Browsing Category

ରାଜନୀତି

ରାସେଶ୍ୱରୀଙ୍କ ଆଶୀର୍ବାଦ ନେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ୧୫ ବର୍ଷର ବ୍ୟବଧାନ ପରେ ସିଧାସଳଖ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ନିର୍ବାଚନମଣ୍ଡଳୀ ଅଧୀନରେ ପ୍ରଚାର କରୁଥିବାବେଳେ ସବୁ ମହଲରୁ ସମର୍ଥନ ହାସଲ କରିବାକୁ ସେ ଚେଷ୍ଟା କରୁଛନ୍ତି।

କଂଗ୍ରେସ ସାଂସଦ ପ୍ରାର୍ଥୀ ସପ୍ତଗିରି ଉଲାକାଙ୍କୁ ବିରୋଧ, କଳା ପତାକା ପ୍ରଦର୍ଶନ

ଲକ୍ଷ୍ମୀପୁର : ପ୍ରଚାର ବେଳେ କଂଗ୍ରେସ ସାଂସଦ ପ୍ରାର୍ଥୀ ସପ୍ତଗିରି ଉଲାକାଙ୍କୁ କୋରାପୁଟ ଜିଲା ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବନ୍ଧୁଗାଁଠାରେ କଳା ପତାକା ଦେଖାଇବା ସହ ବିରୋଧ କରାଯାଇଥିବା ଜଣାପଡ଼ିଛି । ଏନେଇ ସାମାଜିକ ଗଣମାଧ୍ୟମରେ ଭିଡିଓ ଭାଇରାଲ ହେଉଛି ।

ଚାରିଦ୍ୱାର ନଖୋଲି ରାଜ୍ୟ ସରକାର ମହାପ୍ରଭୁଙ୍କ ଭକ୍ତଙ୍କୁ ଯନ୍ତ୍ରଣା ଦେଉଛନ୍ତି : ବିଜେପି

ଭୁବନେଶ୍ୱର: ଚାରିଦ୍ଵାର ଖୋଲିବା ପ୍ରସଙ୍ଗକୁ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲା ବିଜେପି । ସାମ୍ବାଦିକ ସମ୍ମିଳନୀ କରି ବିଜେପି ମୁଖ୍ୟମନ୍ତ୍ରୀ ଅନିଲ ବିଶ୍ଵାଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ଅନିଲ କହିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରରେ ଚାରି ଦ୍ୱାରର ଧାର୍ମିକ ମହତ୍ୱ

ନିର୍ଦ୍ଧିଷ୍ଟ କିଛି ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି ନବୀନ: ରାହୁଲ ଗାନ୍ଧି

କଟକ: ଓଡ଼ିଶାରେ ରାହୁଲ ଗାନ୍ଧି । ଓଡ଼ିଶାରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରରେ ପହଞ୍ଚି ମଧୁବାବୁଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ରାହୁଲ । ସେଠାରେ କିଛି ସମୟ ସ୍ମୃତିଚାରଣ କରିବା ପରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି

ସତ୍ୟଭାମାପୁରରେ ମଧୁବାବୁଙ୍କ ଜନ୍ମପୀଠ ବୁଲି ଦେଖିଲେ ରାହୁଲ ଗାନ୍ଧୀ

ଭୁବନେଶ୍ବର:ଓଡିଶାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ ରାହୁଲ। ଏଠାରୁ ସିଧାସଳଖ ଉତ୍କଳ ଗୌରବ ମଧସୁଦନ ଦାସଙ୍କ ଜନ୍ମପୀଠ ସତ୍ୟଭାମାପୁର ଯାଇଥିଲେ । ଏକ ସ୍ବତନ୍ତ୍ର ହେଲିକାପ୍ଟର ଯୋଗେ ସତ୍ୟଭାମାପୁରରେ

ବିଜେଡି ଯୁବ ଉପସଭାପତି ରାକେଶ ନାୟକଙ୍କ ସହ ପଦ୍ମ ଧରିଲେ ବହୁ ନେତା ଓ କର୍ମୀ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି “ଡବଲ ଇଞ୍ଜିନ ସରକାର ଗଠନ” କରିବା ପାଇଁ ପ୍ରତ୍ୟେକ ଦିନ ମିଶ୍ରଣ ପର୍ବ ଅନୁଷ୍ଠିତ ହେଉଛି । ନୂତନ କାର୍ଯ୍ୟକର୍ତ୍ତାମାନେ ଦଳର ଶକ୍ତିକୁ ମଜଭୁତ କରିବା ସହ ସୁଦୃଢ଼ କରୁଛନ୍ତି । ଏହି ଅବସରରେ ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ରାଜ୍ୟ ବିଜେଡି ଯୁବ

ବିଜେପିରେ ମିଶିଲେ ବିଧାୟକ ପର୍ଶୁରାମ ଧଡା

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଜେଡି ଛାଡିଥିବା ସୋର ବିଧାୟକ ପର୍ଶୁରାମ ଧଡା ବିଜିପିରେ ଯୋଗଦେଇଛନ୍ତି । ସେ ନିଜର ବହୁ ନେତା ଓ କର୍ମୀଙ୍କ ସହ ଆନୁଷ୍ଠାନିକଭାବେ ଦଳରେ ସାମିଲ ହୋଇଛନ୍ତି । ଦଳରେ ସାମିଲ ହେବାପରେ ପର୍ଶୁରାମ

ଉମରକୋଟ ଗସ୍ତବେଳେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲେ ନିର୍ବାଚନ ଅଧିକାରୀ

ନବରଙ୍ଗପୁର: ନିର୍ବାଚନ ପ୍ରଚାର ପାଇଁ ଉମରକୋଟ ଯାଇଥିବା ବେଳେ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ନିବାର୍ଚନ ଅଧିକାରୀ । ହେଲେ ଯାଞ୍ଚ ସମୟରେ କିଛି ମିଳିନଥିବା ସୂଚନା ରହିଛି । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର ମଧ୍ୟ ଯାଞ୍ଚ

ଏପ୍ରିଲ ୨୮ରେ ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ ପାଇଁ ଉଭୟ ଭାରତୀୟ ଜନତା ପାର୍ଟି (ବିଜେପି) ଓ ବିଜୁ ଜନତା ଦଳ (ବିଜେଡି) ନିର୍ବାଚନ ପ୍ରଚାର ଆରମ୍ଭ କରିସାରିଛନ୍ତି। କଂଗ୍ରେସ ମଧ୍ୟ ଖୁବ ଶୀଘ୍ର ରାଜ୍ୟରେ ନିର୍ବାଚନୀ ପ୍ରଚାର ଆରମ୍ଭ କରବାକୁ ଯାଉଛି। ଓଡ଼ିଶାରେ ନିର୍ବାଚନ ପ୍ରଚାର କରିବା ପାଇଁ ଲୋକସଭା

ସାଧାରଣ ନିର୍ବାଚନ ୨୦୨୪: ବରଗଡରେ ନାମାଙ୍କନ ଭରିଲେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ

ବରଗଡ଼: ସାଧାରଣ ନିର୍ବାଚନ ପାଇଁ ଆଜି ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି । ବରଗଡ଼ ଲୋକସଭା ଏବଂ ପଦ୍ମପୁର, ବିଜେପୁର, ବରଗଡ଼ ଅତାବିରା ଏବଂ ଭଟଲି ବିଧାନସଭା ଆସନ ପାଇଁ ଆଜି ଅର୍ଥାତ୍ ୨୬ ଏପ୍ରିଲ ରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ସେହିପରି ମେ’ ମାସ ୩ ତାରିଖ