Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ବୁଥ ପରିଦର୍ଶନ ବେଳେ ମନ୍ତ୍ରୀଙ୍କ ପ୍ରତିନିଧିଙ୍କୁ ବିଜେପି କର୍ମୀଙ୍କ ମରଣାନ୍ତକ ଆକ୍ରମଣ…
କୋରାପୁଟ: ବିଜେପି କର୍ମୀଙ୍କ ଠେଙ୍ଗା ମାଡରେ ମନ୍ତ୍ରୀ ପ୍ରତିନିଧି ନରେନ୍ଦ୍ର ବିଶୋଇ ଗୁରୁତର। ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟରେ ମତଦାନ ହେଉଥିବା ବେଳେ ବୋରିଗୁମ୍ମା ବ୍ଲକ ଶଶାହାଣ୍ଡି ପଞ୍ଚାୟତରେ ଉତ୍ତେଜନା ଦେଖିବାକୁ ମିଳିଛି।
ବୁଥ ପରିଦର୍ଶନ ବେଳେ!-->!-->!-->…
ସରିଲା ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଭୋଟ
ଭୁବନେଶ୍ବର: ସରିଲା ପଂଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ । ୬୦ ପ୍ରତିଶତରୁ ଅଧିକ ମତଦାନ ହୋଇଥିବା ସୂଚନା ରହିଛି । ସବୁ ସ୍ଥାନରେ ଶାନ୍ତି ଶୃଙ୍ଖଳାର ସହିତ ର୍ନିବାଚନ ହେଉଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ । ୩୦ଟି ଜିଲ୍ଲାର ୧ ହଜାର ୬୬୯ ଗ୍ରାମପଂଚାୟତରେ!-->…
ବୁଥ୍ ଜବରଦଖଲ, ଜଣେ ଗିରଫ
ଯାଜପୁର: ବହୁ ପ୍ରତୀକ୍ଷିତ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ୟ୍ୟାୟରେ ମତଦାନ ଆରମ୍ଭ ହୋଇଯାଇଛି । ଆଜି ସକାଳ ୭ଟାରୁ ପ୍ରଥମ ପର୍ୟ୍ୟାୟରେ ୧୬୬୯ଟି ପଞ୍ଚାୟତରେ ଭୋଟ ଗ୍ରହଣ କରାଯାଉଛି । ରାଜ୍ୟର ୨୨ ହଜାର ୩୭୯ଟି ବୁଥରେ ଏହି ଭୋଟ ଗ୍ରହଣ କରାଯାଉଛି । ରାଜ୍ୟର ୩୦ଟି ଜିଲ୍ଲାର ୨ଶହ ଜିଲ୍ଲା!-->…
ହୃଦଘାତରେ ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ, ନିର୍ବାଚନ ସ୍ଥଗିତ
ବରଗଡ଼: ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପ୍ରାର୍ଥୀ ଭାବେ ଛିଡ଼ା ହୋଇଥିବା ବରଗଡ଼ ଜିଲ୍ଲାର ଆଉ ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ଆଜି ହୃଦଘାତରେ ମୃତ୍ୟୁ ହୋଇଛି । ବରଗଡ଼ ବ୍ଲକ ଗୋବିନ୍ଦପୁର ଗ୍ରାମପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମୀକି ପ୍ରଧାନ ଯିଏକି ସୂର୍ଯ୍ୟ ଚିହ୍ନରେ ପଞ୍ଚାୟତ ନିର୍ବାଚନରେ!-->…
ସରପଞ୍ଚ ପ୍ରାର୍ଥୀଙ୍କ ସନ୍ଦେହ ଜନକ ମୃତ୍ୟୁ, ନିର୍ବାଚନ ସ୍ଥଗିତ
କଟକ: ନିର୍ବାଚନ ପୂର୍ବରୁ ସରପଞ୍ଚ ପ୍ରାର୍ଥୀଙ୍କ ସନ୍ଦେହଜନକ ମୃତ୍ୟୁ । କଟକ ସଦର ଯଶପଡା ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଛି । ସରପଞ୍ଚ ପ୍ରାର୍ଥୀ ଜଣକ ହେଉଛନ୍ତି ନମିତା ବେହେରା । ତେବେ ସେଠାରେ ସରପଞ୍ଚ ନିର୍ବାଚନକୁ ସ୍ଥଗିତ ରଖାଯାଇଛି ।
ସୂଚନା ଅନୁସାରେ, ନମିତା!-->!-->!-->…
ସମିତି ସଭ୍ୟ ପ୍ରାର୍ଥୀଙ୍କ ଘର ଉପରେ ବୋମାମାଡ଼
ସାଲେପୁର: ସାଲେପୁରରେ ସମିତି ସଭ୍ୟ ପ୍ରାର୍ଥୀଙ୍କ ଘର ଉପରେ ହୋଇଛି ବୋମାମାଡ଼ । ଶିଶୁଆ ପଞ୍ଚାୟତରେ ସମିତି ସଭ୍ୟ ପ୍ରାର୍ଥୀ ଦିଲ୍ଲୀପ ଦାଶଙ୍କ ଘର ଉପରକୁ ଲଗାତର ଦୁଇଟି ବୋମାମାଡ଼ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ବିଳମ୍ବିତ ରାତିରେ ଘରର ଝରକାକୁ ଲକ୍ଷ୍ୟ କରି ଲଗାତାର ଦୁଇଟି ବୋମାମାଡ଼!-->…
ପରୀକ୍ଷା ଦେଲେ ସରପଞ୍ଚ ଓ ସମିତି ସଭ୍ୟ ପ୍ରାର୍ଥୀ
ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ବ୍ଲକ୍ ମାଲୁପଡ଼ା ଗାଁରେ ସରପଞ୍ଚ ପ୍ରାର୍ଥୀମାନେ ଲିଖିତ ପରୀକ୍ଷା ଦେଇଥିବା ଖବର ଗତ ସପ୍ତାହରେ ରାଜ୍ୟବ୍ୟାପୀ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ଏହି ଜିଲ୍ଲାରୁ ଆଉ ଏକ ଏମିତି ଖବର ଆସିଛି। ହେମଗିର ବ୍ଲକ୍ ମୁଣ୍ଡେରକ୍ଷେତ ପଞ୍ଚାୟତରେ ଜଣେ ସରପଞ୍ଚ ଓ!-->…
ସରପଞ୍ଚଙ୍କ ଘରକୁ ଗୁଳିମାଡ଼
ସମ୍ବଲପୁର : ଥମୁନି ନିର୍ବାଚନୀ ହିଂସା । ସରପଞ୍ଚ ପ୍ରାର୍ଥୀଙ୍କ ଘର ଉପରକୁ ଗୁଳିଚାଳନା । କବାଟରେ ବାଜିଛି ଗୁଳି । ସମ୍ବଲପୁର ରେଙ୍ଗାଲି ବ୍ଲକ ଠେଲକୋଲୋଇ ଥାନା ଘିଚାମୁରା ପଞ୍ଚାୟତରେ ଘଟିଛି ଘଟଣା ।
ଖବର ଅନୁଯାୟୀ, ଠେଲକୋଲୋଇ ଥାନା ଘିଚାମୁରା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ଭାବେ!-->!-->!-->…
ଆଜି ହେଉଛି ପ୍ରଥମ ପର୍ଯ୍ୟାୟ ର ମତଦାନ : ତିନି ଜୋନ ରୁ 78ହଜାର744 ମତଦାତା କରିବେ ମତ ସାବ୍ୟସ୍ତ …
ବାଲିଗୁଡା,:କନ୍ଧମାଳ ଜିଲ୍ଲା ବାଲିଗୁଡା ଓ କ. ନୂଆଗାଁ ବ୍ଲକ ରେ ତ୍ରି ସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ର ଆଜି ଭୋଟ ଗ୍ରହଣ ହେବ | ବାଲିଗୁଡା ବ୍ଲକ ରେ 183 ବୁଥ ରେ 38136 ଜଣ ଭୋଟର ମତଦାନ ସାବ୍ୟସ୍ତ କରିବେ | ବାଲିଗୁଡା ବ୍ଲକ ର ଚଉଦ ପଂଚାୟତ ରେ 50 ଜଣ ସରପଞ୍ଚ!-->…
ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ପଂଚାୟତ ନିର୍ବାଚନ
ଭୁବନେଶ୍ବର: ବୁଧବାର ଦିନ ହେବ ଓଡିଶା ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ସେଥିପାଇଁ ସୋମବାର ଦିନ ଏହାର ପ୍ରଚାର ଶେଷ ହୋଇଛି। ଏହି ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ। ସେଥିପାଇଁ ମଙ୍ଗଳବାରଠାରୁ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ!-->…