସେମାନଙ୍କ ପ୍ରାଧିକୃତ ପ୍ରତିନିଧିଙ୍କୁ ନିଯୁକ୍ତି କରି ସେମାନଙ୍କ ନାମ ରାଜ୍ୟ ନିର୍ବାଚନ କମିଶନଙ୍କୁ!-->…
ନିର୍ବାଚନ ହାରିବା ଭୟରେ ରକ୍ତମୁଖା ପାଲଟିଛି ବିଜେପି- ସସ୍ମିତ ପାତ୍ର
ଭୁବନେଶ୍ୱର: ନିର୍ବାଚନୀ ହିଂସା ନେଇ ବିଜେପି ଅଭିଯୋଗର କଡା ଜବାବ ଦେଇଛନ୍ତି ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର । ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ପ୍ରେସମିଟ୍ କରି ବିଜେପିର ଅଭିଯୋଗକୁ କଡା ସମାଲୋଚନା କରିଛନ୍ତି । ଓଡ଼ିଶା, ଓଡ଼ିଶାବାସୀ, ବିଜେଡି ଓ ମୁଖ୍ୟମନ୍ତ୍ରୀ ଶାନ୍ତିପ୍ରିୟ । ।!-->…
ନିର୍ବାଚନ କମିଶନଙ୍କ କଟକଣା ସରକାର ମାନୁନାହାଁନ୍ତି: ସୁର ରାଉତରାୟ
ଭୁବନେଶ୍ବର: ନିର୍ବାଚନୀ ହିଂସା ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ । ସେ କହିଛନ୍ତି, ନିର୍ବାଚନ କମିଶନଙ୍କ କଟକଣା ସରକାର ମାନୁନାହାଁନ୍ତି । ବୁଧବାର କଣାସ, କୃଷ୍ଣପ୍ରସାଦ ବାଲେଶ୍ବର ସବୁଠି ନିର୍ବାଚନୀ ହିଂସା ହୋଇଛି । ୨ ଜଣ ସମ୍ବାଦିକଙ୍କୁ ମାଡ ହୋଇଛି ।!-->…
ଆସନ୍ତାକାଲି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ୨୦୪୩୬ ବୁଥରେ ହେବ ଭୋଟ ଗ୍ରହଣ
ଭୁବନେଶ୍ବର: ଆସନ୍ତାକାଲି ହେବ ପଞ୍ଚାୟତ ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ। ଏହି ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ପ୍ରଥମ ପର୍ଯ୍ୟାୟ ମତଦାନରେ କେତେକ ସ୍ଥାନର ହିଂସାତ୍ମକ!-->…