Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଯିଏ ରତ୍ନ ଭଣ୍ଡାର ଚାବି ଲୁଚାଇଛନ୍ତି, ଜଗନ୍ନାଥଙ୍କ ଅଭିଶାପ ପଡିବ : ବିଶ୍ବଶର୍ମା
କବିସୂର୍ଯ୍ୟନଗର: ଗତକାଲି ଭଳି ଆଜି ମଧ୍ୟ ସେଇ ସମାନ ‘ରତ୍ନ ଭଣ୍ଡାର’ ପ୍ରସଙ୍ଗ ନେଇ କଡା ଗଣ୍ଡା ହିସାବ ମାଗିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ଏଥର ସେ ସିଧା ପାଣ୍ଡିଆନଙ୍କୁ ଟାର୍ଗେଟ କରି ତାଙ୍କ ନାଁରେ ଅଭିଯୋଗ କରିଛନ୍ତି । ସେ କହିଛନ୍ତି, ‘ ରତ୍ନ ଭଣ୍ଡାର ଚାବି!-->…
ଆସିକା ସଂସଦୀୟ କ୍ଷେତ୍ରରେ ଅରାଜକତା ବୃଦ୍ଧି : କୁହୁଳୁଛି ପାଉଁଶ ତଳର ନିଆଁ…
ପୋଲିସ ର କାର୍ଯ୍ୟ କଳାପ ବିନା ମେଘ ରେ ଘଡ ଘଡି...!!
ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ୍ ସୋ’
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ୍ ସୋ’ । ରୋଡ୍ ସୋ’ ରେ ସାମିଲ ହୋଇଛନ୍ତି ଲକ୍ଷ ଲକ୍ଷ ଲୋକ । ଜନସମୁଦ୍ର ପାଲଟିଛି ରାଜଧାନୀ ରାଜରାସ୍ତା । ଗଙ୍ଗନଗର ଛକରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ସୋ’ । ମୁଖ୍ୟମନ୍ତ୍ରୀ ହାତ ହଲାଇ!-->…
ଆଜି ଓଡ଼ିଶାର ଲୋକ ଓଡ଼ିଆ ଭାଷା ବୁଝୁଥିବା ଜଣେ ମୁଖ୍ୟମନ୍ତ୍ରୀ ଚାହୁଁଛନ୍ତି: ନଡ୍ଡା
ଭୁବନେଶ୍ୱର // ପଦ୍ମପୁର : ପଦ୍ମପୁର ସଭାରେ ବିଜେପି ସଭାପତି ଜେପି ନଡ୍ଡା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଜନୀତିର ପରିଭାଷା ବଖାଣୀବା ସହ ବିଜେଡି ସରକାରଙ୍କ ଉପରେ ଘୋର ବର୍ଷିଛନ୍ତି । ସେ କହିଛନ୍ତି ୨୦୧୪ ପୂର୍ବରୁ ଧାରଣା ଥିଲା ଭାରତରେ କିଛି ବଦଳିବନି । ୨୦୧୪ ପରେ ମୋଦି!-->…
ଶସ୍ତାରେ ଶ୍ରମିକ ମିଳୁଥିବା ରାଜ୍ୟ ଭାବେ ଓଡ଼ିଶା ଭଲଭାବରେ ଏବେ ଜଣାଶୁଣା: ମଲ୍ଲିକାର୍ଜୁନ ଖଡ଼ଗେ
ଭୁବନେଶ୍ବର: ବେରୋଜଗାରୀ ଦୂର କରିବାକୁ ଉଭୟ ବିଜେପି ଓ ବିଜେଡି ସରକାର ଧ୍ୟାନ ଦେଉନାହାନ୍ତି। ଓଡ଼ିଶାର ୪୧% ଲୋକ ବେରୋଜଗାର ରହିଛନ୍ତି। ବିଜେଡି ୨୪ ବର୍ଷ ସରକାରରେ ରହିବା ପରେ ମଧ୍ୟ ଜଣେ ଯଦି ଲୋକଙ୍କ ଚିନ୍ତା କରିବେନି ତେବେ ସମର୍ଥନ କେଉଁ ମୁହଁରେ ମାଗୁଛନ୍ତି। ଇଣ୍ଡିଆ ମେଣ୍ଟ ସରକାର!-->…
‘ବିଜେପି ସରକାର ଆସିଲେ ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର ଦିଆଯିବ’
ଭୁବନେଶ୍ବର: ଆଜି ଅର୍ଥାତ ଗୁରୁବାର କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଫଗନ ସିଂ ଭୁବନେଶ୍ବରରେ ଏକ ପ୍ରେସମିଟ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ଓଡ଼ିଶାରେ ମିଳିମିଶି ସରକାର ବଦଳାଇବାକୁ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ । ‘ବିଜେପି ସରକାର ଆସିଲେ ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର!-->…
ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ବିଜେଡିରେ ମିଶିଲେ ରମାରଞ୍ଜନ ବଳିୟାରସିଂହ
ଭୁବନେଶ୍ୱର: ବିଜେପିରୁ ଇସ୍ତଫା ଦେବା ପରେ ବିଜେଡିରେ ମିଶିଲେ ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ । ଆଜି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଆନୁଷ୍ଠାନିକ ଭାବେ ଦଳରେ ଯୋଗଦେଲେ ରମା ରଞ୍ଜନ । ଏହି ସମୟରେ ତାଙ୍କୁ ଉପଢୌକନ ଓ ପୁଷ୍ପ ଗୁଚ୍ଛ!-->…
ଏପଟେ ଓଡ଼ିଆ ଅସ୍ମିତାର କଥା କହୁଛନ୍ତି, ସେପଟେ ମୁଖ୍ୟମନ୍ତ୍ରୀଙ୍କୁ ଗାଳି ଦେଉଛନ୍ତି ବାହାର ରାଜ୍ୟର ନେତା: ପାଣ୍ଡିଆନ
ବଲାଙ୍ଗୀର: ସାଧାରଣ ନିର୍ବାଚନ ପାଇଁ ନେତାମାନଙ୍କ ଜୋରଦାର ପ୍ରଚାର ଜାରିରହିଛି । ଏହି ଅବସରରେ ଆଜି ଅର୍ଥାତ ଗୁରୁବାର ଟିଟଲାଗଡ଼ରେ ବିଜେଡି ନେତା ଭିକେ ପାଣ୍ଡିଆନ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ବିରୋଧି ଦଳ ଉପରେ ଖୁବ୍ ବର୍ଷିଛନ୍ତି । ପାଣ୍ଡିଆନ କହିଛନ୍ତି,!-->…
ବିଜେପିରେ ଯୋଗ ଦେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝିଙ୍କ ପତ୍ନୀ…
ସୁନ୍ଦରଗଡ଼: ତଳସରାର ପୂର୍ବତନ ବିଧାୟକ ଡ.ପ୍ରଫୁଲ୍ଲ ମାଝୀଙ୍କ ପତ୍ନୀ ପୂର୍ବତନ ବାଲିଶଙ୍କରା ପଞ୍ଚାୟତ ସମିତି ଅଧ୍ୟକ୍ଷା ତ୍ରିବେଣୀ ମାଝୀ ବିଜେପିରେ ଯୋଗ ଦେଇଛନ୍ତି। ଗୁରୁବାର ବାଲିଶଙ୍କରା ସୁଖା ମହାଦେବ ମନ୍ଦିର ପଡ଼ିଆରେ ବିଜେପିର ତରଫରୁ ଆୟୋଜିତ ନିର୍ବାଚନୀ ସଭାରେ ଛତିଶଗଡ଼!-->…
‘ଶପଥ ନେଲା ପରେ ପ୍ରତିଶ୍ରୁତି ପୂରଣ କରୁ, ଏହା ମୋଦୀଙ୍କ ଗ୍ୟାରେଣ୍ଟି’
ବେଲପାହାଡ: ‘ମୋଦୀଙ୍କ ଗ୍ୟାରେଣ୍ଟି ଫେଲ୍ ହୁଏନି, ଶପଥ ନେଲା ପରେ ପ୍ରତିଶ୍ରୁତି ପୂରଣ କରିଛୁ । ପ୍ରଧାନମନ୍ତ୍ରୀ ଯେଉଁ ଗ୍ୟାରେଣ୍ଟି ଦିଅନ୍ତି ତାହା କେବେ ଫେଲ୍ ହୁଏ ନାହିଁ ।’
ଓଡିଶାବାସୀଙ୍କୁ ଉଦ୍ବୋଧନ ଦେଉଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ବଶର୍ମା । ଆଜି ଝାରୁସୁଗୁଡା ଜିଲ୍ଲା!-->!-->!-->…