Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ନକଲି ଭୋଟର ସାବଧାନ, ଧରାପଡ଼ିଲେ ଭୋଗିବେ ଜେଲ୍ ଦଣ୍ଡ
ଭୁବନେଶ୍ୱର: ନକଲି ଭୋଟର ବୋଲି ଜଣାପଡ଼ିଲେ ପୋଲିସରେ ଜିମା ଦିଆଯିବ। ପରିଚୟ ପତ୍ର ଭୁଲ ଥିଲେ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ। ଆଉ ଦୁଇ ଦିନ ପରେ ପଞ୍ଚାୟତ ନର୍ବାଚନ ହେବ। ଏଥିପାଇଁ ନିର୍ବାଚନ କମିଶନର ନକଲି ଭୋଟରଙ୍କୁ ସତର୍କ କରାଇ ଦେଇଛନ୍ତି।
ରାଜ୍ୟ ନିର୍ବାଚନ କମିଶନ କହିଛନ୍ତି, ପଞ୍ଚାୟତ!-->!-->!-->…
ଭୋଟ୍ ର ୩୬ ଘଣ୍ଟା ପୂର୍ବରୁ ଲାଗୁ ହେବ କଟକଣା: ରାଜ୍ୟ ନିର୍ବାଚନ କମିଶନ
ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଏବେ ଜୋରସୋରରେ ପ୍ରଚାର ଚାଲିଛି । ଏହାରି ମଧ୍ୟରେ ଆୟୋଜିତ ଏକ ପ୍ରେସମିଟରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ । ତାଙ୍କ କହିବା ମୁତାବକ, ମତଦାନର ୩୬ ଘଣ୍ଟା ପୂର୍ବରୁ ଲାଗୁ ହେବ କଟକଣା । ୩୬!-->…
ସରପଞ୍ଚ ପ୍ରାର୍ଥୀ ଦେଲେ ଲିଖିତ ପରୀକ୍ଷା
ରାଉରକେଲା: ଚଳିତ ପଞ୍ଚାୟତ ନିର୍ବାଚନରେ ଘଟିଛି ଭିନ୍ନ ଏକ ରୋଚକ ଘଟଣା। ସରପଞ୍ଚ ପ୍ରାର୍ଥୀମାନଙ୍କୁ ଦେବାକୁ ପଡ଼ିଛି ଲିଖିତ ପରୀକ୍ଷା। ୮ ଜଣ ଲିଖିତ ପରୀକ୍ଷା ଦେଇଥିବା ବେଳେ ମାତ୍ର ୩ ଜଣ ପାସ୍ କରିଛନ୍ତି। ଏହି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ପଞ୍ଚାୟତର ମାଲୁପଡ଼ା ଗାଁରେ। ଏହି!-->…
ବିଧାନ ପରିଷଦ ସଂକଳ୍ପ ସମ୍ପର୍କରେ କେନ୍ଦ୍ରକୁ ଚିଠି ଲେଖିବେ ବାଚସ୍ପତି
ଭୁବନେଶ୍ୱର: ବିଧାନ ପରିଷଦ ସଂକଳ୍ପ ସମ୍ପର୍କରେ କେନ୍ଦ୍ରକୁ ୨ଟି ଚିଠି ଲେଖିବେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ୨୦୧୮ରେ ବିଧାନସଭାରେ ସର୍ବସମ୍ମତିକ୍ରମେ ପାରିତ ବିଧାନ ପରିଷଦ ସଂକଳ୍ପ ରାଜ୍ୟ ସରକାର କେନ୍ଦ୍ରକୁ ପଠାଇଥିଲେ । କିନ୍ତୁ ମନ୍ତ୍ରୀଙ୍କୁ ଆଇନ ବିଭାଗ କାହିଁକି ଭୁଲ ତଥ୍ୟ!-->…
ଧର୍ମଶାଳାର ପୂର୍ବତନ ବିଧାୟକ କାଙ୍ଗାଳି ଚରଣ ପଣ୍ଡାଙ୍କ ପରଲୋକ
ଯାଜପୁର: ପରଲୋକରେ ଧର୍ମଶାଳାର ପୂର୍ବତନ ବିଧାୟକ କାଙ୍ଗାଳି ଚରଣ ପଣ୍ଡା । ଭୁବନେଶ୍ୱର ସ୍ଥିତ ବାସଭବନରେ ଗତକାଲି ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ବାର୍ଦ୍ଧକ୍ୟ କାରଣରୁ ତାଙ୍କର ମୃତ୍ୟୁ ଘଟିଛି।
ରସୁଲପୁର ବ୍ଲକ!-->!-->!-->…
ପୌର ଭୋଟରେ ପ୍ରଥମ ଥର ପାଇଁ ରହିବ NOTA
ଭୁବନେଶ୍ୱର: ରାଜ୍ୟରେ ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବାକୁ ଯାଉଛି ପଞ୍ଚାୟତ ଭୋଟ । ପାଞ୍ଚଟି ପର୍ଯ୍ୟାୟରେ ହେବାକୁ ଯାଉଛି ମତଦାନ । ପଞ୍ଚାୟତ ନିର୍ବାଚନ ପରେ ରାଜ୍ୟରେ ହେବ ପୌର ନିର୍ବାଚନ । ପ୍ରଥମ ଥର ପାଇଁ ଚଳିତ ପୌର ଭୋଟରେ ରହିବ NOTA । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ!-->…
ବିଧାନ ପରିଷଦ ଗଠନ ନେଇ ୨୦୧୮ରୁ କେନ୍ଦ୍ର ନିକଟକୁ ଯାଇଛି ପ୍ରସ୍ତାବ : ବାଚସ୍ପତି
ଭୁବନେଶ୍ୱର: ଓଡିଶାରେ ବିଧାନ ପରିଷଦ ଗଠନକୁ ନେଇ କେନ୍ଦ୍ର ମନ୍ତ୍ରୀଙ୍କ ଉତର ପରେ ପ୍ରତିକ୍ରିୟା ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ସେ କହିଛନ୍ତି ବିଧାନସଭାରେ ସଂକଳ୍ପ ପାରିତ ହେବା ପରେ ୧୮ ସେପ୍ଟେମ୍ବର ୨୦୧୮ରେ କେନ୍ଦ୍ର ନିକଟକୁ ପ୍ରସ୍ତାବ ପଠାଯାଇଛି । ସେକ୍ରେଟାରୀ!-->…
ନିର୍ବାଚନ ଆଚରଣ ବିଧି ଉଲଘଂନ ଅଭିଯୋଗରେ ଜିଲ୍ଲାପାଳଙ୍କ ନୋଟିସ୍ ଜାରି; କିଛି ଭୁଲ୍ ନାହିଁ – ପ୍ରମିଳା ମଲ୍ଲିକ
ଯାଜପୁର: ଅଡୁଆରେ ବିଜେଡ଼ି ବିଧାୟିକା ତଥା ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ନିର୍ବାଚନ ଆଚରଣ ବିଧି ଉଲଘଂନ ଅଭିଯୋଗରେ ଆଜି ପ୍ରମିଳା ମଲ୍ଲିକଙ୍କ ପାଖକୁ ନୋଟିସ୍ ଜାରି କରିଛନ୍ତି ଯାଜପୁର ଜିଲ୍ଲାପାଳ । ଜିଲ୍ଲାପାଳଙ୍କ ପକ୍ଷରୁ ପ୍ରମିଳା ମଲ୍ଲିକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି!-->…
କୋକସରାର ପୂର୍ବତନ ବିଧାୟିକା ରୋଶନୀ ସିଂହଦେଓଙ୍କ ପରଲୋକ
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ମାଆ ତଥା କୋକସରାର ପୂର୍ବତନ ବିଧାୟିକା ରୋଶନୀ ସିଂହଦେଓଙ୍କ ପରଲୋକ । ଆଜି ଭୁବନେଶ୍ୱରରେ ତାଙ୍କର ଦେହାନ୍ତ ହୋଇଛି । ସେ ଦୁଇ ଥର ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ ।
୧୯୯୫ ଓ ୨୦୦୦ ମସିହାରେ ରୋଶନୀ ସିଂଦେଓ ବିଧାୟିକା!-->!-->!-->…
ସାଂସଦ ରମେଶ ଚନ୍ଦ୍ର ମାଝିଙ୍କୁ ଅଣ୍ଡାମାଡ଼
ଉମରକୋଟ: ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଇଚ୍ଛାପୁର ପଞ୍ଚାୟତ ଧୂମାଆମ ଗ୍ରାମରେ ଆଜି ନବରଙ୍ଗପୁର ସାଂସଦ ରମେଶ ମାଝୀଙ୍କୁ ଅଣ୍ଡାମାଡ଼ ହୋଇଛି । ନିଜ ଦଳର ଜିଲ୍ଲା ପରିଷଦ ପ୍ରାର୍ଥୀନୀ ତ୍ରିମିଳା ପୂଜାରୀ ଏବଂ ଇଚ୍ଛାପୁର ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର!-->…