Browsing Category

ରାଜନୀତି

ପୁଣି ଓଡ଼ିଶା ଆସିବେ ରାହୁଲ ଓ ମଲ୍ଲିକାର୍ଜୁନ ଖଡ୍‌ଗେ

ଭୁବନେଶ୍ବର: ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ।କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଆସିବେ । ୩ ଦିନ ଧରି ଓଡିଶାରେ ପ୍ରଚାର କରିବେ କଂଗ୍ରେସ ନେତା । ୨୬, ୨୭ ଓ ୨୮ତାରିଖରେ ନିର୍ବାଚନୀ ପ୍ରଚାର କରିବେ ରାହୁଲ , ଖଡ୍‌ଗେ । ଓଡିଶାର ବାଲେଶ୍ବର ଓ

ଆଗ ନିଷ୍ପତ୍ତି ନିଅନ୍ତୁ, ତା’ପରେ କେଉଁ ରାଜ୍ୟକୁ ଏକ ନମ୍ୱର କରିବେ କହିବେ: ପାଣ୍ଡିଆନ

ଅନୁଗୋଳ: ବିରୋଧୀ ନେତାମାନେ ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ପ୍ରଧାନମନ୍ତ୍ରୀ ଆସି କହୁଛନ୍ତି ଓଡ଼ିଶାକୁ ଏକ ନମ୍ୱର କରିବେ । ଦୁଇ ଜଣ ମୁଖ୍ୟମନ୍ତ୍ରୀ ମଧ୍ୟ ଆସି କହୁଛନ୍ତି, ଓଡ଼ିଶାକୁ ଏକ ନମ୍ବର କରିବେ । ପ୍ରଥମେ ସେମାନେ କୁହନ୍ତୁ, କେଉଁ ରାଜ୍ୟକୁ ଏକ ନମ୍ବର

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି, ଭୀମ ଭୋଇଙ୍କୁ କେବଳ କବି କହି ସମ୍ବୋଧନ କଲେ ପାଣ୍ଡିଆନ

ସମ୍ବଲପୁର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଛି । ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର ପାଇଁ ଜୋରସୋରରେ ଲାଗିପଡିଛନ୍ତି ସମସ୍ତ ଦଳ । ଏହା ମଧ୍ୟରେ ଆଜି ସମ୍ବଲପୁରରେ ଜନସଭାକୁ ସମ୍ବୋଧିତ କରିବା ବେଳେ ଏମିତି କିଛି ଭୁଲ ଭଟକା କଥା କହିଦେଲେ ବରିଷ୍ଠ ନେତା ଭିକେ ପାଣ୍ଡିଆନ

ବିଜେପିରୁ ବହିଷ୍କୃତ ହେଲେ ବିଜୟ ମହାପାତ୍ରଙ୍କ ସହ ସାରଦା ଓ ରାକେଶ

ଭୁବନେଶ୍ବର: ବିଜେପିରୁ ବହିଷ୍କୃତ ହେଲେ ତିନି ବରିଷ୍ଠ ନେତା । ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ସହ ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକଙ୍କୁ ମଧ୍ୟ ବହିଷ୍କୃତ କରାଯାଇଥିବା ସୂଚନା ରହିଛି । ବିଜେପି ଟିକେଟ୍ ନଦେବାରୁ ମାହାଙ୍ଗାରୁ ଶାରଦା

ଓଡ଼ିଶାରେ ଏବେବି ୨୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମିଳିପାରି ନାହିଁ: ଅମିତ ଶାହ

ରାଉରକେଲା: ଆବାସ ଯୋଜନାରେ ମୋଦୀ ସରକାର ଦେଶର ୪ କୋଟି ପରିବାରଙ୍କୁ ପକ୍କା ଘର ଦେଇଛନ୍ତି। ଏହି ଯୋଜନା ଓଡ଼ିଶାରେ ଠିକ୍‌ ଭାବେ ବ୍ୟବହାର ହୋଇପାରି ନାହିଁ। ଓଡ଼ିଶାରେ ଏବେବି ୨୭ ଲକ୍ଷ ପରିବାରକୁ ପକ୍କା ଘର ମିଳିପାରି ନାହିଁ। ସେହିପରି ୨୪ ଲକ୍ଷ ପରିବାରକ ଘରେ ପାଇପ୍‌ ପାଣି

ବିଜେଡି ସରକାର ଜୁଲାଇ ମାସରୁ ବିଜୁଳି ମାଗଣା ଦେବ : ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ୱଲପୁର ଠାରେ ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଏବଂ ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି । ଏହି ସମୟରେ ବିରୋଧୀଙ୍କ ଉପରେ ବର୍ଷିଛନ୍ତି ନବୀନ । ଏହା ସହିତ ଜୁନ୍ ୯ରେ ମୁଖ୍ୟମନ୍ତ୍ରୀ ଭାବେ

ବିଜେଡି ରାଜ୍ୟ ଯୁବ ସାଧାରଣ ସମ୍ପାଦକଙ୍କ ସହ ବହୁ ସମର୍ଥକ ବିଜେପିରେ ଯୋଗଦେଲେ

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯାଜପୁର ଜିଲ୍ଲା କୋରେଇ ନିର୍ବାଚନ ମଣ୍ଡଳୀର ବିଜେଡି ରାଜ୍ୟ ଯୁବ ସାଧାରଣ ସମ୍ପାଦକ ପ୍ରୀତିରଞ୍ଜନ ସାହୁ ନିଜ ଶତାଧିକ ସମର୍ଥକଙ୍କ ସହ ବିଜେପିରେ ଆନୁଷ୍ଠାନିକଭାବେ ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ

୧୯ ତାରିଖ ସନ୍ଧ୍ୟାରେ ଆସୁଛନ୍ତି ମୋଦି, ୨୦ରେ ପୁରୀରେ କରିବେ ରୋଡ଼ ଶୋ

ଭୁବନେଶ୍ୱର : ପୁଣି ଓଡ଼ିଶା ଆସୁଛନ୍ତି ନିର୍ବାଚନ ପ୍ରଚାରରେ ମୋଦି। ଏହା ମୋଦୀଙ୍କ ତୃତୀୟ ଓଡ଼ିଶା ଗସ୍ତ। 19 ତାରିଖ ସନ୍ଧ୍ୟାରେ ମୋଦି ସ୍ଵତନ୍ତ୍ର ବିମାନରେ ସନ୍ଧ୍ୟା 6.30 ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବେ । ସନ୍ଧ୍ୟା 6.30 ମିନିଟରେ

ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ରେ ନାଁ ଲୋକ ଥିଲେ, ନାଁ ଦଳୀୟ ନେତା’; ଅପରାଜିତା

ଭୁବନେଶ୍ବର: ‘ମୁଖ୍ୟମନ୍ତ୍ରୀଙ୍କ ସହ ସାଂସଦ ପ୍ରାର୍ଥୀ କି ବିଧାୟକ ପ୍ରାର୍ଥୀ ବି ନଥିଲେ । ବଡ଼ବାବୁ ହେବାକୁ ନିଷ୍ଫଳ ପ୍ରୟାସ କରୁଥିବା ସାନ ବାବୁ କେବଳ ଥିଲେ । ନିଜ ଦଳର ପ୍ରାର୍ଥୀଙ୍କୁ ସାଙ୍ଗରେ ନନେଇ ମୁଖ୍ୟମନ୍ତ୍ରୀ ରୋଡ୍‌ ସୋ କଲେ । ଏହାର ଅର୍ଥ ନିଜ ଦଳର ପ୍ରାର୍ଥୀଙ୍କ ଉପରେ

ସାଲିଆସାହିରେ ବିଜେପି ପାଇଁ କ୍ୟାମ୍ପେନ କଲେ ହେମା ମାଳିନୀ

ଭୁବନେଶ୍ବର : ଭୁବନେଶ୍ବରରେ ଡ୍ରିମ ଗାର୍ଲ । ଓଡ଼ିଶାରେ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ଡ୍ରିମ ଗାର୍ଲ ହେମା ମାଳିନୀ । ବିଜେପି ପାଇଁ ଆରମ୍ଭ କରିଛନ୍ତି କ୍ୟାମ୍ପେନ। ପ୍ରଥମେ ଭୁବନେଶ୍ବର ସାଲିଆ ସାହିରେ ପ୍ରଚାର କରିଛନ୍ତି । ତାଙ୍କ ସହ ଉତ୍ତର ବିଧାୟକ ପ୍ରାର୍ଥୀ ପ୍ରିୟଦର୍ଶୀ ଓ ସାଂସଦ