Browsing Category

ରାଜନୀତି

ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ ରାହୁଲ ଗାନ୍ଧି

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କାର୍ଯ୍ୟକ୍ରମକୁ ଜୋରଦାର କରିଛି କଂଗ୍ରେସ। ଭୋଟର ମାନଙ୍କୁ ନିଜ ଆଡକୁ ଆକୃଷ୍ଟ କରିବାକୁ ଯୋଜନା ଚଲାଇଛି କଂଗ୍ରେସ ।ଏହି ଅବସରରେ ପୁଣି ଥରେ ଓଡିଶା ଆସିବେ ରାହୁଲ ଗାନ୍ଧି । ଆସନ୍ତା ୧୫ ତାରିଖରେ ବଲାଙ୍ଗିର

ଆସନ୍ତା ୧୪ ତାରିଖରେ ଓଡ଼ିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱ ଶର୍ମା

ଭୁବନେଶ୍ୱର: ବିଜେପି ଫୋକସରେ ଓଡିଶା । ନିର୍ବାଚନ ପାଇଁ ଘନ ଘନ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପିର ହେଭିଓ୍ବେଟ ନେତା । ଓଡିଶାରେ ଜନସାଧାରଣଙ୍କୁ ଭୋଟ ଭିକ୍ଷା କରିବେ କେନ୍ଦ୍ରୀୟ ନେତା । ଏହାରି ଭିତରେ ଓଡିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ଵ ଶର୍ମା । ନିର୍ବାଚନ ପ୍ରଚାରକୁ

ପୁଣି ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ, ୧୫ରେ ଅମିତ ଶାହ ଓ ୧୭ରେ ଜେ ପି ନଡ୍ଡା

ଭୁବନେଶ୍ବର: ପୁଣି ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ପୁରୀ, କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହାଛଡ଼ା ପ୍ରଧାନମନ୍ତ୍ରୀ

ବିରୋଧୀ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି : ମୁଖ୍ୟମନ୍ତ୍ରୀ

ବଙ୍ଗୋମୁଣ୍ଡା: ‘ମିଛ କହୁଛନ୍ତି ବିରୋଧୀ’, ‘କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ।’ କିଛି ଏଭଳି କହି ବିରୋଧୀଙ୍କୁ ସମାଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡାଠାରେ ବିରାଟ ଜନସଭାକୁ ଉଦବୋଧନ ଦେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ୍‌ ଶୋ’

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ଓଡ଼ିଶା ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ତା’ପରେ କଡ଼ା ସୁରକ୍ଷା ମଧ୍ୟରେ ବିମାନବନ୍ଦରରୁ ବାହାରିଲେ ମୋଦି।

‘ଷଷ୍ଠଥର ପାଇଁ ଯଦି ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନ ହେବେ, ତା’ହେଲେ ମୁଁ ରାଜନୀତିରୁ ସନ୍ୟାସ ନେବି’

ଭୁବନେଶ୍ୱର: ଆଜି ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଝାରସୁଗୁଡ଼ା ଓ ବ୍ରଜରାଜନଗରରେ ଧୂଆଁଧାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ଭିକେ ପାଣ୍ଡିଆନ । ଏହି ଅବସରରେ ଲୋକସଭା ପ୍ରାର୍ଥୀ ପରିଣିତା ମିଶ୍ର ଏବଂ ଝାରସୁଗୁଡ଼ା ବିଧାନସଭା ପ୍ରାର୍ଥୀ ଦୀପାଳି ଦାସ ଓ

ବିଜେଡିର ଇସ୍ତାହାରକୁ ଧମେନ୍ଦ୍ରଙ୍କ କଟାକ୍ଷ: ଫମ୍ପା ପ୍ରତିଶ୍ରୁତି

ସମ୍ବଲପୁର: ବିଜେଡିର ନିର୍ବାଚନୀ ଇସ୍ତାହାରକୁ କଟାକ୍ଷ କରି କହିଲେ ଧର୍ମେନ୍ଦ୍ର ପ୍ରଧାନ । କହିଲେ, ଘୋଷଣାପତ୍ରରେ କିଛି ନୂଆ ନାହିଁ, ଲୋକଙ୍କୁ ଦେଇଛନ୍ତି ଫମ୍ପା ପ୍ରତିଶ୍ରୁତି, ୨୪ ବର୍ଷ ପରେ ମୌଳିକ ସମସ୍ୟାର କିଛି ବି ସମାଧାନ ହୋଇନାହିଁ । ଗତକାଲି ବିଜେଡି ତାର ଇସ୍ତାହାର ପତ୍ର ଜାରି

୨୦୩୪ ସୁଦ୍ଧା ଓଡ଼ିଶା ହେବ ଶ୍ରେଷ୍ଠ ରାଜ୍ୟ: ବିଜେଡି

ଭୁବନେଶ୍ବର: ନିର୍ବାଚନୀ ଇସ୍ତାହାରକୁ ନେଇ ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ବିଜେଡି କହିଛି ଯେ ଘୋଷଣାପତ୍ରରେ ସବୁ ବର୍ଗର ଲୋକଙ୍କୁ ଗୁରୁତ୍ୱ ଦିଆଯାଇଛି। ୧୦୦ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଜୁଳି ବ୍ୟବସ୍ଥା ରହିଛି। ୨୦୩୪ ସୁଦ୍ଧା ଓଡ଼ିଶା ହେବ ଏକ ନମ୍ବର

ଆସିକା ସଂସଦୀୟ କ୍ଷେତ୍ରରେ ବିଜେପି ପ୍ରଚାର ରେ ଆଗୁଆ..!

ପାଣ୍ଡିଆନ ଙ୍କ ରୋଡ଼ ସୋ କେତେ ପ୍ରଭାବ ପକାଇବ ତାହା ସମୟ କହିଁବ... ବ୍ରହ୍ମପୁର: ଆସିକା ସଂସଦୀୟ କ୍ଷେତ୍ରରେ ବିଜେଡ଼ି ପ୍ରାର୍ଥୀ କୁ ନେଇ ଅଡୁଆ ବଢ଼ି ଥିବା ନେଇ ଚର୍ଚ୍ଚା ହେଉଛି। ଗଞ୍ଜାମ ଜିଲ୍ଲାର ଆସିକା ସଂସଦୀୟ କ୍ଷେତ୍ରରେ ବିଜେଡ଼ି ର ଗୋଷ୍ଟି କନ୍ଦଳ ତୀବ୍ରତର ହୋଇଥିଲା। ଏହାକୁ

ବିଜେଡିର ନିର୍ବାଚନୀ ଇସ୍ତାହାର ଜାରି

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ଆଜି ସନ୍ଧ୍ୟାରେ ନିର୍ବାଚନୀ ଇସ୍ତାହାର ଜାରି କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ଇସ୍ତାହାର ଲୋକଙ୍କ ସାମ୍ନାରେ ରଖିଛନ୍ତି। ଏହି ମନିଫେଷ୍ଟୋ ଓଡ଼ିଶାରେ ଇତିହାସ ଲିପିବଦ୍ଧ କରିବ ବୋଲି ସେ କହିଛନ୍ତି। ଗତ ୨୪ ବର୍ଷ ମଧ୍ୟରେ, ବିଜେଡି