Browsing Category

ରାଜନୀତି

ବିଜେଡି ବସା ଖାଲି ହୋଇଯିବ : ଅରବିନ୍ଦ ଢାଲି

‘‘ବିଜେଡିର ବସା ଖାଲି ହୋଇଯିବ। ଭବିଷ୍ୟତରେ ବିଜେଡି ରହିବନି, ଚାହିଁଲେ ବି ରଖିପାରିବେନି। ଦଳରେ ଥିବା ନେତାଙ୍କ ମଧ୍ୟରେ ଯୁଦ୍ଧ ଚାଲିବ, ଦଳ ଖଣ୍ତବିଖଣ୍ଡ ହୋଇଯିବ।” ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିବା ମମତା ମହାନ୍ତ ବିଜେପିରେ ମିଶିବା ପରେ ଏପରି ଢଙ୍ଗରେ ବିଜେଡିକୁ

ବିଜେପିରେ ମମତା ଯୋଗ ଦେବା ପରେ ବିଜେଡି-ବିଜେପି ମଧ୍ୟରେ ତୁ ତୁ ମେଁ ମେଁ

ଭୁବନେଶ୍ୱର: ଗତକାଲି ବିଜେଡି ଦଳ ସହ ରାଜ୍ୟସଭା ପଦରୁ ଇସ୍ତଫା ଦେଇଥିଲେ ସାଂସଦ ମମତା ମହାନ୍ତ | ଆଜି ସେ ବିଜେପିରେ ଯୋଗ ଦେବା ପରେ କହିଛନ୍ତି ଯେ ବିଜୁ ଜନତା ଦଳରେ ମୋର ଆବଶ୍ୟକତା ପଡୁନି | ସେଥିପାଇଁ ଲୋକଙ୍କ ସେବା କରିବା ପାଇଁ ବିଜେଡି ଛାଡ଼ିଲି | ଆଜି ମୁଁ ବିଜେପିରେ ସାମିଲ ହେଲି | ଆମର

ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ପ୍ରଶ୍ନ ଉଠାଇଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ବର: ଶୂନ୍ୟକାଳରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଶୂନ୍ୟକାଳରେ ସଙ୍ଗୀନ ଅଭିଯୋଗ ଉଠାଇଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ସରକାରଙ୍କୁ ଉଠାଇଲେ ପ୍ରଶ୍ନ। ସେ କହିଛନ୍ତି, ଜଣେ ଅଧିକାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲାର ତଦନ୍ତ

ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ମମତା ମହାନ୍ତ

ଭୁବନେଶ୍ବର : ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ। ମମତାଙ୍କ ଇସ୍ତଫା ନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ଼ ସୂଚନା ଦେଇଛନ୍ତି। ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ମମତା। କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା ମହାନ୍ତ ପରିତିଚ ଥିଲେ। ରାଜ୍ୟସଭାରୁ

ବଜେଟ୍‌ ଆଲୋଚନାରେ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କଲେ ନବୀନ

ଭୁବନେଶ୍ବର: ବଜେଟ ଆଲୋଚନାରେ ଭାଗ ନେଇ ରାଜ୍ଯ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ପ୍ରଥମେ ସେ କଟାକ୍ଷ କରି କହିଛନ୍ତି-ନୂଆ ସରକାରକୁ ଧନ୍ଯବାଦ ଯେ, ବିଜେଡି ସରକାରର ୮୦% ରୁ ଅଧିକ ଯୋଜନାକୁ ଆପଣେଇଛନ୍ତି ନୂଆ ସରକାର। ବଜେଟରେ ପରିବର୍ତ୍ତନ ଦେଖୁଛି।

‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ନିର୍ବାଚନ ଜିତିବା ପାଇଁ ହୋଇଥିଲା: ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ

ଭୁବନେଶ୍ବର: ପୂର୍ବ ସରକାରଙ୍କ ଯୋଜନାର ନା ବଦଳିବା ନେଇ ଗୃହରେ ଉଦବେଗ। ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ବିଧାୟକ ଗଣେଶ୍ୱର ବେହେରା। ଗଣେଶ୍ୱର ବେହେରା କହିଛନ୍ତି ସରକାର ବଦଳିବା ପରେ ୩୧୪ ବ୍ଲକର ବିକାଶ କାର୍ଯ ଠପ ହୋଇଯାଇଛି। ଆମ ଓଡ଼ିଶା ନବୀନ ଓଡ଼ିଶା

ଆରମ୍ଭରୁ ବିଜେଡି ହଟ୍ଟଗୋଳ କରି ଖରାପ ପରମ୍ପରା ସୃଷ୍ଟି କରିଛି: ବାବୁ ସିଂହ

ଭୁବନେଶ୍ବର: ଆଜି ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନରେ ବି ହଟ୍ଟଗୋଳକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ବିଜେପି ବିଧାୟକ ବାବୁ ସିଂହ। ଗୃହ ବାହାରେ ବିଜେଡି ଗୃହ ଚଳାଇ ଦେଉ ନ ଥିବା ଅଭିଯୋଗ କରି କାଉଣ୍ଟର କରି ମାହାଙ୍ଗା ଡବଲ ମର୍ଡର ପ୍ରସଙ୍ଗ ଉଠାଇ ବାବୁ ସିଂହ କହିଛନ୍ତି,

ପାଣ୍ଡିଆନଙ୍କୁ ନେଇ ଜାତୀୟ ଗଣମାଧ୍ୟମର ତଥ୍ୟ ମିଥ୍ୟା: ନବୀନ

ଭୁବନେଶ୍ୱର: ଭିକେ ପାଣ୍ଡିଆନଙ୍କ ସପକ୍ଷରେ ପୁଣି ବାହାରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଇଂରାଜୀ ଖବରକାଗଜରେ ପାଣ୍ଡିଆନ ଓ ବିଜେଡିକୁ ନେଇ ପ୍ରକାଶିତ ଖବରକୁ ଖଣ୍ଡନ କରିଛନ୍ତି ନବୀନ । ଗତ କେଇ ସପ୍ତାହ ଧରି ଜଣେ କେନ୍ଦ୍ରମନ୍ତ୍ରୀଙ୍କ ସହାୟତାରେ ଅମିତ ଶାହାଙ୍କୁ ଭେଟିବାକୁ ପାଣ୍ଡିଆନ

ଓଡ଼ିଆ ଅସ୍ମିତା ପ୍ରସଙ୍ଗକୁ ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ୱର: ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଏବଂ ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ ମାରିବା ଘଟଣାକୁ ନେଇ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ଏହି ପ୍ରସଙ୍ଗରେ ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି ଯେ, ଆଇନ ଅନୁସାରେ ରାଜ୍ୟପାଳଙ୍କ ପୁଅ ବିରୋଧରେ

ବିଜେଡିର ୧୬ ଜଣିଆ ନୂଆ ମିଡିଆ ଟିମ୍

ଭୁବନେଶ୍ବର: ନୂଆ ମିଡିଆ ଟିମ୍ ଘୋଷଣା କରିଛି ବିଜେଡି। ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା କରାଯାଇଛି। ତେବେ ନୂଆ କରି ଘୋଷଣା କରାଯାଇଥିବା ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ, ସାରଦା ଜେନା, ଲତିକା ପ୍ରଧାନଙ୍କ ଭଳି ନେତାଙ୍କୁ