Browsing Category

ରାଜନୀତି

ଘସିପୁରାରୁ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟରଂଜନ ପଟ୍ଟନାୟକ

ଭୁବନେଶ୍ବର: ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ ଚଳିତ ନିର୍ବାଚନରେ କେନ୍ଦୁଝର ଜିଲ୍ଲା ଘସିପୁରା ନିର୍ବାଚନ ମଣ୍ଡଳୀରୁ ଲଢ଼ିବେ। ଏହି ନିର୍ବାଚନରେ ସେ କୌଣସି ଦଳୀୟ ଟିକେଟ୍‌ରେ ନିର୍ବାଚନ ନଲଢ଼ି ସ୍ବାଧୀନ ଭାବେ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ଘସିପୁରାରେ ଏକ ବିଶାଳ ଜନସଭା

ବରଗଡରେ ନାମାଙ୍କନ ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାସ ଓ ସ୍ୱାଧୀନ ପ୍ରାର୍ଥୀ ନନ୍ଦନ ମହାନନ୍ଦ

ବରଗଡ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଆଜି ଅଷ୍ଟମ ତଥା ଶେଷ ଦିନ । ଶେଷ ଦିନରେ ବରଗଡ ବିଧାନସଭା ଆସନ ପାଇଁ କଂଗ୍ରେସ ଦଳର ବିଧାୟକ ପ୍ରାର୍ଥୀ ନିପନ ଦାସ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ଏହି ଆସନରେ ସ୍ୱାଧୀନ ପ୍ରାର୍ଥୀ ଭାବେ କୋଶଲ ସମର୍ଥିତ

ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ଖାରବେଳ ସ୍ୱାଇଁ

ଭୁବନେଶ୍ୱର: ବାଲେଶ୍ୱର ଲୋକସଭା ଆସନରୁ ସ୍ୱାଧୀନ ଭାବେ ଲଢିବେ ଖାରବେଳ ସ୍ୱାଇଁ । ଏନେଇ ଆଜି ଘୋଷଣା କରିଛନ୍ତି ଖାରବେଳ । ଚଳିତ ନିର୍ବାଚନରେ ସେ ବାଲେଶ୍ବର ଆସନରୁ ବିଜେପି ଟିକେଟ୍ ପାଇଁ ଆଶାୟୀ ଥିବାବେଳେ, ହେଲେ ଦଳ ତାଙ୍କ ବଦଳରେ ପୁଣି ଥରେ ପ୍ରତାପ ଷଡଙ୍ଗୀଙ୍କୁ ପ୍ରାର୍ଥୀ କରିଛି ।

ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ

ଆସନ୍ତା ୯ ତାରିଖରେ କନ୍ଧମାଳ ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଫୁଲବାଣୀ ଠାରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲା ପର୍ଯ୍ୟବେକ୍ଷକ

ଭଞ୍ଜନଗରରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଜୋରଦାର ପ୍ରଚାର

ଭଞ୍ଜନଗର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ଜନସମର୍ଥନ ଦେଖି ବିରୋଧୀଙ୍କ ନିଦ ହଜିଗଲାଣି । ସେମାନେ କେବଳ ଅପପ୍ରଚାରରେ ମାତିଛନ୍ତି । ମିଶନ ଶକ୍ତି ଓ ବିଏସକେୱାଇ ଭଳି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି । ସେମାନଙ୍କ ବିକାଶକୁ ବିରୋଧ କରୁଛନ୍ତି । ବିରୋଧୀଙ୍କୁ ଭୋଟରେ

କାଲି ଓଡିଶା ଆସୁଛନ୍ତି ଜୟଶଙ୍କର, ୫ରେ ନଡ୍ଡାଙ୍କ ଗସ୍ତ

ଭୁବେନଶ୍ବର: ୨୪ ନିର୍ବାଚନ ପାଇଁ ଏବେ ସରଗରମ ପ୍ରଚାର ମଇଦାନ । ନିଜ ନିଜ ଦଳ ପାଇଁ କସରତ କରି ସାଧାରଣ ଜନତାଙ୍କୁ ଉଦ୍ବୋଧନ ଦେଉଛନ୍ତି ବିଭିନ୍ନ ନେତା। ଯାହାକୁ ନେଇ ଆସନ୍ତା କାଲି ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର । କଟକ, ଭୁବେନଶ୍ବର ଓ ସମ୍ବଲପୁରରେ

ବିଜେଡିରେ ସାମିଲ ହେଲେ ଓଡିଆ ଅଭିନେତ୍ରୀ ଜିନା ସାମଲ୍

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ଓଡିଆ ଅଭିନେତ୍ରୀ ଜିନା ସାମଲ୍ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି । ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡି ମିଶ୍ରଣ ପର୍ବରେ ଦଳରେ ସାମିଲ ହୋଇଛନ୍ତି ଜିନା । ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ

ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ

ଭୁବନେଶ୍ୱର : ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ । ଏନେଇ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର ପ୍ରଦେଶ ରାୟବରେଲୀରୁ ଲଢ଼ିବେ ରାହୁଲ ଗାନ୍ଧି । ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଆଜି ନାମାଙ୍କନର ଶେଷ ତାରିଖ ଥିବା ବେଳେ ରାହୁଲ ରାୟବରେଲି

ସନ୍ତୋଷଙ୍କୁ ନୀଳଗିରି ପାର୍ଥୀ କଲା ବିଜେପି

ଭୁବନେଶ୍ଵର: ନୀଳଗିରି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ସନ୍ତୋଷ ଖଟୁଆଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ସନ୍ତୋଷ ଖଟୁଆ । ନୀଳଗିରି ଆସନ ପାଇଁ ଦଳ ସୁକାନ୍ତ ନାୟକଙ୍କୁ ଟିକେଟ ଦେଇଥିବାରୁ ବିଜେଡି ଛାଡ଼ିଥିଲେ ସନ୍ତୋଷ ।