Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର, ନବୀନ ବାବୁଙ୍କୁ ବିଶ୍ରାମ ଦରକାର: ଜେପି ନଡ୍ଡା
ଭୁବନେଶ୍ୱର: ରାଜଧାନୀ ରାଜରାସ୍ତାରେ ନିଜର ପାୱାର ସୋ କରି ନବୀନ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆଜି ସକାଳ ପାଖାପାଖି ୧୦ ଟା ବେଳକୁ ମାଉସୀ ମା ମନ୍ଦିରଠାରୁ ନିଜର କର୍ମୀ ଓ ସହଯୋଗୀଙ୍କ ସହିତ ରୋଡ ସୋ ଆରମ୍ଭ କରିଥିଲେ ନଡ୍ଡା। ଏହାପରେ ସେ ପ୍ରଭୁ!-->…
ବିଜେଡି ଜିତିଲେ ମୁଖ୍ୟମନ୍ତ୍ରୀ ହେବେନି ନବୀନ
ଭୁବନେଶ୍ବର: ‘ବିଜେଡି ଆସିଲେ ନବୀନ ନୁହେଁ, ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ’ଏମିତି କିଛି ରୋଡ ସୋ ପରେ ଓଡିଶାବାସୀଙ୍କୁ ଉଦବୋଧନ ଦେଇଛନ୍ତି ଭୁବନେଶ୍ବର ସାଂସଦ ପ୍ରାର୍ଥୀ ଅପରାଜିତା ଷଢଙ୍ଗୀ ।
ଭୁବନେଶ୍ବରରେ ଜେ.ପି ନଡ୍ଡାଙ୍କ ସହ ସାମିଲ ହୋଇ ଅପରାଜିତା ଷଢଙ୍ଗୀ ମାଉସୀମା ମନ୍ଦିର ଠାରୁ!-->!-->!-->…
ରାଜ୍ୟରେ ସନ୍ଧ୍ୟା ୬ଟା ସୁଦ୍ଧା ୬୩.୮୫% ମତଦାନ; ବଢ଼ିପାରେ ଭୋଟ୍ ପ୍ରତିଶତ
ଭୁବନେଶ୍ବର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଂଗପୁର ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିଲା। ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ମତଦାନ ଶେଷ ହୋଇଥିବା ବେଳେ!-->…
ପ୍ରଚାର ବେଳେ ବିଜେପି କର୍ମୀଙ୍କୁ ମାଡ
ଭଞ୍ଜନଗର : ନିର୍ବାଚନ ପ୍ରଚାର ବେଳେ ବିଜେପି କର୍ମୀଙ୍କୁ ଆକ୍ରମଣ । ତିଲିସିଙ୍ଗା ଗାଁରେ ବିଜେପି ଓ ବିଜେଡି ଉଭୟ ଦଳର ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର ଚାଲିଥିଲା । ଏହାରି ଭିତରେ ଦୁଇ ଦଳ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ଦୁଇ ଦଳ ହାତାହାତି ସମୟରେ ବିଜେଡି କର୍ମୀଙ୍କ!-->…
ବିଜେପି କ୍ଷମତାକୁ ଆସିଲେ ମିଶନ ଶକ୍ତି ବନ୍ଦ କରିଦେବ
ଅନୁଗୁଳ: ହିନ୍ଦୋଳ, କାମାକ୍ଷନଗର ପରେ ଏବେ ପରଜଙ୍ଗରେ ନିର୍ବାଚନୀ ପ୍ରଚାର କରିଛନ୍ତି ବିଜେଡି ବରିଷ୍ଠ ନେତା ଭିକେ ପାଣ୍ଡିଆନ । ଏହି ସମୟରେ ସେ ନାଁ ନନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ୧୦ ବର୍ଷ ହେଲା ସେ କେନ୍ଦ୍ରମନ୍ତ୍ରୀ ଅଛନ୍ତି ।!-->…
ଭୁବନେଶ୍ବରରେ ବିଜେପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ, ବିଜେଡି ଉପରେ ବର୍ଷିଲେ ବରିଷ୍ଠ ନେତା
ଭୁବନେଶ୍ବର: ଭୁବନେଶ୍ବରରେ ବିଜେପି ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି ଉପରେ ବର୍ଷିଛନ୍ତି ଦଳର ବରିଷ୍ଠ ନେତା ତଥା ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ!-->…
ଓଡ଼ିଶାରେ ଗଣତନ୍ତ୍ରର ମହାପର୍ବ ମତଦାନ ଆରମ୍ଭ, ଇଭିଏମ ତ୍ରୁଟି ପାଇଁ କିଛି ସ୍ଥାନରେ ଭୋଟିଂରେ ବିଳମ୍ବ
ଓଡ଼ିଶାରେ ଗଣତନ୍ତ୍ରର ମହାପର୍ବ ମତଦାନ ଆରମ୍ଭ । ମାଲକାନଗିରିରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଇଭିଏମ ତ୍ରୁଟି ପାଇଁ କିଛି ସ୍ଥାନରେ ପୋଲିଂ ଆରମ୍ଭ ବିଳମ୍ବ ହୋଇଥିଲା। ମାଲକାନଗିରିର ବଙ୍ଗାଳି ପ୍ରାଥମିକ ବିଦ୍ଯାଳୟ ମତଦାନ କେନ୍ଦ୍ରର ବୁଥ ନଂ ୬୩ ରେ ଇଭିଏମ୍ କଣ୍ଟ୍ରୋଲ ୟୁନିଟ!-->…
ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ପୁଣି ଟାର୍ଗେଟ୍ କଲେ ପାଣ୍ଡିଆନ୍
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବରଗଡ଼ ଆସିଥିଲେ। ବହୁତ ବଡ଼ବଡ଼ କଥା କହିକି ଗଲେ। ହେଲେ ସମ୍ବଲପୁରୀ, କୋଶଳୀ ଭାଷାକୁ ସମ୍ବିଧାନର ୮ମ ଅନୁଚ୍ଛେଦରେ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ୫ ବର୍ଷ ହେଲା ପ୍ରସ୍ତାବ ପଠାଇଥିଲେ ବି ବିଜେପି ସରକାର କ’ଣ କଲା ବୋଲି ରବିବାର ବିଜେଡି ନେତା!-->…
‘ମୁଖ୍ୟମନ୍ତ୍ରୀଙ୍କୁ କଣ୍ଢେଇ ଭଳି ନଚାଉଛନ୍ତି’; ବୈଜୟନ୍ତ ପଣ୍ଡା
ଭୁବନେଶ୍ବର: ‘ମୁଖ୍ୟମନ୍ତ୍ରୀଙ୍କୁ କଣ୍ଢେଇ ଭଳି ନଚାଉଛନ୍ତି’, ‘ଏଆଇ ଭିଡିଓ ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ ଭିଡିଓ ଭିତରେ ଆକାଶ ପାତାଳ ଫରକ’ । ଏଭଳି କିଛି ନିଜର ଏକ୍ସ ଆକାଉଣ୍ଟରେ ରାଜ୍ୟବାସୀଙ୍କ ଆଗରେ ଅପିଲ୍ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ଲୋକସଭା!-->…
ଜବାବ ଦେଲେ ଧର୍ମେନ୍ଦ୍ର, କହିଲେ- ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ନେଇ କୌଣସି ବ୍ୟବସ୍ଥା ନାହିଁ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ମୋଦୀ ସରକାରଙ୍କ ବିରୋଧରେ ଯାହା ଯାହା ଅଭିଯୋଗ ବାଢ଼ିଥିଲେ ରବିବାର ସାମ୍ବାଦିକ ସମ୍ମିଳନୀରେ ତାର ଜବାବ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ‘ମୁଖ୍ୟମନ୍ତ୍ରୀ ଅଭିଯୋଗ କରିଛନ୍ତି, ଓଡ଼ିଶୀ ସଙ୍ଗୀତକୁ!-->…